-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ଚେସ୍ ପ୍ରତିଯୋଗିତା, ପଶ୍ଚିମ ଓଡ଼ିଶାରୁ ୧୦୨ ପ୍ରତିଯୋଗୀ

30-Nov-2025



କଣ୍ଟାବାଞ୍ଜି(ମୋହନ ସୁନା): ସ୍ଥାନୀୟ ଜିଆର ପେଲେସ ଠାରେ ଦୁଇ ଦିନିଆ ୫ମ ଚେସ ଟୁର୍ଣ୍ଣାମେଣ୍ଟ ଆୟୋଜନ ହେଉଛି । ପ୍ରଥମ ଦିନ ଆଜି ଉଦଘାଟନ ଉତ୍ସବରେ ମୂଖ୍ୟ ଆରବିଟର  ଆଇଏ ଭବେଶ ମହାନ୍ତି , ଡେ଼ପୁଟି ଚିପ ଆରବିଟର ଏଫଏ ବିଘ୍ନେସର ଯୋଶୀ, ଆରବିଟର ଏସଏନଏ କ୍ଷୀରୋଦ କୁମାର ଦଳାଇ ସଭାପତି ଦେବେନ୍ଦ୍ର ଯୋଶୀ, ସମ୍ପାଦକ ମଛିନ୍ଦ୍ର ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ରହି ଆଜିର ଏହି ଚେସ ଟୁର୍ଣ୍ଣାମେଣ୍ଟ କୁ ଉଦଘାଟନ କରିଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ ପଶ୍ଚିମ ଓଡିଶାର ଅନେକ ଚେସ ପ୍ରେମୀ ଯୋଗ ଦେଇଥିବା ବେଳେ ବଲାଙ୍ଗୀର ଜିଲ୍ଲା ସହ ବରଗଡ଼, କଳାହାଣ୍ଡି, ନୂଆପଡା , ଝାରସୁଗୁଡା ଭଳି ଜିଲ୍ଲା ରୁ ଖେଳାଳି ମାନେ ସାମିଲ ରହିଥିଲେ । ୪ଟି ରାଉଣ୍ଡରେ ୧୦୨ ଜଣ ଖେଳାଳି ପ୍ରଥମ ଦିନରେ ଯୋଗ ଦେଇ ଖେଳିଛନ୍ତି । ତେବେ ଆସନ୍ତା କାଲି ମଧ୍ୟ ଖେଳାଳି ମାନେ ଚେସ ଖେଳିବା ପରେ ଏଥିରେ କୃତି ହୋଇଥିବା ବିଭିନ୍ନ ଗ୍ରୁପର ଖେଳାଳି ମାନଙ୍କୁ ମାନ ପତ୍ର ଓ ଟ୍ରଫି ଦିଆଯିବ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି । ଚେସ ଏସୋସିଏସନ ର ସମସ୍ତ କର୍ମକର୍ତ୍ତା ଏଥିରେ ସାମିଲ ରହି ସହଯୋଗ କରୁଛନ୍ତି । ଏଥିରେ କଂଟାବାଞ୍ଜି ଚେସ୍ ଏସୋସିଏସନର ସଭାପତି ଦେବେନ୍ଦ୍ର ଯୋଶୀ, ସଂପାଦକ ମଛିନ୍ଦ୍ର ନାରାୟଣ ବେହେରା, କାର୍ଯ୍ୟକାରୀ ସଭାପତି ଦେବ କୁମାର ମହାନ୍ତି, ମୁଖ୍ୟ ଉପଦେଷ୍ଟା ସୁକଦେବ ମହାନ୍ତି, ଉପ ଉପଦେଷ୍ଟା ଚିନ୍ମୟ କୁମାର ଯୋଷୀ, କୋଷାଧକ୍ଷ ପ୍ରଶାନ୍ତ କୁମାର ପାଢୀ, ଉପସଭାପତି ବିନୟ କୁମାର ବେହେରା, ବିକାଶ ମେହେର, ସହ ସଂପାଦକ ଭବାନୀ ପ୍ରସାଦ ମେହେର, ନବୀନ ଦୀପ, ଉପଦେଷ୍ଟା କମିଟିର ସଦସ୍ୟ ଧର୍ମୁ ବାଗ, ଅରବିନ୍ଦ ଚନ୍ଦନ, ଗଣେଶ ଚିନାଗୁଣ, ତନ୍ମୟ ଦାସ, ପ୍ରିତିଶ ମହାନ୍ତି ରହିଥିବା ବେଲେ ଅରୁନ ମହାର, କୁନୁ ଚନ୍ଦନ, ସୁକ୍ରୁ ପୁଟେଲ, ପିଂଟୁ ସୁନା, ଶିବ ଦାସ, ଆଇନ ପରାମର୍ଶ ଦାତା ବିବେକ ଶର୍ମା, ମିଡିଆ ମ୍ୟାନେଜର ଭାବେ ସମ୍ବାଦ ପ୍ରତିନିଧି ପୁଷ୍ପକେତୁ ବେହେରା ରହି ସହଯୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like