-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||     

HOME   ଜିଲ୍ଲା

ବରପାଲି ମହିଳା ମହାବିଦ୍ୟାଳୟରେ ବିଶ୍ଵ ଏଡସ ଦିବସ ପାଳିତ

02-Dec-2025



ବରପାଲି (ସୁଦାମ ଦୀପ)
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ଵ ଏଡସ ଦିବସ ମହାବିଦ୍ୟାଳୟର ସହକାରୀ  ଅଧ୍ୟକ୍ଷ ଓଡ଼ିଆ ବିଭାଗର ମୁଖ୍ୟ  ଯୁବ ରେଡକ୍ରସ କାଉନସିଲର ଯତୀନ୍ଦ୍ର କୁମାର ସାହୁଙ୍କ ପରିଚାଳନା ସଭାରେ ମୁଖ୍ୟ ଅତିଥି ଭାବେ ଡ.ଚିନ୍ମୟ  ଯାଦବ ସମ୍ମାନିତ ଅତିଥି ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ,ସମ୍ମାନିତ ଅତିଥି ଡ. ବିଶ୍ୱଜିତ୍ ପାଢ଼ି ଯୋଗ ଦେଇ HIV Aidsର ଲକ୍ଷଣ ତତ୍ ସମ୍ପର୍କିତ ଅନେକ କିଛି ନୂତନ ତଥ୍ୟ ସ୍ବେଚ୍ଛାସେବୀ ମାନଙ୍କୁ ପ୍ରଦାନ କରି ଛାତ୍ରୀ ମାନଙ୍କ ସହ ଦୀର୍ଘ ସମୟଧରି ଆଲୋଚନା କରିଥିଲେ।। ପ୍ରଥମରୁ ହିନ୍ଦୀ ବିଭାଗର ମୁଖ୍ୟ ଜ୍ୟୋତି ସାହୁ ଅତିଥି ସ୍ବାଗତ କରିଥିବା ବେଲେ ଇତିହାସ ବିଭାଗର ଅଧ୍ୟାପିକା ତଥା ରେଡକ୍ରସ୍ ସହଯୋଗି କାଉନସିଲର ଯାଜ୍ଞସେନୀ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ।ଅଧ୍ୟାପକ ଶଶାଙ୍କ ଶେଖର ପଧାନ ପ୍ରବନ୍ଧ ଲିଖନ,ବକୃତା,ରଙ୍ଗୋଳୀ ପ୍ରଭୃତି ପ୍ରତିଯୋଗିତାରେ କୃତି ଲାଭ କରିଥିବା ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନରେ ସହଯୋଗ କରିଥିଲେ।ପରେ ପରେ ସ୍ଵେଚ୍ଛାସେବୀ ମାନେ ମୁଖ୍ୟ ରାସ୍ତାକୁ ଆସି ଲୋକଙ୍କୁ ସଚେତନ କରାଇ ଲୋକଙ୍କୁ ପୁସ୍ତିକା ବଣ୍ଟନ କରିବା ସହ ଲୋକ ମାନଙ୍କ ସହ ଆଲୋଚନା କରିଥିଲେ।ଏ ଅବସରରେ ମହାବିଦ୍ୟାଳୟର ଅଧ୍ୟାପିକା  ପିଙ୍କି ବାରିକ,ମନିଷା ଭୋଇ,ପୁନମ ସାହୁ, ସସ୍ମିତା ମେହେର,ପରିଣୀତା ପ୍ରଧାନ,ଶୋଭାବତୀ ଥପା,ସହକର୍ମୀ ସାର୍ଥକ ପାଣିଗ୍ରାହୀ, ବିରେନ୍ଦ୍ର ଖଟୁଆ,ତ୍ରିପୁରା ବେହେରା ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026

You Might Also Like