-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

*ମା ମାଣିକେଶ୍ବରୀ ବିଶ୍ଵବିଦ୍ୟାଳୟ, ଆନ୍ତଃମହାବିଦ୍ୟାଳୟ ସ୍ତରୀୟ କବାଡିରେ ନୂଆପଡ଼ା ନେସନାଲ କଲେଜ୍ ଚମ୍ପିୟାନ*,

02-Dec-2025



(ଡୋଲେଶ୍ୱର ବାଗ)
 ନେସନାଲ କଲେଜ ନୂଆପଡା କ୍ରମାଗତ ଭାବେ ତୃତୀୟ ଥର ପାଇଁ ଚାମ୍ପିଅନ ହୋଇଅଛି। ଫାଇନାଲ ରେ ମା ମାଣିକେଶ୍ବରୀ ବିଶ୍ଵବିଦ୍ୟାଳୟ କୁ ପରାସ୍ତ କରିଥିଲେ। ନେସନାଲ କଲେଜ ନୂଆପଡା ଏହି ପ୍ରତିଯୋଗିତା ପାଇଁ ଜୋରଦାର ପ୍ରସ୍ତୁତି କରିଥିଲେ, ୧୦ ଦିନ ଆଗରୁ କବାଡି ମେଟ୍ ରେ କବାଡି ପ୍ରଶିକ୍ଷକଙ୍କ ସହିତ,  କଲେଜ୍ ଅଧ୍ୟକ୍ଷ ଶ୍ରୀ ହିତେଶ କୁମାର ସାହୁଙ୍କ ମାର୍ଗଦର୍ଶନ ରେ କଲେଜ୍ କ୍ରୀଡ଼ା ଶିକ୍ଷକଙ୍କ ନେତୃତ୍ୱରେ ଦଳ ଜୋରଦାର ପ୍ରସ୍ତୁତି କରିଥିଲେ,୨୯ ତାରିଖ ଦିନ ପ୍ରତିଯୋଗୀତା ମା ମାଣିକେଶ୍ବରୀ ବିଶ୍ଵବିଦ୍ୟାଳୟ, କଳାହାଣ୍ଡିରେ ଆୟୋଜିତ ହୋଇଥିଲା।  ନେସନାଲ କଲେଜ୍ ର ଖେଳାଳି ମାନେ  କଲେଜ୍ ପହଞ୍ଚିବା ପରେ ତାଙ୍କୁ କଲେଜ୍ ଅଧ୍ୟକ୍ଷ, ଅଧ୍ୟାପକ ଅଧ୍ୟାପିକା ଓ ୧ ହଜାର ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଭବ୍ୟ ସ୍ବାଗତ, ଅଭିନନ୍ଦନ ଓ ସମ୍ବର୍ଦ୍ଧନା ଜଣାଇଥିଲେ। କଲେଜ୍ ପକ୍ଷ ରୁ କ୍ରୀଡ଼ା ଅଧ୍ୟାପକ ଶ୍ରୀ ପ୍ରକାଶ କୁମାର ସାହୁଙ୍କୁ ଉପଢୌକନ ଓ ଫୁଲ ମାଳ ସହିତ ସ୍ବାଗତ ଅଭିନନ୍ଦନ ସମ୍ବର୍ଦ୍ଧନା ଜଣାଇଥିଲେ। ନୂଆପଡ଼ା କୁ ଗର୍ବ ଆଣିଥିବା ଖେଳାଳି ମାନେ ହେଲେ ହରିଶ୍ ମାଝୀ, ଗୌରବ ସାହୁ, ବସନ୍ତ ସାହୁ, ଦଶରଥ ରାଉତ, ନରେଶ ମାଝୀ, ଡୋଳାମଣି ମାଝୀ, ନରସିଂହ ମାଝୀ, ଆରୀୟନ୍ ମାଝୀ, ମୁକେଶ ମାଝୀ,ପପ୍ପୁ ଶବର, ଡୀଗେସ ମାଝୀ, କାର୍ତ୍ତିକ ରାଉତ,ଧନରାଜ ମାଝୀ, କୋମଳମାଝୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like