-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଜୁନାପାଣିଠାରେ ଅନୁଷ୍ଠିତ*

02-Dec-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର,)
ଡାବୁଗାଁ ବ୍ଲକ ଜୁନାପାଣି ପି. ଏମ. ଶ୍ରୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା  ଅନୁଷ୍ଠିତ ହୋଇଯାଇଛି । ଏହି  କାର୍ଯ୍ୟକ୍ରମ ରେ ନବରଙ୍ଗପୁର ଜିଲ୍ଲା ଶିକ୍ଷା ଅଧିକାରୀ ଛାତ୍ରପତି ସାହୁ , ଜିଲ୍ଲା ସାଇନ୍ସ ସୁପରଭାଇଚର୍ ଚିତ ରଞ୍ଜନ ପଟ୍ଟନାୟକ, ଡାବୁଗାଁ ବ୍ଲକ ଶିକ୍ଷା ଅଧିକାରୀ , ଡାବୁଗାଁ ବିଡିଓ ଶରତ ମାଝୀ , ଵିଆରସିଶି ଭଗବାନ୍ ମାଝୀ , ବିଆରସିଶି ସୋନ୍ତୋଷ ସାହୁ  ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ମାନେ କିଭଳି ଏହି ବିଜ୍ଞାନ ମେଳା ମଧ୍ୟମରେ ଶିକ୍ଷ୍ୟା ପାଇ ଅଗମି ଦିନରେ ବୈଜ୍ଞାନିକ ହୋଇପାରିବେ ସେନେଇ କହିଥିଲେ । ପରେ ରିବନ କାଟି ବିଜ୍ଞାନ ମେଳା କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ପାପଡ଼ାହାଣ୍ଡି ଆଦର୍ଶ ବିଦ୍ୟାଳୟର ଶିକ୍ଷକ ସମୀର  ନାୟକ  ଓ ଡାବୁଗାଁ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ରୁପମ୍ ବେପାରୀ ଛାତ୍ର ଛାତ୍ରୀ ବିଜ୍ଞାନ ମେଳାକୁ ନେଇଥିବା ପ୍ରୋଜେକ୍ଟ କୁ ନିରିକ୍ଷଣ କରି ଫଳାଫଳ  ପ୍ରଦାନ କରିଥିଲେ । ଫଳାଫଳ ଘୋଷଣା ପରେ ଭଲ ପ୍ରୋଜେକ୍ଟ ନେଇଥିବା ଛାତ୍ର ଛାତ୍ରୀ ମାନେ ଆଗାମୀ ଦିନରେ ଜିଲା ସ୍ତରୀୟ ବିଜ୍ଞାନ ମେଳା ରେ ଯୋଗ ଦେଇ ନିଜର ପ୍ରତିଭା ଦେଖାଇବେ।  ଏହି କାର୍ଯ୍ୟକ୍ରମ ରେ ମୋଟ ୮୨ଜଣ ଛାତ୍ର ଛାତ୍ରୀ ଭାଗ ନେଇ ନିଜର ପ୍ରତିଭା ଦେଖାଇଥିଲେ।  ଏହି କାର୍ଯ୍ୟକ୍ରମକୁ ସିଆଏର ସିସି ମାନଙ୍କ ସହ ପ୍ରଧାନ ଶିକ୍ଷକ ସଭାଗ୍ୟ ବିଶ୍ୱାଳ ବିକାଶ ନିସଙ୍କ , କୃଷ୍ଣ ପଣ୍ଡା , ଓ ଅନ୍ୟମାନେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   21-Jun-2026
  ଜିଲ୍ଲା  
ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   21-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   21-Jun-2026
  ଜିଲ୍ଲା  
*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   21-Jun-2026
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026

You Might Also Like