-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||     

HOME   ଜିଲ୍ଲା

ଜାତୀୟ ଯୁବ ଉତ୍ସବ ୨୦୨୬ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରତିଯୋଗୀତା

30-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜାତୀୟ ଯୁବ ଉତ୍ସବ ୨୦୨୬ ପାଳନ ପରିପ୍ରେକ୍ଷୀରେ ଜିଲ୍ଲା ସ୍ତରରୁ ରାଜ୍ୟ ସ୍ତରକୁ ପ୍ରତିଯୋଗୀ ପଠାଇବା ନିମନ୍ତେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀମତୀ ଅଞ୍ଜଳିନା ପ୍ରଧାନଙ୍କ ପୌରାହିତ୍ୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାସ୍ତରୀୟ ପ୍ରତିଯୋଗୀତା ଆସନ୍ତା ୦୪.୧୨.୨୦୨୫ ରିଖ ଆୟୋଜନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ପ୍ରତିଯୋଗିତାରେ ଭାଗ ନେବା ପାଇଁ ପ୍ରତିଯୋଗୀ ଉକ୍ତ ଦିନ ସକାଳ ୮.୦୦ ରୁ ୧୦.୦୦ ଘଟିକା ମଧ୍ୟରେ ନିଜର ନାମ ପଞ୍ଜିକରଣ କରାଇପାରିବେ। ପ୍ରତିଯୋଗିତାରେ ଅଂଶ ଗ୍ରହଣ ପାଇଁ ଆବଶ୍ୟକୀୟ ବୟସ ୧୫ ରୁ ୨୯ ବର୍ଷ ହୋଇଥିବା ବେଳେ ବ୍ୟକ୍ତି ଗତ ତଥା ଦଳଗତ ବର୍ଗରେ ବିଭିନ୍ନ ସାତ ଗୋଟି ପ୍ରତିଯୋଗିତା ଆୟୋଜିତ କରାଯିବ।  ପ୍ରତିଯୋଗୀତା ବର୍ଗରେ ଦଳଗତ ଲୋକନୃତ୍ୟ : ୬ ରୁ ୧୦ ଜଣ (Live)  ୩ ଜଣ ସହାୟକଙ୍କ ସହ, ସେହିପରି ଦଳଗତ ଲୋକ ସଙ୍ଗୀତ  ବର୍ଗରେ ୬ ରୁ ୧୦ ଜଣ ( ୩ ଜଣ ସହାୟକ),ବ୍ୟକ୍ତିଗତ ବର୍ଗ ଚିତ୍ରକଳାରେ ୧ ଜଣ, ଔପଚାରିକ ବକ୍ତୃତାରେ ୧ ଜଣ (ଓଡିଆ/ ହିନ୍ଦୀ /ଇଂରାଜୀ ), ପଦ୍ୟ ଲିଖନ ପ୍ରତିଯୋଗିତାରେ ୧ ଜଣ (ଓଡିଆ/ ହିନ୍ଦୀ / ଇଂରାଜୀ) ନିମନ୍ତେ ଅଂଶ ଗ୍ରହଣ କରିପାରିବେ। ପୁନଶ୍ଚ ଆୟୋଜିତ ବିଜ୍ଞାନ ମେଳା ପ୍ରତିଯୋଗିତା ନିମନ୍ତେ ସରକାରୀ ତଥା ବେସରକାରୀ ଶିକ୍ଷାନୁଷ୍ଠାନ ଉଭୟରୁ ଅଂଶ ଗ୍ରହଣର ସୁଯୋଗ ରହିଥିବା ବେଳେ  ଗଳ୍ପ ଲିଖନ ପ୍ରତିଯୋଗିତା ବ୍ୟକ୍ତିଗତ ବର୍ଗ ନିମନ୍ତେ କେବଳ ୧ ଜଣ ପ୍ରତିଯୋଗୀ ଭାଗ ନେଇପାରିବେ। ପ୍ରତିଯୋଗୀ ନିଜର ବୟସ ପ୍ରମାଣ ନିମନ୍ତେ ସାଙ୍ଗରେ ଆଧାର କାର୍ଡ ଆଣିବେ। ଯୋଗ୍ୟ ପ୍ରତିଯୋଗୀ ବାଛିବା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତା ଜିଲ୍ଲା ପ୍ରଶାସନ, ସୁବର୍ଣ୍ଣପୁର ଦ୍ୱାରା ଜିଲ୍ଲା ସଂସ୍କୃତି ଭବନ, ସୁବର୍ଣ୍ଣପୁର ଠାରେ ଆୟୋଜନ କରାଯିବ। ଅତ୍ୟଧିକ ବିବରଣୀ ତଥା ଆବଶ୍ୟକ ସୂଚନା ପାଇଁ ଜିଲ୍ଲା କ୍ରିଡା କାର୍ଯ୍ୟାଳୟ ଏବଂ  ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ  ସୁବର୍ଣ୍ଣପୁରକୁ ଯୋଗାଯୋଗ କରିବାକୁ ଜିଲ୍ଲାପ୍ରଶାସନ ତରଫରୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026

You Might Also Like