-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ବିନିକା:ଏଡ଼ସ ଦମନ ପାଇଁ ସଂକଳ୍ପ ନେଲେ ୩ଟି କଲେଜ ର ଛାତ୍ରଛାତ୍ରୀ

01-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଆଜି ବିଶ୍ୱ ଏଡ଼ସ ଦିବସ ପାଳନ ପରିପ୍ରେକ୍ଷୀରେ ବିନିକା ସ୍ଥିତ ୩ଟି କଲେଜର ଛାତ୍ରଛାତ୍ରୀ ମାନେ ମାରାତ୍ମକ ରୋଗ ଏଡ଼ସ ଦମନ ପାଇଁ ସଂକଳ୍ପ ନେଇଥିବା ଜଣାପଡିଛି ।ଏହି ପରିପ୍ରେକ୍ଷୀରେ ସିଦ୍ଧାର୍ଥ ଡିଗ୍ରୀ କଲେଜ ଠାରେ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଅକ୍ରୁର ହୋତା ମୁଖ୍ୟ ଅତିଥି,ବରିଷ୍ଟ ଚିକିତ୍ସା ପରିଦର୍ଶକ ସନ୍ତୋଷ କୁମାର ବିଶି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏଡ଼ସ ରୋଗର କାରଣ ଓ ନିରାକରଣ ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏଡ଼ସ ଉପରେ ରଚନା,ବକୃତା ଓ କୁଇଜ ପ୍ରତିଯୋଗୀତା ହୋଇଥିଲା କାର୍ଯ୍ୟକ୍ରମକୁ ଯୁବ ରେଡକ୍ରସ ଜିଲ୍ଲା ସଂଯୋଜକ ବିଶ୍ଵନାଥ ମିଶ୍ର ପରିଚାଳନା କରିଥିଲେ ।ଶେଷରେ ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ଧନ୍ୟବାଦ ଅର୍ପଣ କରିଥିଲେ।ସେହିପରି ବିନିକା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପିକା ବୈଜୟନ୍ତୀ ସାହୁଙ୍କ ନେତୃତ୍ୱରେ ଛାତ୍ରୀ ମାନେ ପ୍ଲା କାର୍ଡ ଧରି ଶୋଭାଯାତ୍ରାରେ ସହର ପରିକ୍ରମା କରି ଲୋକଙ୍କୁ ଏଡ଼ସ ଉପରେ ସଚେତନ କରିଥିଲେ।ପରେ ଅଧ୍ୟକ୍ଷ ପଞ୍ଚାନନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଓଡ଼ିଆ ଅଧ୍ୟାପକ ଅଶୋକ ବିଶି,ଶିକ୍ଷା ବିଭାଗ ଅଧ୍ୟାପକ ସବ୍ୟସାଚି ଦନ୍ତା,ଗୃହ ବିଜ୍ଞାନ ଅଧ୍ୟାପିକା ବୈଜୟନ୍ତୀ ସାହୁ,ଇତିହାସ ଅଧ୍ୟାପିକା ସଂଗୀତା ପୁରୋହିତ ପ୍ରମୁଖ ଅତିଥି ଭାବେ ଯୋଗଦେଇ ମାରାତ୍ମକ ରୋଗ ଏଡ଼ସର କାରଣ,ଭୟାବହତା ଓ ସଚେତନତା ଉପରେ ବକ୍ତବ୍ୟ ରଖିଥିଲେ।ଅନ୍ୟ ପକ୍ଷରେ ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଧ୍ୟ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଯାଇଛି ।ପ୍ରାରମ୍ଭରେ କଲେଜର ଛାତ୍ରଛାତ୍ରୀ ମାନେ ଶୋଭାଯାତ୍ରାରେ ଯାଇ ଲୋକଙ୍କୁ ସଚେତନ କରିଥିଲେ।ପରେ ବିଦ୍ୟାଳୟ ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଟିତ ସଭାରେ ସୁବର୍ଣ୍ଣପୁର ଜିଲ୍ଲା ରେଡକ୍ରସ ସଂଯୋଜକ ବିଶ୍ଵନାଥ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂଯମତା ରାକ୍ଷସ କଲେ ଏଡ଼ସ ଭଳି ମାରାତ୍ମକ ରୋଗର ମୁକାବିଲା କରିହେବ ବୋଲି ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ ।

ଏଥିରେ ସମ୍ମାନିତ ଅତିଥି ଭାବେ ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ରୋହିତ ଧରୁଆ,ଖେଲ ଶିକ୍ଷକ ନାରାୟଣ ଚୌଧୁରୀ ଯୋଗଦେଇ ଏଡ଼ସ ଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ ।ଏହି ଅବସରରେ କଲେଜ ତରଫରୁ ଅନୁଷ୍ଟିତ ବିଭିନ୍ନ ପ୍ରତିଯୋଗିତାରେ ଛାତ୍ରଛାତ୍ରୀ ମାନେ ଭାଗନେଇ ତାଙ୍କର ପ୍ରତିଭା ପ୍ରଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like