-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ ପାଇଁ ସଂସ୍କୃତି କମିଟି ବୈଠକ

02-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ର ସୁବର୍ଣ୍ଣଲୋକ ମହୋତ୍ସବ ପାଇଁ ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସାଂସ୍କୃତିକ କମିଟି ର ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଡ଼.ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜାନୁୟାରୀ ୭ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁଥିବା ଏହି ମହୋତ୍ସବ ର ପ୍ରତିଦିନ ସଂଧ୍ୟା ରେ ହେବାକୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଶୁଭାରମ୍ଭ ଦିନ ସୁରେଶ୍ଵରୀ ମନ୍ଦିର ଠାରୁ ଏକ ଥିଏଟର ମାର୍ଚ୍ଚ ରେ ଜିଲ୍ଲା ର ଅନ୍ୟୁନ ଏକ ହଜାର କଳାକାର ଯୋଗ ଦେବାପାଇଁ ବୈଠକରେ ନିଷ୍ପତ୍ତି  ହୋଇଥିଲା। ଏଥିପାଇଁ ପ୍ରତିବ୍ଲକର କଳାକାର ସଂସ୍କୃତି ସଂଘ ର ଉପ ସଭାପତିଙ୍କୁ ଦାୟିତ୍ଵ ଦିଆଗଲା। ପ୍ରତି କାର୍ଯ୍ୟକ୍ରମ ରେ ଲୋକ ସଂସ୍କୃତି ଆଧାରିତ ଲୋକଗୀତ, ଲୋକନୃତ୍ୟ ଉପରେ ଗୁରୁତ୍ବ ଦିଆଯିବ। ପ୍ରତିଦିନ ପଶ୍ଚିମ ଓଡ଼ିଶାର ଜଣେ ଜଣେ ବିଶିଷ୍ଟ ଲୋକଗାୟକ ମାନଙ୍କୁ ସୁଯୋଗ ଦେବା ସହ ସୁବର୍ଣ୍ଣପୁର ଜିଲ୍ଲା ର  ଲୋକଗୀତ କଳାକାର ଙ୍କୁ ମଧ୍ୟ ଅଗ୍ରାଧିକାର ଦିଆଯିବାପାଇଁ ନିଷ୍ପତ୍ତି ହେଇଥିଲା। ଜିଲ୍ଲା ର ଲୁକ୍କାୟିତ ପ୍ରତିଭା ତଥା କଳା କୁ ପ୍ରାଥମିକତା ଦେବାପାଇଁ ପ୍ରସ୍ତାବ ନିଆଗଲା। ଆଜିର ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅଞ୍ଜଲିନା ପ୍ରଧାନ ବୀରମହାରାଜପୁର ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର,  ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଜମୁନା ପ୍ରଧାନ, ନାଟ୍ୟଶ୍ରୀ ଗଦାଧର ବାରିକ, ଦିଲ୍ଲୀପ ପାତ୍ର,ସାସ୍ଵତ ତ୍ରିପାଠୀ, ଶ୍ରଦ୍ଧାଞ୍ଜଳି ମିଶ୍ର,ବେଣୀମାଧବ ବେଦବାକ, ମାନଭଞ୍ଜନ ମିଶ୍ର, ଦେବାଶିଷ ପଟ୍ଟନାୟକ,ଚୈ।ଧୁରୀ  ବିଭାର, ଅବିନାଶ ହୋତା, ରମେଶ ପ୍ରଧାନ , ସୁରେଶ ରଥ, ଶତୃଘ୍ନ ଲୁହା, ଉମେଶ କୁମ୍ଭାର, ନିରାକାର ଦେହେରୀ, ଲକ୍ଷ୍ମୀପ୍ରୀୟା ପାଣିଗ୍ରାହୀ ପ୍ରମୁଖ ବିଭିନ୍ନ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like