-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଶ୍ରମିକଙ୍କୁ ନେଇ ଯାଉଥିଲା ଭ୍ୟାନ; ବାର୍‌ହାକୁ ଧକ୍କା ଦେଇ ଓଲଟି ପଡ଼ିଲା

01-Feb-2021



ସୁନ୍ଦରଗଡ଼(ପ୍ରେରଣା ଖବର): ସୁନ୍ଦରଗଡ଼ ହେମଗିରି ଥାନା କନିକା ନିକଟରେ ଏକ ସଡକ ଦୁର୍ଘଟଣା ଘଟି ୧୬ ଜଣ ଆହତ ହୋଇଛନ୍ତି। ଗାଡିଟି ଦ୍ରୁତ ଗତିରେ ଯାଉଥିବାବେଳେ ଏକ ବାର୍‌ହାକୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଅଛି।

ପିକଅପ୍‌ ଭ୍ୟାନ୍‌ଟି ୧୬ ଜଣ ଶ୍ରମିକଙ୍କୁ ନେଇ ଯାଉଥିଲା। ଭ୍ୟାନଟି ଯାଉଥିବାବେଳେ ଏକ ବାର୍‌ହା ରାସ୍ତା ଉପରକୁ ଚାଲି ଆସିଲା। ଫଳରେ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ବାର୍‌ହାକୁ ଧକ୍କା ଦବେ ସହ ତଳକୁ ଓଲଟି ପଡ଼ିଥିଲା।  ଦୁର୍ଘଟଣାରେ ୧୬ ଜଣ ଶ୍ରମିକ ଆହତ ହୋଇଥିବାବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ଅଛି।  ସମସ୍ତ ଆହତଙ୍କୁ ହେମଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଅନ୍ୟପକ୍ଷେ ଭ୍ୟାନ ଧକ୍କାରେ ବାର୍‌ହାରଟିର ମୃତ୍ୟୁ ଘଟିଛି।
ଏଠି କହିରଖିବୁ, ଗତକାଲି ବିଳମ୍ବିତ ରାତିରେ  କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ପିକ୍ ଅପ୍ ଭ୍ୟାନ ଓଲଟି ପଡ଼ିବାରୁ ୯ ଜଣଙ୍କ ମୃତ୍ୟୁ ଘଟିଥିଲା। ୧୩ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ଗୁରୁତର ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like