-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

୧୦୦ ରୁ ଉର୍ଦ୍ଧ୍ବ ଲୋକଙ୍କୁ ଦୈନିକ ଦେଉଛନ୍ତି ରୋଜଗାର,ବିଭାଗର ଅଣ ଦେଖା, ପ୍ରୋସ୍ଵହନ ମିଳିଲେ ୫୦୦ ଲୋକଙ୍କୁ ରୋଜଗାର ଦେବା ଲକ୍ଷ୍ୟ

01-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ପନିପରିବା ଚାଷ କରି ଅଂଚଳରେ ଉଦାହରଣ ସୃଷ୍ଟି କରିଛନ୍ତି ବଲାଙ୍ଗୀର ଜିଲ୍ଲା ଆଗଲପୁର(ଡୁଡୁକା) ବ୍ଲକ ବଡ଼ଟିକା ଗାଁ ର ଚାଷୀ ସଞ୍ଜୟ ପଧାନ । ପ୍ରାୟ ୮୦ ଏକର ଜମିରେ ବାଇଗଣ, ଟମାଟୋ, କଲରା, କାକୁଡି, ଲାଉ, କଖାରୁ, ଗେଣ୍ଡୁ ଫୁଲ ଚାଷ ସହିତ ୬ ଏକର ଜମିରେ ଉନ୍ନତମାନର ପିଜୁଳି ଲଗେଇଛନ୍ତି | ଯାହା ବର୍ଷ ସାରା ଅମଳ ଦେଉଛି | ସେ ଯେଉଁ ଚାଷ କରନ୍ତି ୫ ଏକର ରୁ ଉର୍ଦ୍ଧ କରନ୍ତି ସେଥିପାଇଁ ତାଙ୍କୁ ଅଧିକ ଲାଭ ମିଳେ ଓ ସେ ସଫଳ ହୁଅନ୍ତି | ଧାନ ଚାଷ ଠାରୁ ପନିପରିବା ଚାଷ ରୁ ଅଧିକ ଲାଭ ମିଳୁଥିବା ରୁ ସଞ୍ଜୟ ପରିବା ଚାଷ କୁ ବେଶୀ ପ୍ରାଧ୍ୟନ୍ୟ ଦେଉଥିବା କହିଛନ୍ତି | ପ୍ରତିଦିନ ତାଙ୍କ ଠାରୁ ୨ ଟ୍ରକ ପନିପରିବା ବାହାରକୁ ଯାଉଛି | ଏବଂ ଆଗଲପୁର ଓ ଲୋଇସିଂହା ଅଂଚଳ ର ୧୦୦ ଜଣ ପୁରୁଷ ମହିଳା ମିଶି କ୍ଷେତ ରେ କାମ କରି ପରିବାର ପ୍ରତିପୋଷଣ କରୁଛନ୍ତି | ଦାଦନ ପ୍ରବଣ ଅଂଚଳ ହୋଇଥିବା ରୁ କିଛି ଲୋକଙ୍କୁ ଦାଦନ ଖଟି ଯିବାରୁ ରୋକି ରୋଜଗାର ଦେଇଥିବାରୁ ସଞ୍ଜୟ ଙ୍କୁ ଅଂଚଳ ରେ ବହୁ ପ୍ରଶଂସା ମିଳୁଛି |ଆଗାମୀ ବର୍ଷ ଛତୁ ଚାଷ ଓ କୁକୁଡ଼ା ଫାର୍ମ ଆରମ୍ଭ ହେଲେ ୫୦୦ ଲୋକଙ୍କୁ ରୋଜଗାର ଦେବାକୁ ଲକ୍ଷ ରଖିଛି ବୋଲି ସଞ୍ଜୟ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ଏବେ ବର୍ଷ ସାରା ପନିପରିବା ର ଚାହିଦା ରହୁଥିବାରୁ ଏଇ ଚାଷ କରି ଦିନକୁ ଲକ୍ଷେ ଟଙ୍କାରୁ ଅଧିକ ରୋଜଗାର କରି କୋଟିପତି ହୋଇପାରିଛି ବୋଲି ସଞ୍ଜୟ କହିଛନ୍ତି | ଏଥିରେ ତାଙ୍କ ପୁଅ ତାଙ୍କୁ ସହଯୋଗ କରିବା ସହିତ ଜଣେ ମ୍ୟାନେଜର ସବୁ ବୁଝାବୁଝି କରନ୍ତି । ବିହନ ସମ୍ପର୍କରେ ପଚରା ଯିବାରୁ ବିହନ ଉପରେ ନିର୍ଭର ନ କରି ରାୟ ପୁର ର ଏକ ନର୍ସରି ରୁ ଉନ୍ନତ ମାନର ଚାରା ଆଣି ଲଗେଇ ଥାନ୍ତି | ଓ ଏହା ମୋତେ ଆହୁରି ଲାଭବାନ କରାଉଛି ବୋଲି ସଞ୍ଜୟ କହିଛନ୍ତି | ଜିଲ୍ଲା ର ସଫଳ ଚାଷୀ ଭାବରେ ମୁଖ୍ୟମନ୍ତ୍ରୀ ଙ୍କ ଠାରୁ ମଧ୍ୟ୍ୟ ପୁରସ୍କାର ପାଇଛନ୍ତି | ଜଳସେଚନ ପାଇଁ ୪ଟି ଫୋଖରୀ ଓ ୪ଟି ବୋରୱେଲ ଖୋଲିଛନ୍ତି ଓ ସମସ୍ତ ଚାଷ କୁ ବୁନ୍ଦା ଜଳସେଚନର ବ୍ୟବସ୍ତା କରିଛନ୍ତି । ଏବେ ନୂତନ ଜ୍ଞାନକୌଶଳ ରେ ଚାରା ଉତ୍ପାଦନ, ଯତ୍ନ, ଜଳସେଚନ, କୀଟ ନାଶକ ସିଞ୍ଚନ ବ୍ୟବସ୍ଥା ହୋଇଥିବାରୁ ବେଶ ସହଜ ହୋଇ ପାରୁଛି ବୋଲି କହିଛନ୍ତି । ତେଣୁ କୃଷି ବିଭାଗ କିମ୍ବା ଉଦ୍ୟାନ ବିଭାଗରୁ କିଛି ପ୍ରୋତ୍ସାହନ ମିଲିଲେ ଆହୁରି ଭଲ ହୁଅନ୍ତା ବୋଲି ସଞ୍ଜୟ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like