-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ସଂଗଠନ ତରଫରୁ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀଙ୍କୁ ଭୀମଭୋଇ ସମ୍ମାନ ଓ ସମ୍ବର୍ଦ୍ଧନା

01-Feb-2021



ବାଲିଗୁଡା,(ସୁଶୀଲ  କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ନିକଟସ୍ଥ କାଣିବିଡିକା ଗ୍ରାମରେ କୁଇ ଭାଷା ସାହିତ୍ୟ ସମିତି ଓଡିଶା ଓ କୁଇ ସମାଜ ଯୁବ ପରିଷଦ କନ୍ଧମାଳର ମିଳିତ ଆନୁକୁଲ୍ୟରେ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ କନ୍ଧମାଳ ତଥା କୁଇ ଜାତିର ଗୌରବ ପୂର୍ଣ୍ଣମାସୀ ଜାନିଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଓ ଭୀମ ଭୋଇ ସମ୍ମାନ୨୦୨୧ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମଙ୍ଗରାଜ ପ୍ରଧାନଙ୍କ ପୌରହିତ୍ୟରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ କୁଇ ଭାଷା ସାହିତ୍ୟ ସମିତି ଓଡିଶା, କୁଇସମାଜ ଯୁବ ପରିଷଦ କନ୍ଧମାଳ, ଆଦିସ୍କନ୍ଧ ସମାଜ କାଳାହାଣ୍ଡି ଆଦି ବିଭିନ୍ନ ଅନୁଷ୍ଠାନର କର୍ମକର୍ତା ଓ ସଦସ୍ୟମାନେ ଯୋଗଦେଇଥିଲେ। ଦୀନବନ୍ଧୁ କହଁର, ଡଃ ନୀରଦ ଚନ୍ଦ୍ର କହଁର, ଗଣପତି ମଲ୍ଲିକ, ଭୀମସେନ ପ୍ରଧାନ, ସୁର୍ଦଶନ କହଁର ଶକୁନ୍ତଳା ମଲ୍ଲିକ, ବିଜୟ କୁମାର ପ୍ରଧାନ, ମନୋଜ କୁମାର ମଲ୍ଲିକ ଲିସବନ ମମଲ୍ଲିକ, ଶ୍ରୀକାନ୍ତ ମଲ୍ଲିକ ଏବଂ କାଳାହାଣ୍ଡରୁ ମେଦିନିଧର ଜାନୀ ସୁରେଶ ଭୋଇ ବିଦେଶୀ ପ୍ରଗଣିଆ ରୁକଶବର ଗଗନ ବିହାର ସା ମାୟା ଛତ୍ରିଆ ଆଦି ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଂଚାସୀନ ହୋଇଥିଲେ। କାର୍ଯ୍ୟକ୍ରମରେ ପୂର୍ଣ୍ଣମାସୀ ଜାଣୀଙ୍କୁ ପାରମ୍ପାରିକ ବାଜାବାଜଣା ବଜାଇ ମଂଚକୁ ପାଛୋଟି ଆଣାଯାଇଥିଲା। ଆବାହାକ ପ୍ରଦୀପ କହଁର ସ୍ୱାଗତ ଭାଷଣ ଦେଇ ମାନପତ୍ର ପଠନ କରିଥିଲେ। ଏଥି ସହିତ କୁଇଭାଷା  ସାହିତ୍ୟ ସମିତି ସଭାପତି ଦିନବନ୍ଧୁ କହଁର ଏବଂ ସାଧାରଣ ସମ୍ପାଦକ ନୀରଦ ଚନ୍ଦ୍ର କହଁର ମାନପତ୍ର ଓ ଉପଢୌକନ ଦେଇ ପୂର୍ଣ୍ଣମାସୀ ଙ୍କୁଦ୍ୱିତୀୟ ଭୀମଭୋଇ ସମ୍ମାନ-୨୦୨୧ ଉପାଧିରେ ଭୂଷିତ କରି ସମ୍ମାନୀତ କରିଥିଲେ। ଏହାପରେ ଆଦିସ୍କନ୍ଧ ସମାଜ କଳାହାଣ୍ଡି ଦ୍ୱାରା କୁଇ କନ୍ଧ ଭୁମିପୁତ୍ରୀ ସମ୍ମାନରେ ସମ୍ମାନୀତକରାଯାଇଥିଲା। ଏହାପରେ ଟାଡିସରୁ ବାଇ ବାବା କୁଇ ଓ ଓଡିଆରେ ଅନେକ ଭକ୍ତି ଭଜନ ଗାନ କରି ସମସ୍ତଙ୍କୁ ଆର୍ଶିବାଦ ପ୍ରଦାନ କରିଥିଲେ। ଏହିଅବସରରେ ଏକ କୁଇ ଭାଷା କବିତା ଆସର ଅନୁଷ୍ଠିତ ହୋଇଥିଲା। କୁଇ ସମାଜ ଯୁବ ପରିଷଦର ନିର୍ବାଚନ କରାଯାଇ ନୂତନ କର୍ମକର୍ତା ଚୟନ କରାଯାଇଥିଲା। ସର୍ବସମ୍ମତି କ୍ରମେ ଦେବାଶିଷ କହଁରଙ୍କୁ ସଭାପତି ଭାବେ ଚୟନ କରାଯାଇଥିବା ବେଳେ ଉପସଭାପତି ଭାବେ ଭୀମସେନ ପ୍ରଧାନ, ମଙ୍ଗରାଜ ପ୍ରଧାନ ଓ ଆଲୋକକହଁର ସାଧାରଣ ସମ୍ପାଦକ ଭାବେ ଅଚ୍ୟୁତ ଜାନୀ, ଯୁଗ୍ମସମ୍ପାଦକ ଭାବେ ଗୌତମ ମଲିକ, ବିଶ୍ୱମ୍ବର ପ୍ରଧାନ, ନିତ୍ୟାନନ୍ଦ ପ୍ରଧାନ, କୋଷାଧ୍ୟକ୍ଷ ଭାବେ ଗଗନ କହଁର ସହ କୋଷାଧ୍ୟକ୍ଷ ଭାବେ ଭାବିନ୍ଦ୍ର କହଁରଙ୍କୁ ନିର୍ବାଚିତ କରାଯାଇଥିଲା। ସମସ୍ତ ନିର୍ବାଚିତ କର୍ମକର୍ତା ଟାଡିସରୁ ବାଇ ବାବାଙ୍କ ଆର୍ଶିବାଦ  ଲାଭ କରିଥିଲେ।ଶେଷରେ କୁଇ ସମାଜ ଯୁବ ପରିଷଦର ସଭାପତିଙ୍କ ଦ୍ୱାରା ଧନ୍ୟବାଦ ଅର୍ପଣ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026

You Might Also Like