-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଶହୀଦ ପ୍ରଭାସ ଚନ୍ଦ୍ର ଯୋଶୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ

30-Nov-2025



ବୋଡ଼େନ  (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ତରାପୁର ଗ୍ରାମର ପ୍ରଭାସ ଚନ୍ଦ୍ର ଯୋଶୀ ଦେଶ ମାତୃକା ସେବାରେ ବି ଏସ ଏଫ୍ ଜବାନ ଭାବରେ କାର୍ଯ୍ୟ କରି ଶହୀଦ ହୋଇଯାଇଛନ୍ତି ସତ ହେଲେ ସମସ୍ତଙ୍କ ସ୍ମୃତିରେ ସେ ଆଜି ଅମର।  କ୍ରିକେଟ ଖେଳକୁ ଭାରି ପସନ୍ଦ କରିବା ସହ ଭଲ ଖେଳୁଥିଲେ । ସେ ୧୯୮୨ ମସିହାରେ ତରାପୁର ଗ୍ରାମରେ କ୍ରିକେଟ ଆରମ୍ଭ କରାଇଥିଲେ ।ତାଙ୍କର ଅନେକ ଅବଦାନ ଅଭୁଲା ସ୍ମୃତି ହୋଇ ରହିଯାଇଛି ସମସ୍ତଙ୍କ ହୃଦୟରେ । ତାଙ୍କରି ସ୍ମୃତି ଚାରଣ ନିମିତ୍ତ ଜୟ ପାହାଡ ବୁଢା କ୍ରିକେଟ କ୍ଲବ ତରାପୁର ଦ୍ଵାରା ଆଜି ପ୍ରଭାସ ଚନ୍ଦ୍ର ଯୋଶୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣା ମେଣ୍ଟ ଉଦଘାଟନ ହୋଇଯାଇଛି ।ଉଦଘାଟନୀ ଉତ୍ସବରେ ପ୍ରଧାନ ଶିକ୍ଷକ ଅଙ୍କନ ସିଂ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୀର ଜବାନଙ୍କ ଗୁଣ ଗାନ କରିଥିବାବେଳେ ଶୁଭମ ଯୋଶୀ ମଞ୍ଚ ପରିଚାଳନା ଦାୟୀତ୍ୱ ନିର୍ବାହ କରିଥିଲେ,ତାଙ୍କ ସହିତ ସମ୍ମାନିତ ଅତିଥି ରୂପେ ଦୁଆରର୍ଶନି ହାଇ ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ସତ୍ୟପୀର ପଣ୍ଡା,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋଲକ ଚନ୍ଦ୍ର ତ୍ରିପାଠୀ,କ୍ରୀଡା ଶିକ୍ଷକ ଗଣେଶ ଚନ୍ଦ୍ର ଯୋଶୀ,କ୍ରୀଡା ଶିକ୍ଷକ ପରମେଶ୍ବର ପଣ୍ଡା,ଶିକ୍ଷକ ମାଧବ ବାଗ,ସି ଆର ସି ସି ଶୁଭେନ୍ଦୁ ଯୋଶୀ,ଜିଲ୍ଲା ରିପୋର୍ଟର ରାମନାଥ ପଣ୍ଡା ଓ ବିଶିକେଶନ ପଣ୍ଡା,ଶିକ୍ଷକ ଅରବିନ୍ଦ ପଣ୍ଡା,ୱାର୍ଡ ମେମ୍ବର ଅବନୀ ରଞ୍ଜନ ଯୋଶୀ, ପ୍ରମୁଖ ମଞ୍ଚାଶିନ ଥିଲେ । ଗ୍ରାମର ପୂର୍ବତନ କ୍ରିକେଟ୍ ଖେଳାଳି ମାନଙ୍କୁ ଆଜି ସମ୍ବର୍ଦ୍ଧିତ କରାଯାଇଛି ।ଉଦଘାଟନୀ ମ୍ୟାଚଟି ଖାସବାହାଲ ଓ ବିରିଘାଟ କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଖାସବାହାଲ କ୍ରିକେଟ ଦଳ ନିର୍ଦ୍ଧାରିତ ୧୨ ଓଭରରେ ବ୍ୟାଟ୍ସମ୍ୟାନ୍ ଜ୍ୟୋତିଙ୍କ ୩୯ ବଳରେ ୧୨୩ ରନ ସହାୟତାରେ ୪ ୱିକେଟ ବିନିମୟରେ ୧୭୯ ରନ କରିଥିବାବେଳେ ବିପକ୍ଷ ଦଳ ବିରୀଘାଟ ୯ ୱିକେଟ ବିନିମୟରେ ୧୫୨ ରନ ସଂଗ୍ରହ କରି ୨୭ ରନ ରେ ପରାଜିତ ହୋଇଥିଲା । ଅମ୍ପାୟାର ରୂପେ ଭୂମେଶ ଶବର ଓ ଅମିୟ ପାଣିଗ୍ରାହୀ ତଥା ଖେଳର ଧାରା ବିବରଣୀ ଚୁଲ ଶବର ସମ୍ଭାଳିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like