-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଶ୍ୱ ଏଡସ୍ ଦିବସ ପାଳିତ

02-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ଵ ବିଭିନ୍ନ ସ୍ଥାନରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ସୋନପୁର ବ୍ଲକ ଖମ୍ବେଶ୍ୱରୀପାଲି ସ୍ଥିତ ମା ମାହେଶ୍ୱରୀ ଉଚ୍ଚ  ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଏଡସ୍ ଦିବସ ଅଧ୍ୟକ୍ଷା ସୁଶ୍ରୀ ସ୍ଵପ୍ନା ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଅଧ୍ୟକ୍ଷା ସୁଶ୍ରୀ ମହାପାତ୍ର ଏଡସ ରୋଗର ଭୟାବହତା ଓ ସଚେତନତା ଉପରେ ଆଲୋକପାତ କରିବା ସହ ନିଜେ ସଚେତନ ରହି ଅନ୍ୟ କୁ ମଧ୍ୟ ସଚେତନ ରହିବା ପାଇଁ ଆହ୍ଵାନ  ଦେଇଥିଲେ। ଏହି ସଭାରେ ଅଧ୍ୟାପକ  ନାରାୟଣ ନାୟକ, ମମତା ଦାସ, ମାଧବୀ କର୍ମୀ, ଚୁମକି ନାୟକ ଓ ପ୍ରୀତି ମହାପାତ୍ର ଉପସ୍ଥିତ ଥିଲେ । YRC କାଉନସିଲର ମଦନ ମୋହନ ପୁଟେଲ  ମଞ୍ଚ ପରିଚାଳନା କରିଥିଲେ ଓ DEO ଶ୍ରବଣ ମିଶ୍ର  ଧନ୍ଯବାଦ ଅର୍ପଣ କରିଥିଲେ । ବିଶ୍ଵ ଏଡସ ଦିବସ ଉପଲକ୍ଷେ ଛାତ୍ରଛାତ୍ରୀ ଙ୍କୁ ନେଇ ଏକ ସଚେତନତା ମୂଳକ ପଦଯାତ୍ରା  କରାଯାଇଥିଲା ଓ ବିଭିନ୍ନ ପ୍ରତିଯୋଗିତା କରି କୃତି ଛାତ୍ରଛାତ୍ରୀ ମାନଙ୍କୁ  ସାଟିର୍ଫିକେଟ ଓ ଟ୍ରଫି ପ୍ରଦାନ କରାଯାଇଥିଲା । ସୁରେନ୍ଦ୍ର ମେହେର, ପିଣ୍ଟୁ ମେହେର, ସୁନୀଲ ସେଠି, ବିଘ୍ନେଶ୍ୱର ବାଘ ଓ  ସତ୍ୟନାରାୟଣ ବେହେରା ପ୍ରମୁଖ ସହୋଯାଗ କରିଥିଲେ । 
*ଲଛିପୁର* ସୋନପୁର ବ୍ଲକ ଲଛିପୁର ଗ୍ରାମ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡକ୍ରସ୍ ତରଫରୁ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ଷଡଙ୍ଗୀଙ୍କ ସଭାପତିତ୍ବରେ ଆୟୋଜିତ ଏହି ସଭାରେ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା. ରାମ ପ୍ରସାଦ ପଣ୍ଡା ମୂଖ୍ୟ ଅତିଥି, ପ୍ରାଧ୍ୟାପକ ରମାକାନ୍ତ କର, ଅଧ୍ୟାପିକା  କଲ୍ୟାଣୀ ମିଶ୍ର, ପିଙ୍କି ଦାଶ ଏଡ଼ସ ଉପରେ ଏହାର ଅର୍ଥ, କାରଣ, ଲକ୍ଷଣ, ନିରାକରଣ ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ । କଲ୍ୟାଣୀ ମିଶ୍ର ଏଡ଼ସ ସମ୍ବନ୍ଧୀୟ ଏକ ସୁନ୍ଦର କବିତା ଟିଏ ଆବୃତ୍ତି କରିଥଲେ । ଯୁବ ରେଡକ୍ରସ୍ ସଂଯୋଜକ ଦିଲୀପ ରଞ୍ଜନ ମିଶ୍ର ସଭାର ଉଦ୍ଦେଶ୍ୟ ଜ୍ଞାପନ କରି ଥିବାବେଳେ ଜନ୍ମେଜୟ ସ୍ୱାଇଁ ସଂଯୋଜନା କରିଥିଲେ । ପିଙ୍କି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଶେଷରେ ଏକ ସଚେତନତା ରାଲି ଓ ହ୍ୟୁମାନ ଚେନ୍ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଆୟୋଜିତ କରାଯାଇଥିଲା । ଶେଷରେ  ସଂପୃକ୍ତ ଏଡ଼ସ ବିଷୟରେ ତର୍କ ରଚନା ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମକୁ ସଫଳ କରିବା ଦିଗରେ ଶମ୍ଭୁ ଭୂଷଣ ପଧାନ, କୁଶ ସାହୁ, ମୋହନ ସାହୁ, ହୃଷିକେଶ ପୋଡ଼ ଓ ତପସ୍ୱିନୀ ସାହୁ ସହଯୋଗ କରିଥିଲେ।
*ନାଇକେନପାଲି* ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନାଇକେନପାଲି ପକ୍ଷରୁ ସୋମବାର ଦିନ ବ୍ଲକ ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଏଡ଼ସ୍ ଦିବସ ଗଙ୍ଗାଧର ମେହେର ଉଚ୍ଚ ବିଦ୍ୟାଳୟ, ସାଗରପାଲି ଠାରେ ଡାକ୍ତର ଚିତ୍ତରଞ୍ଜନ ତ୍ରିପାଠୀ, MO ଆୟୁଷ ଙ୍କ ଅଧ୍ୟକ୍ଷତାରେ  କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା l ଉକ୍ତ କାର୍ଯ୍ୟକ୍ରମରେ ପ୍ରସନ୍ନ କୁମାର ସାହୁ, ସ୍କୁଲ ପ୍ରଧାନ ଶିକ୍ଷକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ l AIDs ଦ୍ଵାରା ଘଟୁଥିବା ରୋଗ ଗୁଡିକ ଯୁବ-ସମାଜରେ କିପରି ପ୍ରଭାବ ପକାଉଛି ଏବଂ ଏହାର ପ୍ରତିକାର ବିଷୟରେ ତାଲିମ ଦେଇଥିଲେ । ଡାକ୍ତର ତ୍ରିପାଠୀ ସମ୍ପୂର୍ଣ ଭାବରେ ଛାତ୍ର ଛାତ୍ରୀ ମାନଙ୍କୁ ବୁଝାଇ ଦେଇଥିଲେ  l  ଏହା ସମେତ ଡାକ୍ତର ଲୋପାମୁଦ୍ରା ପଧାନ MO ଆୟୁଷ, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରିଣୀ ନଳିନୀପ୍ରଭା ମେହେର ଏବଂ ଶାନ୍ତନୁ କୁମାର ମେହେର, ସୁପରଭାଇଜର ଙ୍କ ତତ୍ଵାବଧାନରେ ଉକ୍ତ ତାଲିମ ଅନୁଷ୍ଠିତ ହୋଇଥିଲା l ହାଇସ୍କୁଲ ର ଛାତ୍ର/ଛାତ୍ରୀ ମାନଙ୍କ ସହଯୋଗ ରେ ସଚେତନତା କାର୍ଯ୍ୟକ୍ରମ ଏବଂ ରାଲି ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ଏହା ସମେତ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ ଶିକ୍ଷକ ବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like