-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

*ନାଟର ଦ୍ଵିବାର୍ଷିକ ସାଧାରଣ ପରିଷଦ ବୈଠକ ଓ କମକର୍ତ୍ତା ନିର୍ବାଚନ ଅନୁଷ୍ଠିତ*- *ପ୍ରଦ୍ୟୁମ୍ନ କାର୍ଯ୍ୟକାରୀ ଅଧ୍ୟକ୍ଷ ,ବନମାଳି ସାଧାରଣ ସଂପାଦକ*

01-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ନାଟକ, ସାହିତ୍ୟ ଓ ସମାଜସେବା ପାଇଁ  ସମର୍ପିତ ସୁବର୍ଣ୍ଣପୁରର ପ୍ରତିଷ୍ଠିତ ଅନୁଷ୍ଠାନ ନୋଡ଼ାଲ ଏସୋସିଏସନ ଫର ଏମେଚ୍ୟୋର୍ ଥିଏଟର (ନାଟ)ର ଦ୍ଵିବାର୍ଷିକ ସାଧାରଣ ପରିଷଦ ବୈଠକ ସ୍ଥାନୀୟ ସରକାରୀ ନର୍ସରୀ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନାଟର ବିଗତ ଦିନ ଗୁଡ଼ିକରେ ଅନୁଷ୍ଠିତ କାର୍ଯ୍ୟକ୍ରମ ବିଷୟରେ ଆଲୋଚ଼ନା ହେବା ସହ ଆଗାମୀ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା । ଗରୀବ ସାଲେମା ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ନାଟ ଅନୁଷ୍ଠାନର ସମ୍ବିଧାନ କ୍ରମେ ରାଷ୍ଟ୍ରୀୟ ନାଟ ସମ୍ମାନରେ ସମ୍ମାନିତ ବିଶିଷ୍ଟ ନାଟ୍ୟକାର ଏବଂ ନିର୍ଦ୍ଦେଶକ ଡ. ଦ୍ଵାରିକାନାଥ ନାୟକ ନାଟର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ  ଶୋଭାମଣ୍ଡନ କରିଥିବା ବେଳେ ପୁଣି ଥରେ ବିଶିଷ୍ଟ ନାଟ୍ୟକାର ଏବଂ ନିର୍ଦ୍ଦେଶକ ପ୍ରଦ୍ୟୁମ୍ନ କୁମାର ସାହୁ ସର୍ବସମ୍ମତି କ୍ରମେ ନାଟର କାର୍ଯ୍ୟକାରୀ ଅଧ୍ୟକ୍ଷ ଏବଂ ବିଶିଷ୍ଟ ସଂଗଠକ ବନମାଳି ପଣ୍ଡା ସାଧାରଣ ସମ୍ପାଦକ  ଭାବେ ମନୋନୀତ ହୋଇଛନ୍ତି । ଠିକ ସେହିପରି ଶୈଳେନ୍ଦ୍ର ବସ୍ତିଆ ଉପସଭାପତି, ସଂସ୍କୃତି ସଂପାଦକ ଅବିନାଶ ହୋତା, ସାହିତ୍ୟ ସମ୍ପାଦକ ଲକ୍ଷ୍ମୀନାରାୟଣ ସାହୁ, ସମାଜସେବା ସମ୍ପାଦକ ସଞ୍ଜୟ କୁମାର ପଣ୍ଡା, କୋଷାଧକ୍ଷ ଜ୍ୟୋତି ବିକାଶ ମିଶ୍ର ଏବଂ କାର୍ଯ୍ୟକାରୀ ସମିତି ସଦସ୍ୟ ଭାବେ ଅଜିତ କୁମାର ମେହେର, ଗତିକୃଷ୍ଣ ବଣିଆଁ, ଅମୀୟ ରଞ୍ଜନ ଦାଶ, ସନ୍ତୋଷ କୁମାର ମିଶ୍ର ଏବଂ ବିଶ୍ଵଜିତ ମହାପାତ୍ର ମନୋନୀତ ହୋଇଛନ୍ତି ।

ସଂସ୍କୃତି କୋର କମିଟିରେ କାର୍ଯ୍ୟକାରୀ ସମିତି ପ୍ରତିନିଧି ଭାବେ ଅମୀୟ ରଞ୍ଜନ ଦାଶ ଥିବା ବେଳେ ସଦସ୍ୟ ଭାବେ ଚିନ୍ମୟ ରଥ, ସମୀର ସାହୁ, ଦେବାଶିଷ ପଟ୍ଟନାୟକ ଏବଂ ସୌମ୍ୟକାନ୍ତ ମିଶ୍ର ମନୋନୀତ ହୋଇଛନ୍ତି । ସାହିତ୍ୟ କୋର କମିଟିରେ କାର୍ଯ୍ୟକାରୀ ସମିତି ପ୍ରତିନିଧି ଭାବେ ପ୍ରଦ୍ୟୁମ୍ନ କୁମାର ସାହୁ ଥିବା ବେଳେ ସଦସ୍ୟ ଭାବେ ରେଖା ପ୍ରଧାନ, ରାଜ ନାରାୟଣ ମିଶ୍ର ଏବଂ ଶିବରାମ ମିଶ୍ର ମନୋନୀତ ହୋଇଛନ୍ତି । ସମାଜସେବା କୋର କମିଟିରେ ସ୍ଥ।ୟୀ ସଦସ୍ୟ ଭାବେ ପ୍ରଦ୍ୟୁମ୍ନ କୁମାର ସାହୁ, କାର୍ଯ୍ୟକାରୀ ସମିତି ପ୍ରତିନିଧି ଭାବେ ଅଜିତ କୁମାର ମେହେର ଥିବା ବେଳେ ସଦସ୍ୟ ଭାବେ ସବିତା ସାହୁ, ଶୈବାଳୀ ଦାଶ, ମହେଶ ରଞ୍ଜନ ପୁରୋହିତ ଏବଂ ପ୍ରମୋଦ କୁମାର ପାତ୍ର ମନୋନୀତ ହୋଇଛନ୍ତି । ସମାଜସେବା କୋର କମିଟିର କାର୍ଯ୍ୟକାରୀ ଆବାହିକା ଭାବେ ପ୍ରଜ୍ଞା ପରିମିତା ଦାଶ ମନୋନୀତ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like