-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||     

HOME   ଜିଲ୍ଲା

ଏଣିକି ଚୌକି ରେ ବସି ଆଲୋଚନା କରିବେ ଅଭିଯୋଗକାରୀ*- *ସୋନପୁର ବ୍ଲକ ସ୍ତରୀୟ ଜନ ଶୁଣାଣି*-

02-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ,ସୁବର୍ଣ୍ଣପୁର, ଡ଼  ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୬୬ ( ଛଅସଠି ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୫୮ ( ଅଠାବନ) ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୦୮ ( ଆଠ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୬ ( ଛଅ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ କରିଥିଲେ l ଓ ଆସନ୍ତା ଜନ ଶୁଣାଣି ଠାରୁ ଚୌକି ରେ ବସି ଆଲୋଚନା ଓ ଅଭିଯୋଗ କରିବେ ଅଭିଯୋଗକାରୀ ବୋଲି ପରାମର୍ଶ କରିଥିଲେ l ଓ ଜିଲ୍ଲା ର ସବୁଠୁ ଗୁରୁତ୍ୱପୂର୍ଣ୍ଣ  ମଣ୍ଡି କାର୍ଯ୍ଯ କୁ ସୂଚାରୁ ରୂପେ ପରିଚାଳନା କରିବାକୁ ସମସ୍ତ ବିଭାଗୀୟ ଅଧିକାରୀ ଙ୍କୁ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ l ବିଡ଼ିଓ ସୋନପୁର, ଶ୍ରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ  ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ,   ଶ୍ରୀମତି ସୋମ୍ୟାରୂପା ରଥଙ୍କ  ସମେତ  ତହସିଲଦାର,  ଶ୍ରୀମତି ରଶ୍ମିରେଖା  ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ  ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,  ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ଅନେକ ସାମ୍ବାଦିକ  ଯୋଗଦାନ କରିଥିଲେ। ଭୁବନେଶ୍ୱର ରେ ଅନୁଷ୍ଟିତ ଗତ ଜିଲ୍ଲାପାଳ ସମ୍ମିଳନୀ ରେ "ଲୋକ ଙ୍କ ପାଖ କୁ ପହଞ୍ଚ" "ଲୋକ ଙ୍କୁ ସମ୍ମାନ ଦିଅ" ଭଳି ମୁଖ୍ୟମନ୍ତ୍ରୀ ପରାମର୍ଶ  କରିଥିବା ୯ ଗୋଟି ଗୁରୁ ମନ୍ତ୍ର କୁ ପାଳନ କରିବା ବିଷୟ କୁ ଜିଲ୍ଲା ର ବୁଦ୍ଧିଜିବୀ ଜିଲ୍ଲାପାଳ ଙ୍କୁ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026

You Might Also Like