-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ଜନତା ସରକାରୀ ହାଇସ୍କୁଲରେ ବିଶ୍ଵ ଏଡସ ଦିବସ ପାଳିତ

02-Dec-2025



ବରଗଡ଼(ପ୍ରେରଣା ଖବର): ଏଚ୍ଆଇଭି ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ସଚେତନ କରିବା ନିମନ୍ତେ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ହାଇସ୍କୁଲ ଭୁକ୍ତାରେ ବିଶ୍ଵ ଏଡସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅମ୍ବାଭୋନାର ଡଃ ପ୍ରଶାନ୍ତ ପଣ୍ଡା ଯୋଗ ଦେଇଥିଲେ। ବିଦ୍ୟାଳୟର ଜୁନିଅର୍ ରେଡ୍ କ୍ରସ କାଉନସେଲର ତଥା ରେଡ୍ ରିବନ୍ କ୍ଳବର ମାର୍ଗ

ଦର୍ଶକ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ବିଶ୍ଵ ଏଡ଼ସ ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ଚଳିତ ବର୍ଷର ବିଶ୍ଵ ଏଡସ ଦିବସର ପ୍ରସଙ୍ଗ:"ବ୍ୟାଘାତ ଅତିକ୍ରମ କରିବା ଓ ଏଡସକୁ ମୂଳପୋଛ କରିବା ଉଦ୍ୟମକୁ ଆଗେଇନେବା " ଉପରେ ଆଲୋକପାତ କରିଥିଲେ।ମୁଖ୍ୟ ଅତିଥି ଶ୍ରୀ ପଣ୍ଡା ଏଚ ଆଇ ଭି ସଂକ୍ରମଣର କାରଣ,ଲକ୍ଷଣ ଓ ଏଡ଼ସରୁ ମୁକ୍ତି ପାଇବାର ଉପାୟ ସମ୍ବନ୍ଧରେ  ଛାତ୍ରଛାତ୍ରୀମାନଙ୍କୁ ଧାରଣା ପ୍ରଦାନ କରି ସଚେତନ କରିଥିଲେ। ଏହି ଉପଲକ୍ଷେ ଆୟୋଜିତ ଏଡ଼ସ ସମ୍ପର୍କିତ କୁଇଜ୍ ପ୍ରତିଯୋଗିତାରେ ୩୫ ଜଣ ଶିକ୍ଷାର୍ଥୀ ଅଂଶ ଗ୍ରହଣ କରିଥିବା ବେଳେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।ପରିଚାଳନାରେ ଶିକ୍ଷକ ଆଶୁତୋଷ ଭୋଇ,ସୁବାସ ଚନ୍ଦ୍ର ଖମାରୀ, ବୋଧରାମ ବିଶ୍ୱାଳ, ଅଙ୍କିତ ମହନ୍ତ, ଶ୍ରୀପତି ସାହୁ ଏବଂ ତେଜରାମ ସାଙ୍କ ସମେତ ଜୁନିଅର୍ ରେଡ୍ କ୍ରସ୍,ରେଡ୍ ରିବନ୍ କ୍ଳବ ଓ ବିଜ୍ଞାନ କ୍ଳବର ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।ଶିକ୍ଷୟିତ୍ରୀ ରୋଜାଲିନ ଭୋଇ ସଭା କାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷକ ଈଶ୍ୱର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like