-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ଅମ୍ବାଭୋନା କେଦାରନାଥ ଷ୍ଟାଡିୟମରେ ଶିକ୍ଷକ ଏକାଦଶ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ - ୨୦୨୫ ଅନୁଷ୍ଠିତ

02-Dec-2025



ବରଗଡ଼(ପ୍ରେରଣା ଖବର): ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଶିକ୍ଷା ଓ ଶିକ୍ଷକ ପରିବାର ଏବଂ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଅମ୍ବାଭୋନା ଶାଖା ତରଫରୁ ଅତାବିରା,ଅମ୍ବାଭୋନା ଓ ଭଟଲି ବ୍ଲକ ମଧ୍ୟରେ ଶିକ୍ଷକ ଏକାଦଶ ଏକଦିବସୀୟ ତ୍ରିମୁଖୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ - ୨୦୨୫ କେଦାରନାଥ ଷ୍ଟାଡିୟମ଼ ଅମ୍ବାଭୋନାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏବିଇଓ ଲାଲ ମୋହନ ସିଂହଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ଯଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ଯୋଗଦେଇଥିବା ବେଳେ ମୁଖ୍ଯ ବକ୍ତା ଭାବରେ ବ୍ଲକ ବିଜ୍ଞାନ ଫୋରମର ସଭାପତି ସଞ୍ଜୟ ଖମାରୀ ଓ ସମ୍ମାନିତ ଅତିଥି ଭାବରେ ଡିପିଇଓ ଜ୍ୟୋତିଷ ଚନ୍ଦ୍ର ପଧାନ ଓ ଏସଜିଏସଏ ତୋଷରାମ ଦାଶ ଯୋଗ ଦେଇଥିଲେ। ଏହି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚରେ ଅଂଶଗ୍ରହଣ କରିଥିବା ଅମ୍ବାଭୋନା, ଅତାବିରା ଓ ଭଟଲିର ପ୍ରତିଭା ସମ୍ପନ୍ନ ଶିକ୍ଷକ ଏକାଦଶଙ୍କ କ୍ରିକେଟ ଖେଳ ସମସ୍ତଙ୍କ ହୃଦୟକୁ ଛୁଇଁ ପାରିଥିଲା। ସିଆରସିସି ବଳରାମ ଦରଦ ମେଘ,ବୁବୁନ ପଣ୍ଡା ଓ ସନ୍ତୋଷ ମାଝୀ ମ୍ୟାଚର ଧାରା ବିବରଣୀ ପ୍ରଦାନ କରିଥିଲେ।ଏଥିରେ ଅମ୍ପାୟାର ଭାବରେ ଶେଷଦେବ ଦାସ ଓ ଯୋଗେଶ୍ବର ସେଠ ଖେଳ ପରିଚାଳନା କରିଥିଲେ।ଅମ୍ବାଭୋନା ବ୍ଲକର ସମସ୍ତ ସିଆରସିସି ସହଯୋଗ କରିଥିଲେ। ଉଦଯାପନୀ ସମାରୋହରେ ଏବିଇଓ ଲାଲମୋହନ ସିଂହଙ୍କ ସଭାପତିତ୍ବରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ଯ ଅତିଥି ଭାବରେ ବ୍ଲକ ବିଜ୍ଞାନ ଫୋରମର ସଭାପତି ସଞ୍ଜୟ ଖମାରୀ ଏବଂ ସମ୍ମାନିତ ଅତିଥି ଭାବରେ ପ୍ରାଥମିକ ଶିକ୍ଷକ ସଂଘର ବ୍ଲକ ଉପ ସଭାପତି ରୋହିତ ଭୁଏ ଯୋଗଦେଇ ବିଜେତା ଦଳ ଅତାବିରା ଶିକ୍ଷକ ଏକାଦଶ  ଓ ଉପବିଜେତା ଦଳ ଭଟଲି ଶିକ୍ଷକ ଏକାଦଶଙ୍କୁ ପୁରସ୍କୃତ କରିଥିଲେ । ମେନ ଅଫ ଦି ମ୍ୟାଚ ଛବିଳ  ପ୍ରଧାନ ଓ ମ୍ଯାନ ଅଫ ଦ ଟୁର୍ଣ୍ଣାମେଣ୍ଟ ବ୍ଯାସଦେବ ସାହୁଙ୍କୁ ପୁରସ୍କୃତ କରିଥିଲେ । ତିନି ଦଳର

ଅଧିନାୟକ ଭାବରେ ରାହୁଲ ସେଠ, ନନ୍ଦିଘୋଷ ଭୁଏ, ସୁଶାନ୍ତ ସୁନା ଦଳ ପରିଚାଳନା କରିଥିବା ବେଳେ ଅମ୍ବାଭୋନା କ୍ରିକେଟ ଟିମର ଖେଲାଳୀ ତଥା ମଣ୍ଟୁ, ତେଜ,ପ୍ରହଲ୍ଲାଦ ଡନସନା, ସୁନୀଳ ଭୋଇ, ବୁବୁନ୍ ପଣ୍ଡା, ରାହୁଲ ସେଠ୍, ସୁମନ୍ତ ବାଗ, ଅଚ୍ୟୁତ ନାଏକ,ଦିଲ୍ଲୀପ ଦେହେରୀ, ନିରଞ୍ଜନ ପଟେଲ୍, ତପେଶ୍ୱର୍ ପଧାନ,ରମେଶ ଭୂୟାଁ, ଚୌଧୁରୀ ପାତ୍ର, ରାଜୁ ସିଂ,ଦୁଃଖନାଶନ ପ୍ରଧାନ,କେଦାର ନାଏକ,ବୋଧରାମ ବିଶ୍ୱାଳ, ସୋମନାଥ କିଷାନ, ଅସୀମ ସାହୁ, ତୁଳାରାମ, ପିଟର୍ ଟେଟେ, ଅଙ୍କିତ ମହନ୍ତ,ମୁକେଶ ସାହୁ, ସୁଶୀଳ ନାଏକ, ସ୍ଵାଧୀନ,ବାବୁଲୁ ବିଶ୍ୱାଳ,ବିଜୟ ଧନଗୌଡ,ଜୟ ଓ ସୁରେଶ ମହାନନ୍ଦ ଆଦି ସହଯୋଗ କରିଥିଲେ।ରୋହିତ କୁମାର ଭୁଏ ଧନ୍ୟବାଦ ଅର୍ପଣ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like