-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ଶୈବପୀଠରେ ନବକୁଣ୍ଡିୟ ଗୀତା ଜୟନ୍ତୀ ପାଇଁ କଳସ ଶୋଭାଯାତ୍ରା

02-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଏ ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ବିନିକା ବ୍ଲକ ଅନ୍ତର୍ଗତ ଚରଦା ବାବା କପିଳେଶ୍ୱର ପୀଠରେ ଆସନ୍ତାକାଲି ବୁଧବାର ୬୩ତମ ଗୀତା ଜୟନ୍ତୀ ପାଳନ ନେଇ ଆଜି କଳସ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି।ଦୀର୍ଘ ୧୨ବର୍ଷ ପରେ କମିଟି ପକ୍ଷରୁ ନବକୁଣ୍ଡିୟ ଗୀତା ଜୟନ୍ତୀ ପୂଜାର୍ଚ୍ଚନା ଏଥର ଆୟୋଜନ ହେଉଛି ।ପ୍ରଥମେ ପୂଜା ମଣ୍ଡପରେ ସମସ୍ତ କର୍ତ୍ତା ମାନଙ୍କୁ ସଂକଳ୍ପ କରାଯିବା ପରେ କପିଳେଶ୍ୱର ମନ୍ଦିର ପୋଖରୀରୁ ପୁଣ୍ୟ କଳସ ପାଣି ଭର୍ତ୍ତି କରାଯାଇଥିଲା। ତତ୍ଵ ପରେ ଘଣ୍ଟ ଶଙ୍ଖ ହୁଳହୁଳି ଧ୍ବନି ସହ କିର୍ତନ୍ୟର ତାଳେ ତାଳେ ଶତାଧିକ ମହିଳା ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ମନ୍ଦିରକୁ ଫେରି କଳସ ସ୍ଥାପନ କରିଥିଲେ।ଗୀତା ଜୟନ୍ତୀ ଅବସରରେ ବ୍ରହ୍ମ ସମାଜ ପକ୍ଷରୁ ପୀଠରେ ଯଜ୍ଞ ମନ୍ତ୍ର ପାଠ ସହ ଭାଗବତ ପଠନ କାର୍ଯ୍ୟକ୍ରମ ଅନୁଷ୍ଟିତ ହେବ। ଗୀତା ଜୟନ୍ତୀ ପାଇଁ ଶୈବପୀଠରେ ପ୍ରବଳ ଶ୍ରଦ୍ଧାଳୁ ଭକ୍ତ ଓ ଆଧ୍ୟାତ୍ମିକ ପ୍ରେମୀଙ୍କ ଭିଡ଼ ପରିଲକ୍ଷିତ ହେବାର ଆଶା କରାଯାଉଛି।ଏଥିରେ କର୍ତ୍ତା ଭାବେ ଜବଦା ଗ୍ରାମର ପ୍ରମୋଦ ପଣ୍ଡା ଓ ତାଙ୍କ ଧର୍ମପତ୍ନୀ ରିତା ପଣ୍ଡା,କଇନ୍ତରା ଗ୍ରାମର ପ୍ରେମରାଜ ପତି ଓ ରଞ୍ଜିତା ପତି,ଭଣ୍ଡାର ଗ୍ରାମର ସୁରଥ ପତି ଓ ଝରଣା ପତି,ଶଙ୍କରା ଗ୍ରାମର ବିକ୍ରମାଦିତ୍ୟ ଶତପଥୀ ଓ ସୁସ୍ମିତା ଶତପଥୀ, ସିଲାଟି ଗ୍ରାମର କୃତାର୍ଥ ପୁରୋହିତ ଓ ସସ୍ମିତା ପୁରୋହିତ,ଘୋଡାଧର ଗ୍ରାମର ମନୋଜ ପୂଜାହାରୀ ଓ ପ୍ରମିଳା ପୁଜାହାରୀ,କୌଡ଼ିଆମୁଣ୍ଡା ଗ୍ରାମର ଦୀନବନ୍ଧୁ ନାୟକ ଓ ଅନସୁୟା ନାୟକ,ସେଲେଡି ଗ୍ରାମର ସନ୍ତୋଷ ତ୍ରିପାଠୀ ଓ ତପସ୍ଵିନୀ ତ୍ରିପାଠୀ,ଘୋଡାଧାର ଗ୍ରାମର ନରସିଂହ ପୂଜାହାରୀ ଓ ଶାନ୍ତିଲତା ପୂଜାହାରୀ ପ୍ରମୁଖ କର୍ତ୍ତା ଦାୟିତ୍ଵ ନିର୍ବାହ କରୁଛନ୍ତି।ଏହି କଳସ ଶୋଭାଯାତ୍ରା ରେ କମିଟି ସଭାପତି ସୋମିତ୍ରି ପତି,ଉପ ସଭାପତି ଗୋପାଳଜି ହୋତା,ସମ୍ପାଦକ ହୃଷୀକେଶ ହୋତା,ସହ ସମ୍ପାଦକ ଅଜିତ ଦାଶ,କୋଷାଧ୍ୟକ୍ଷ ନିରଞ୍ଜନ ପଣ୍ଡା ପ୍ରମୁଖଙ୍କ ସମେତ କମିଟି କର୍ମକର୍ତ୍ତା ଏବଂ ଆଖ ପାଖ ଅଞ୍ଚଳରୁ ବହୁ ଭକ୍ତ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like