-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

*କୁଶୁର୍ଲା କପ ୨୦୨୫ ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ*- *ରଜାପଡା ଦଳ ଚମ୍ପିୟାନ*-

01-Dec-2025



(ମନୋରଞ୍ଜନ ତ୍ରିପାଠୀ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା  ହରଗୌରୀ ଯୁବକ ସଂଘ ପକ୍ଷରୁ କୁଶୁର୍ଲା କପ ୨୦୨୫  ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି।ଏହି ଅବସରରେ ରଜାପଡା ଓ ଟକର୍ଲା ମଧ୍ୟ ରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏଥିରେ ନିର୍ଦ୍ଧାରିତ ସମୟରେ ଉଭୟ ଦଳ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ପରେ ଟ୍ରାଏବାଇକର ସହଯୋଗ ରେ ରଜାପଡା ଦଳ ୩/୨ ଗୋଲ ରେ  ଚମ୍ପିୟାନ ହୋଇଥିଲା। ପୁରସ୍କାର ବିତରଣ ସଭା ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡକ୍ଟର ନୃପରାଜ୍  ସାହୁ,ସୁବର୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ,ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି, ଜୋରାଡ଼ବରା ପଞ୍ଚାୟତ ସରପଞ୍ଚ ଖିତିସୁତା ସାହୁ,ମେରା ଯୁବ ଭାରତ କଳାହାଣ୍ଡି ର ଜିଲ୍ଲା ସଂଯୋଜକ ପ୍ରସନ୍ନ କୁମାର ମେହେର ,ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢ଼ୀ,ବୈଦ୍ୟନାଥ ବେହେରା, ବଦ୍ରୀ ନାଥ ପାତ୍ର ପ୍ରମୁଖ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରି ଖେଳ ରେ ହାର ଜିତ ଗୋଟେ ମୁଦ୍ରା ର ଉଭୟ ପାର୍ଶ୍ଵ, ତେଣୁ ଖେଲୁଆଡ ମନୋଭାବ ନେଇ ଆଗକୁ ବଢ଼ିବାକୁ ପରାମର୍ଶ କରି ଥିଲେ l ଓ ବିଭିନ୍ନ ପ୍ରତିଯୋଗିତାରେ କୃତ କାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହ  ଫୁଟବଲ ମ୍ୟାଚ ର ବିଜେତା ଓ ଉପବିଜେତା ଦଳ କୁ ଟ୍ରଫି ସହିତ ନଗଦ  ଅର୍ଥ ରାଶୀ ପ୍ରଦାନ କରିଥିଲେ। ପୁରସ୍କାର ବିତରଣ ସଭା କୁ ଯୁଗଳ ନାଗ ଓ ସନ୍ତୋଷ ସୁନା ସଂଯୋଜନା କରିଥିଲେ। ତେବେ ଭାରତ ସରକାର ଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଅଧିନସ୍ଥ ମୋ ଭାରତ କଳାହାଣ୍ଡି ଶାଖା ସହାୟତା ଗତ ରବିବାର ଠାରୁ ହରଗୌରୀ ଯୁବକ ସଂଘ ଦ୍ବାରା  ବିଭିନ୍ନ ଖେଳ ପ୍ରତିଯୋଗିତା ଆୟୋଜନ କରିଥିଲେ। ହରଗୌରୀ ଯୁବକ ସଂଘ ସଭାପତି ଯୋଗେଶ ଚନ୍ଦ୍ର ଜାନୀ, ସମ୍ପାଦକ ସନ୍ତୋଷ ରଣା, ସ୍ବେଚ୍ଛାସେବୀ ସନତ କୁମାର ସାହୁ ଙ୍କ ସମେତ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ  I


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like