-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଦେଶ ବିଦେଶ

ଆହୁରି ମଜବୁତ ହେବ କୃଷକ ସଙ୍ଗଠନ !ଆନ୍ଦୋଳନରେ ସାମିଲ ହେଲେଣି ପଶ୍ଚିମ ୟୁପିର ଶହଶହ ଚାଷୀ

01-Feb-2021



ନୂଆଦିଲ୍ଲୀ,(ପ୍ରେରଣା ଖବର) : କୃଷି ଆଇନକୁ ବିରୋଧ କରି ଏବେବି ସରକାର ଓ କୃଷକଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଛି । କୃଷକମାନେ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନ କରୁଛନ୍ତି । ଏହାମଧ୍ୟରେ ସରକାର କୃଷକଙ୍କୁ ଆଲୋଚନା ପାଇଁ ପ୍ରସ୍ତାବ ଦେଇଛନ୍ତି । ତେବେ କୃଷକ ସଙ୍ଗଠନ ସରକାରଙ୍କଠାରୁ ଅଧିକ କିଛି ଆଶା ରଖିଛନ୍ତି । ଜାନୁଆରୀ ୨୨ରେ ଦେଇଥିବା ପ୍ରସ୍ତାବରେ ଅଧିକ କିଛି ସାମିଲ କଲେ ସରକାରଙ୍କ ସହ ସେମାନେ ଆଲୋଚନା କରିବେ ବୋଲି କହିଛନ୍ତି।

କୃଷକ ସଙ୍ଗଠନ କହିଛି ଯେ, ସରକାର ଦେଇଥିବା ପ୍ରସ୍ତାବରେ ଏମଏସପି ଉପରେ କିଛି କହିନଥିଲେ । ତେବେ ଗଣତନ୍ତ୍ର ଦିବସରେ ହୋଇଥିବା ଟ୍ରାକ୍ଟର ରାଲି ପରଠୁ ୧୦୦ରୁ ଅଧିକ ଚାଷୀ ନିଖୋଜ ଥିବା ସଙ୍ଗଠନ ଅଭିଯୋଗ କରିଛି । ଉତ୍ତର ପ୍ରଦେଶର ପଶ୍ଚିମ ପ୍ରାନ୍ତରୁ ହତାର ହଜାର ଚାଷୀ ଆସି ଆନ୍ଦୋଳନରେ ସାମିଲ ହୋଇଛନ୍ତି ।

ସାମୁଖ୍ୟ କିଶାନ ମୋର୍ଚ୍ଚା ଏକ କମିଟି ଗଠନ କରିଛି । ଏହା ନିଖୋଜ ଥିବା ଚାଷୀଙ୍କୁ ସନ୍ଧାନ କରିବ । ଚାଷୀଙ୍କ ବାବଦରେ ତଥ୍ୟ ସଂଗ୍ରହ କରାଯିବ । ଏନେଇ ସଙ୍ଗଠନର ନେତା ଦର୍ଶନ ପାଲ ସୂଚନା ଦେଇଛନ୍ତି ।

ଜୟ କିଶାନ ଆନ୍ଦୋଳନର ନେତା ଯୋଗେନ୍ଦ୍ର ଯାଦବ କହିଛନ୍ତି ଯେ, ଯଦି ସରକାର ଦୁଇ ପାଦ ଆଗକୁ ଫେରନ୍ତି ତାହେଲେ ସଙ୍ଗଠନ ମଧ୍ୟ ଆଲୋଚନାରୁ ପଛକୁ ହଟିବ ନାହିଁ । ଏହା ଅହଂକାର ନୁହେଁ । ସେମାନେ ଆଲୋଚନା ପାଇଁ ପ୍ରସ୍ତୁତ । ସରକାର କୃଷକଙ୍କୁ ଏମଏସପି ଉପରେ ଲିଖିତ ପ୍ରତିଶ୍ରୁତି ଦିଅନ୍ତୁ ବୋଲି ସେମାନେ ଦାବି କରିଛନ୍ତି ।

ଯୋଗେନ୍ଦ୍ର ଯାଦବ ଆହୁରି କହିଛନ୍ତି ଯେ, ଏବେ ଖେଳ ବଦଳି ଯାଇଛି । କୃଷକଙ୍କ ପଲ୍ଲା ଭାରି ରହିଛି । ସଙ୍ଗଠନ ଆହୁରି ସୁଦୃଢ ହେଲେ ସରକାର ଜଲଦି ଦାବି ମାନିବେ । ଏହାସହ ଆଲୋଚନାରେ ମଧ୍ୟ ସମାଧାନର ବାଟ ବାହାରିବ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like