-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଡ଼ସ ସଚେତନତା ଶୋଭାଯାତ୍ରା ଓ ସ୍ଵେଛାକୃତ ରକ୍ତଦାନ*

01-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ତାଲିମ ଗୃହଠାରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆଜି ୧୦ ଟା ବେଳେ ଜିଲ୍ଲାପାଳ ଡ଼କ୍ଟର ନୃପରାଜ ସାହୁଙ୍କ ଅଧ୍ୟକ୍ଷତା ରେ ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଏକ ବିଶାଳ ଏଡ଼ସ ସଚେତନତା ଶୋଭାଯାତ୍ରା ଓ ସ୍ଵେଛାକୃତ ରକ୍ତଦାନ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାର ବିଭିନ୍ନ କଲେଜରୁ ଆସିଥିବା ପାଖାପାଖି ୫୦୦ ଜଣ ଛାତ୍ରଛାତ୍ରୀ, ଆଶା, ଅଙ୍ଗନବାଡି କର୍ମଚାରୀ, ସ୍ବେଛାସେବୀ, ସମେତ ସହର ସାଧାରଣ ଜନତା ଅଂଶଗ୍ରହଣ କରିଥିଲେ । ଜିଲ୍ଲାପାଳ ସବୁଜ ପତାକା ଦେଖେଇ ଉଭୟ କାର୍ଯ୍ୟକ୍ରମ କୁ  ଶୁଭାରମ୍ଭ କରିଥିଲେ । ଶୋଭାଯାତ୍ରରେ ସଚେତନତା ବାର୍ତା ସହ ଲିଫ ଲେଟ୍ ବଣ୍ଟନ କରାଯାଇଥିଲା ଏବଂ ବିଜୁ ପଟ୍ଟନାୟକ ଛକରେ ସୁବର୍ଣ୍ଣପୁର ନର୍ସିଙ୍ଗ କଲେଜ ଛାତ୍ରୀ ମାନଙ୍କ ଦ୍ୱାରା ସଚେତନ ପାଇଁ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା । ଶୋଭାଯାତ୍ରା ପରେ ଜିଲ୍ଲା ତାଲିମ ଗୃହ ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଉଷାରଣୀ ଦାସଙ୍କ ସଭାପତିତ୍ୱ ରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ  ଜିଲ୍ଲାର ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡା. ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ମେଡିକାଲ ଅଫିସର ତଥା ମେଡିକାଲ ଅଧିକ୍ଷକ ଡାକ୍ତର ଦୁର୍ଗା ଦତ୍ତ ଦାସ,  ଅତରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଯକ୍ଷ୍ମା ଡା. ପଦ୍ମହଂସା ଦୋରା, ଅତରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (କୁଷ୍ଠ)ଡା. ତ୍ରିବିକ୍ରମ ପାଣ୍ଡିଆ, ସ୍ତ୍ରୀ ଓ ପ୍ରସୂତି ବିଭାଗୀୟ ମୁଖ୍ୟ ଡାକ୍ତର ମାନସ ରଞ୍ଜନ ଦଣ୍ଡ ପାଟ ଙ୍କ ସହିତ ଜିଲ୍ଲାର ସମସ୍ତ ନର୍ସିଂ କଲେଜ, ମହିଳା ମହାବିଦ୍ୟାଳୟ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମସ୍ତ କନ୍ସଲଟାଣ୍ଟ ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ବୃନ୍ଦାବନ ସାହୁ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପରିଚାଳନା କରିଥିଲେ ଓ ସହପରିଚାଳକ  (ଆଶା) ତାରିଣୀ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ସୁଦାମ ପଧାନ, ଜିଲ୍ଲା ସମନ୍ୱିତ ପରାମର୍ଶ ଓ ପରୀକ୍ଷା କେନ୍ଦ୍ରର ଜିଲ୍ଲା ପର୍ଯ୍ୟବେକ୍ଷକ ବିଶ୍ୱ ଏଡ଼ସ ଦିବସର ସମସ୍ତ କାର୍ଯ୍ୟକ୍ରକୁ ସଂଯୋଜନା ଓ ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମ କୁ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ସନ୍ତୋଷ କୁମାର ସାହୁ, ଜ୍ଞାନରଞ୍ଜନ ସାହୁ, ଅନୁପ ରଞ୍ଜନ ଦାଶ, ସୁରେଶ ପ୍ରଧାନ, ମିନାକ୍ଷୀ ସ୍ୱାଇଁ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like