-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ମହାବିଦ୍ୟାଳୟ ରେଡ୍ କ୍ରସ୍ ତରଫରୁ ବିଶ୍ଵ ଏଡ଼ସ ଦିବସ ପାଳିତ*

01-Dec-2025



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ମହାବିଦ୍ୟାଳୟ ର ଯୁବ ରେଡ଼କ୍ରସ ଏବଂ ରେଡ ରିବନ୍ କ୍ଲବ ତରଫରୁ ନବରଙ୍ଗପୁର ମହାବିଦ୍ୟାଳୟ ରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ଉଭୟ ଯୁକ୍ତ ଦୁଇ ଓ ଯୁକ୍ତ ତିନି ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ପ୍ରବନ୍ଧ, ବକ୍ତୃତା ଓ ପୋଷ୍ଟର ପ୍ରତିଯୋଗିତା ଆୟୋଜିତ ହୋଇଥିଲା।ଏଡ଼ସ ଦିବସରେ ଯୁବ ରେଡକ୍ରସ ର ଜିଲ୍ଲା ଆବାହକ  ଅଧ୍ୟାପକ ଶ୍ରୀ ଦିଲ୍ଲୀପ କୁମାର ହୋତା ଏବଂ କଲେଜ ସଂଯୋଜକ ଅଧ୍ୟାପକ ଶମ୍ଭୁ ପ୍ରସାଦ ହୋତା +2 ଏବଂ +3 ଶ୍ରେଣୀସବୁ ରେ ପ୍ରାଥମିକ ଭାବେ ଛାତ୍ର ଛାତ୍ରୀଙ୍କୁ ଏଡସ ବିଷୟରେ ସଚେତନ କରିବା ସହିତ ଆଜି ଦିନର ମହତ୍ତ୍ଵ ବିଷୟରେ ସୂଚନା ଦେଇଥିଲେ । ଦ୍ବିତୀୟ ପର୍ଯ୍ୟାୟରେ ଏଥିନିମନ୍ତେ ଆୟୋଜିତ ସଭା ଉଦଘାଟନ କରି ମୁଖ୍ୟ ଅତିଥି ଯୁବ ରେଡକ୍ରସ ର ଜିଲ୍ଲା ଅଧିକାରୀ ତଥା ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ  ସାମ୍ପ୍ରତିକ ସମୟରେ ଭାରତରେ ଏଡସର ସ୍ଥିତି ଓ ପ୍ରଭାବ ବିଷୟରେ ଆଲୋକପାତ କରିବା ସହ ସଚେତନତା ଦ୍ଵାରା ହିଁ ସମାଜରୁ ଅସମାନତା ଦୁର କରିପାରିବ ବୋଲି କହିଥିଲେ ।  ଜିଲ୍ଲା ଡାକ୍ତରଖାନା ରୁ ସ୍ଵତନ୍ତ୍ର ଭାବେ ନିମନ୍ତ୍ରିତ ଅଧିକାରୀ ସମ୍ମାନିତ ଅତିଥି ତଥା ସମ୍ବଳ ପ୍ରଶିକ୍ଷକ ଶ୍ରୀ ଚନ୍ଦ୍ର ଶେଖର ପଟ୍ଟନାୟକ ଏବଂ ଶ୍ରୀ  ସର୍ବେଶ୍ଵର ବାରିକ ଏଡ଼ସ ରୋଗ ର କାରଣ ଓ ନିରାକରଣ ତଥା ସଚେତନତା ଉପରେ ବିଶଦ ଭାବେ ଆଲୋଚନା କରିଥିଲେ। ପ୍ରାଧ୍ୟାପିକା ଶ୍ରୀମତୀ ସଙ୍ଗୀତା ତ୍ରିପାଠୀ ଛାତ୍ର ଛାତ୍ରୀ ଏକ ପ୍ରମୁଖ ଦାୟିତ୍ୱ ଭାବରେ ଏଡ଼ସ ବିଷୟରେ ଅନ୍ୟ ମାନଙ୍କୁ ସଚେତନ କରିବା ପାଇଁ ଆହ୍ୱାନ ଦେଇଥିଲେ।ଏ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା, ମାନବ ଶୃଙ୍ଖଳ, ଦସ୍ତଖତ ଅଭିଯାନ, କର୍ମଶାଳା ସବୁକୁ ଯୁବ ରେଡକ୍ରସ ଅଧିକାରୀ ଅଧ୍ୟାପିକା ନିର୍ମଳା ହିକକା ଏବଂ ଅଧ୍ୟାପିକା ରଜନୀ ମିଞ୍ଜ ତଥା କର୍ମଚାରୀ ଶ୍ରୀ ରାଜନ୍ ତ୍ରିପାଠୀ ଓ ବନମାଳୀ ବେହେରା ପରିଚାଳନା କରିଥିଲେ।ଜିଲ୍ଳା ଆବାହକ ଅଧ୍ୟାପକ ଦିଲ୍ଲୀପ କୁମାର ହୋତା ଏଡସ  ଦିବସ ପାଳନର ଆବଶ୍ୟକତା ବିଷୟରେ ବକ୍ତବ୍ୟ ଦେବା ସହ ଆଗାମୀ ଦିନରେ ଛାତ୍ର ଛାତ୍ରୀ ନିଜ ନିଜ ଗ୍ରାମରେ  ସଚେତନତା ସୃଷ୍ଟି ପାଇଁ ଆହ୍ୱାନ ଦେଇଥିଲେ। ଏହାପରେ ଯୁବ ରେଡକ୍ରସ ଅଧିକାରୀ ତଥା ଛାତ୍ର ଛାତ୍ରୀ ମାନେ ଏଡ଼ସ ଭୂତାଣୁ ଓ ଏହାର ପ୍ରତିଷେଧକ ଉପରେ ନିଜ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ।ସମଗ୍ର କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ ଛାତ୍ର ସଂସଦ ସହ ଉପଦେଷ୍ଟା ଅଧ୍ୟାପକ  ଶମ୍ଭୁ ପ୍ରସାଦ ହୋତା । ପ୍ରକୃତରେ ଏଡସ ଦିବସ ପାଳନ ଦ୍ୱାରା ଛାତ୍ର ଛାତ୍ରୀଙ୍କ ଭିତରେ ସଚେତନତା ସୃଷ୍ଟି ସହ ଆଗାମୀ ଦିନରେ ଏକ ସଚେତନ ସମାଜ ପ୍ରତିଷ୍ଠା ପାଇଁ ସହାୟକ ହୋଇ ପାରିବ ବୋଲି ଅଧ୍ୟକ୍ଷ ଶ୍ରୀ ରାଓ ମତ ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like