-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବିଶ୍ୱ ଏଡ଼ସ ଦିବସରେ ଓସାକସ,ଗାଦିବ୍ରହ୍ମ ସ୍ନାତକ ମହାବିଦ୍ୟାଳୟ ରେଡକ୍ରସ ୟୁନିଟ, ରେଡ ରିବନ କ୍ଳବ ଦ୍ୱାରା ସଚେତନତା ପଦଯାତ୍ରା

01-Dec-2025



ଡେଲାଙ୍ଗ(ଦିଲ୍ଲୀପ କୁମାର ଧାଉଡ଼ିଆ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗାଦିବ୍ରହ୍ମ ସ୍ନାତକ ମହାବିଦ୍ୟାଳୟ  ଐତୀହ କକ୍ଷ ରେ ଓଡିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମାଜ,ମହାବିଦ୍ୟାଳୟ ରେଡ୍‌କ୍ରସ ୟୂନିଟ୍ ଏବଂ ରେଡ୍ ରିବନ କ୍ଲବର ମିଳିତ ଆନୁକୁଲ୍ୟରେ ବିଶ୍ୱ ଏଡ୍‌ସ ଦିବସ ସୋମବାର ପାଳିତ ହୋଇଯାଇଛି। ଇତ୍ଯବସରରେ ଏଡ୍‌ସ ସଚେତନତା ଆଲୋଚନା ଚକ୍ର ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ସରୋଜ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ଉକ୍ତ

ଆଲୋଚନା ଚକ୍ରରେ ବରିଷ୍ଠ ସମ୍ବାଦିକ ପ୍ରସନ୍ନ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ଏଡ଼ସ ସଚେତନତା ରେ ଯୁବ ସମାଜ ର ଭୂମିକା ବିଷୟ ରେ ଆଲୋକପାତ କରିଥିଲେ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଧାଉଡ଼ିଆ, ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ଯୁଧିଷ୍ଠିର ଘଟୁଆରି ପ୍ରମୁଖ ଯୋଗଦାନ କରିଥିଲେ | ମହାବିଦ୍ୟାଳୟ ରେଡକ୍ରସ ୟୁନିଟ ର ପରାମର୍ଶଦାତା ଅଧ୍ୟାପକ ତ୍ରିନାଥ ପରିଡା ସ୍ୱାଗତ ଆଭିଭାଷଣ ପ୍ରଦାନ କରିବା ସହିତ ଅତିଥି ପରିଚୟ ଓ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ | ପରିଶେଷରେ ଏଡ଼ସ ସଚେତନତା ଉପରେ ଆଧାରିତ ଅଙ୍କନ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ର କୃତି ସ୍ବେଛାସେବୀ ମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା | ଅଙ୍କନ ରେ ଭାଗ୍ୟଶ୍ରୀ ଖୁଣ୍ଟିଆ ପ୍ରଥମ ସ୍ଥାନ ଅଧିକାର କରିଥିଲାବେଳେ ପ୍ରବନ୍ଧ ଲିଖନ ରେ  ମୋନାଲିକ ବରାଳ ପ୍ରଥମ ସ୍ଥାନ ହାସଲ କରିଥିଲେ |ଅଧ୍ୟାପକ ଡ଼କ୍ଟର ଲଷ୍ମୀଧର ପାଇକର|ୟ ଧନ୍ୟବାଦ ଅର୍ପଣ କରିଥିଲେ| ପରିଶେଷରେ ପ୍ରାୟ ୬୦ ରୁ ଉର୍ଦ୍ଧ ରେଡ୍ କ୍ରସ ସ୍ୱେଚ୍ଛାସେବୀ ହାତରେ ଏଡ୍‌ସ ସଚେତନତା ସମ୍ବଳିତ ପ୍ଲାକାର୍ଡ ଧରି ମହାବିଦ୍ୟାଳୟ ପରିସର ଠାରୁ ନିକଟବର୍ତୀ ଡେଲାଙ୍ଗ ହାଟ ର ବାୟାବଜାର ପର୍ଯ୍ୟନ୍ତ ସଚେତନତା ରାଲି ରେ ଯାଇ

ଲୋକମାନଙ୍କୁ ସଚେତନ କରାଇଥିଲେ |ମହାବିଦ୍ୟାଳୟ ର କର୍ମଚାରୀ ଅଧ୍ୟାପିକା କବିତା ମିଶ୍ର, ଡ଼କ୍ଟର ଭବାନୀ ପ୍ରିୟଦର୍ଶିନୀ ମହାନ୍ତି, ସୁବାଷ ଚନ୍ଦ୍ର ସେଠି, ଦୀପ୍ତି ନାୟକ ଓ ସମ୍ରାଟ କିଶୋର ଗିରି ପ୍ରମୁଖ ଉପସ୍ଥିତ ରହିବା ସହିତ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ |ସ୍ବେଛାସେବୀ ମାନଙ୍କ ମଧ୍ୟ ରେ ବର୍ଷାରାଣୀ ମଲ୍ଲିକ, ଆଶ୍ରିବାଦ ମାଣ୍ଡିଆ, ସୃତିପ୍ରଜ୍ଞା ସାହୁ, ଝରଣା ଦାସ, ଅମ୍ଲାନ ଦଳାଇ, ସୂର୍ଯ୍ୟ ଖାଟୋଇ, ଗାୟତ୍ରୀ ପ୍ରଧାନ, ପୂଜା ମହାପାତ୍ର, ଜ୍ଞାନ ରଞ୍ଜନ ପ୍ରଧାନ, ବାଦଲ ଦାସ ପ୍ରମୁଖ ୬୦ରୁ ଉର୍ଦ୍ଧ ସ୍ବେଛାସେବୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଉପସ୍ଥିତ ହୋଇ ସଚେତନତା ବାର୍ତ୍ତା ପ୍ରଚାର କଲେ  !


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like