-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଭୀମ ଭୋଇ କଲେଜରେ ବିଶ୍ଵ ଏଡସ୍ ଦିବସ ପାଳିତ

01-Dec-2025



ରେଢାଖୋଲ(ଅନିଲ ପୃଷ୍ଟି): ଆଜି ସ୍ଥାନୀୟ ଭୀମ ଭୋଇ ମହାବିଦ୍ୟାଳୟରେ ଯୁବ ରେଡକ୍ରସ୍, ରେଡ ରିବନ କ୍ଲବ୍ , ଜାତୀୟ ସେବା ଯୋଜନା ଏବଂ ଏନ. ସି. ସି ତରଫରୁ ବିଶ୍ଵ ଏଡସ୍ ଦିବସ ପାଳିତ ହୋଇ ଯାଇଛି । ଏହି ଉପଲକ୍ଷେ ଏକ ଭଵ୍ୟ ସେଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । କଲେଜର ଅଧ୍ୟକ୍ଷ ଶ୍ରୀ ଅମୂଲ୍ୟ କୃଷ୍ଣ ପାଢୀ ଶୋଭାଯାତ୍ରାକୁ ଉଦ୍ଘାଟନ କରି ଏଡସ୍ ରୋଗର ନିରାକାରଣ ପାଇଁ ସଚେତନତା ହିଁ ଏକମାତ୍ର ମାଧ୍ୟମ ବୋଲି କହିଥିଲେ। ଏହାପରେ ଯୁବ ରେଡକ୍ରସ ଉପଦେଷ୍ଟା  ଶ୍ରୀ ଅଞ୍ଜନ କୁମାର ମିଶ୍ର ଏବଂ ଜାତୀୟ ସେବା ଯୋଜନାର ଅଧିକାରୀ ଲିବନେସ କିଣ୍ଡୋ ଙ୍କ ତତ୍ତ୍ଵ‍ା ବୋଧାନରେ ଛାତ୍ରଛାତ୍ରୀମାନେ ଶୋଭାଯାତ୍ରାରେ ବାହାରିଥିଲେ। ସେମାନେ ବିଭିନ୍ନ ପ୍ଲାକାଡ ଧରି ସ୍ଲୋଗାନ ଦେବ‍ା ସହ ରେଡ ରିବନ ପୁନ୍ଧାଇ ଜନସାଧାରଣଙ୍କୁ ସଚେତନ କରିଥିଲେ। ଏହା ପରେ ଅଧ୍ୟକ୍ଷ ଶ୍ରୀ ପାଢୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ଡ. ଅଂଶୁମାନ କର ବିଷୟ ବିଶେଷଜ୍ଞ ଭାବରେ ଯୋଗ ଦେଇ ଏଡସ୍ ରୋଗର କାରଣ ଓ ନିରାକାରଣ ସମ୍ପର୍କ ରେ ବୁଝାଇଥିଲେ । ଏହି ଅବସରରେ ଏଡସ୍ ରୋଗ ସଚେତନତା ପାଇଁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ଶୁକ୍ରୁ ମାଝି, ଗାୟତ୍ରୀ ସାହୁ, ପ୍ରଲିପ୍ତା ସତପଥୀ, ପୁନମ୍ ପ୍ରଧାନ, ବବିତା ସାହୁ, ସବ୍ୟସାଚୀ ପ୍ରଧାନ, ଲିକିତା ପ୍ରଧାନ ଓ ଶୁଭଦ୍ରା ଷଣ୍ଢ ଙ୍କୁ ପୁରସ୍କୃତ କରାଯାଇଥିଲା।
। ଏଥିରେ ପ୍ରାଧ୍ୟାପକ ଅରୁଣ କୁମାର ଶାସନୀ, ,ଅଧ୍ୟାପକ ସୁଶାନ୍ତ ନନ୍ଦ, ଡ଼ ବିରଞ୍ଚି ଖଡିଆ, ପ୍ରମୁଖ ଅଧ୍ଯାପକ , ଅଧ୍ୟାପିକା ଓ ସମସ୍ତ ଛାତ୍ରଛାତ୍ରୀ ଯୋଗଦେଇଥିଲେ । ରାଜା ପ୍ରଧାନ, ଶ୍ରେୟାଂଶୁ ମହାପାତ୍ର, ସନ୍ତୋଷ୍ମିତା ବିଶ୍ଵାଳ, ଗାୟତ୍ରୀ ସାହୁ ଓ ଅନିଶା ଶାସନୀ ପ୍ରମୁଖ ଛାତ୍ରଛାତ୍ରୀ ସକ୍ରିୟ ସହଯୋଗ କରିଥିଲେ। ପରିଶେଷରେ ଅଧ୍ୟାପିକା ସମିତା ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like