-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

*ଓଡ଼ିଶା ସଂସ୍କୃତି ଓ କଳା ପରିଷଦ ର ସୁବର୍ଣ୍ଣପୁର ଜିଲ୍ଲା ଶାଖା ଉଦ୍ଘାଟିତ*

01-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର କୁଲପଡ଼ା ଠାରେ ସଂସ୍କୃତି ଓ କଳା ପରିଷଦ ଓଡିଶା ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ଶାଖାର ନୂତନ କାର୍ଯ୍ୟାଳୟକୁ କଳା ପରିଷଦର ରାଜ୍ୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀଧର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଛନ୍ତି l ଏହି କାର୍ଯ୍ୟକ୍ରମ ଜିଲ୍ଲା ସଭାପତି ତଥା ବିଶିଷ୍ଠ ଗୋସେବକ ପବନ କୁମାର ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ସମ୍ପାଦକ ପଣ୍ଡିତ ଶ୍ରୀ ବିଶେଶ୍ୱର ପାଣିଗ୍ରାହୀ ପରିଚୟ ପ୍ରଦାନ, ଉପଦେଷ୍ଟା ପ୍ରମୋଦ କୁମାର ଚାନ୍ଦ, ଭାବଗ୍ରାହୀ ମିଶ୍ର, ପ୍ରଫୁଲ୍ଲ କୁମାର ମିଶ୍ର, ଉପ ସଭାପତି ସନ୍ତୋଷ କୁମାର ଚାନ୍ଦ ସହ -ସମ୍ପାଦିକା ରିନା ମହଲା, ସଙ୍ଗଠନ ସମ୍ପାଦକ ରଘୁମଣି ସାହୁ, କୋଷାଧ୍ୟକ୍ଷ ଅଜୟ ଅଗ୍ରୱାଲ, ଆଇନ ପରାମର୍ଶଦାତା ଭିକାରୀ ଝାଙ୍କର, ଭଗବତୀ ରାୟଗୁରୁ, ରାକ୍ଷୀ ଅଗ୍ରୱାଲ, ଆରତୀ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିବାବେଳେ ସମସ୍ତ ବ୍ଲକର କାର୍ଯ୍ୟକର୍ତ୍ତା ମାନେ ସହଯୋଗ କରିଥିଲେ l ଆସନ୍ତା ଜାନୁଆରୀ ୨୬ ତାରିଖ ଦିନ ନୂତନ ଭାବେ ପୁନଃରୁଦ୍ଧାର  କରାଯାଇଥିବା ଶ୍ରୀ ଗୋପାଳ କାମଧେନୁ ଗୋସେବା କେନ୍ଦ୍ରର ଗୋ ଯଂଜ୍ଞ ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନିଆଯାଇ ପରିଷଦର ମୁଖ୍ୟ ପୃଷ୍ଠପୋଷକ ଡ଼ଃ. ପ୍ରଭାତ ରଂଜନ ବିଶ୍ୱାଳଙ୍କୁ ମୁଖ୍ୟ ଅତିଥି ଭାବେ ଏବେ ରାଜ୍ୟ ଅଧ୍ୟକ୍ଷ ଲକ୍ଷ୍ମୀଧର ସାହୁ ସ୍ୱତନ୍ତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେବାପାଇଁ କମିଟି ତଥା ସର୍ବସାଧାରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା l ଏଥିପାଇଁ ଭାଗବତ ଟୁଙ୍ଗି, ଗୋସେବା କେନ୍ଦ୍ର, କଳାକାର ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ପାଇଁ ସଭାପତି ପବନ କୁମାର ଅଗ୍ରୱାଲ ଓ ସମ୍ପାଦକ ପଣ୍ଡିତ ବିଶେଶ୍ୱର ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ୫  ଜଣିଆ ଟିମ ଆସନ୍ତା ୪ ତାରିଖ ଦିନ କଟକ ମୁଖ୍ୟ କାର୍ଯ୍ୟାଳୟ ଠାରେ ସାକ୍ଷାତ କରି ଆଲୋଚନା କରିବେ ବୋଲି ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like