-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବାଇକ ଓ ସାଇକଲ ମଧ୍ୟରେ ଦୁର୍ଘଟଣା,୨ଆହତ,ଜଣେ ବୁର୍ଲା ସ୍ଥାନାନ୍ତରିତ

30-Nov-2025



ବିନିକା(ହିଂମାଶୁ ଶେଖର ପୁଟେଲ)ଆଜି ସନ୍ଧ୍ୟା ସମୟରେ ବିନିକା-ସୋନେପୁର ମୁଖ୍ୟ ରାସ୍ତାର ଫୁଲମୁଠି ଛକ ନିକଟ ମାରୱାଡ଼ିଗୁଠ ଠାରେ ସାଇକଲ ଓ ବାଇକ ମଧ୍ୟର ଦୁର୍ଘଟଣା ଘଟିବାରୁ ଜଣେ ଗୁରୁତର ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି ।ମିଳିଥିବା ଖବର ଅନୁସାରେ ଫୁଲମୁଠି ଗ୍ରାମର ଗଦାଧର ପୁଟେଲ ଓ ତାଙ୍କ ଧର୍ମପତ୍ନୀ ରୁକ୍କୁଣୀ ପୁଟେଲ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ଆଗରେ ଶଙ୍କରା ଗ୍ରାମର ଜୟରାମ ପାଣ୍ଡେ ସାଇକଲ ଯୋଗେ ଆସୁଥିଲେ ।ସାଇକଲଟି ଏପଟ ସେପଟ ହେବାରୁ ବାଇକ ଭାରସାମ୍ୟ ହରାଇ ସାଇକଲରେ ପିଟି ହୋଇଯାଇଥିଲା ଫଳରେ ବାଇକ ଆରୋହୀଙ୍କ ମୁହିଁ ରାସ୍ତାରେ ବାଡ଼େଇ ହୋଇ ନାକରୁ ରକ୍ତସ୍ରାବ ହୋଇଥିଲା ।ତାଙ୍କ ଧର୍ମପତ୍ନୀ ଓ ସାଇକଲ ଆରୋହୀ ସାମାନ୍ୟ ଆହତ ହୋଇଥିଲେ ।ଉଭୟଙ୍କୁ ତ୍ୱରିତ ବିନିକା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।ଗଦାଧରଙ୍କ ନାକ ଓ କାନରୁ ରକ୍ତ ବାହାରୁଥିବା ଏବଂ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥବା ବେଳେ ତାଙ୍କ ଧର୍ମପତ୍ନୀ ରୁକ୍କୁନୀ ଓ ସାଇକଲ ଆରୋହୀ  ଜୟରାମ ବିନିକା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like