-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ଆୟୁଷ ଛାତ୍ରଛାତ୍ରୀଙ୍କ ଦାବିକୁ ସମର୍ଥନ ଜଣାଇଲା ବଲାଙ୍ଗୀର ନାଗରିକ କମିଟି 

02-Dec-2025



ବଲାଙ୍ଗୀର, ଆଲ୍ ଓଡ଼ିଶା ଆୟୁଷ ଷ୍ଟୁଡେଣ୍ଟସ୍ ଏସୋସିଏସନ୍ ର ଡାକରାରେ ଗତ ୨୪ ତାରିଖରୁ ବଲାଙ୍ଗୀର ଆୟୁର୍ବେଦିକ କଲେଜର ଆୟୁଷ ବିଭାଗର ଛାତ୍ରଛାତ୍ରୀ ମାନେ କଲେଜ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି । ନିଜର କିଛି ଦାବିକୁ ନେଇ ରାଜ୍ୟରେ ଥିବା ସମସ୍ତ ଏ ପର୍ଯ୍ୟନ୍ତ ଆୟୁର୍ବେଦିକ କଲେଜର ଆୟୁସ ଛାତ୍ରଛାତ୍ରୀ ମାନେ ନିଜ ନିଜ କଲେଜ ଗେଟ୍ ସମ୍ମୁଖରେ ଧାରଣାରେ ବସିଥିବା ବେଳେ ରାଜ୍ୟ ଓ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ଛାତ୍ରଛାତ୍ରୀ ମାନଙ୍କ ଦାବିକୁ ଅଣଦେଖା କରିଚାଲିଛନ୍ତି ବୋଲି ଅଭିଯୋଗ ହୋଇଛି । ସ୍ଥାୟୀ ଆୟୁର୍ବେଦିକ ଡାକ୍ତର ପଦବୀ ସୃଷ୍ଟି, ଆୟୁଷ ଛାତ୍ରଛାତ୍ରୀ ମାନଙ୍କ ଇନଟେନସିଭ୍ କୁ ସଠିକ ସମୟରେ ସାରିବା, ଷ୍ଟାଇଫେଣ୍ଡ ବୃଦ୍ଧି ଏବଂ ରାଜ୍ୟର ସମସ୍ତ ଆୟୁଷ କଲେଜରେ ଏନ୍‌ସିଆଇଏସ୍‌ଏମ(NCISM) ଗାଇଡଲାଇନ୍ କୁ ପାଳନ କରିବା ଆଦି ଦାବି ନେଇ ଛାତ୍ରଛାତ୍ରୀ ମାନେ ୯ଦିନ ହେଲା ଧାରଣାରେ ବସିଛନ୍ତି । 

ଛାତ୍ରଛାତ୍ରୀ ମାନଙ୍କ ଦାବିକୁ କଂଗ୍ରେସ ଦଳ ସମେତ ଜିଲ୍ଲା ଓକିଲ ସଂଘ ଓ ଅନ୍ୟାନ୍ୟ ସଂଗଠନ ମାନେ ସମର୍ଥନ କରିଥିବା ବେଳେ ଆଜି ବଲାଙ୍ଗୀର ନାଗରିକ କମିଟିର ଏକ ପ୍ରତିନିଧି ଦଳ ଧାରଣାରତ ଛାତ୍ରଛାତ୍ରୀ ମାନଙ୍କ ସହ ସାମିଲ ହୋଇଥିଲେ । କମିଟିର ସଭାପତି ଡ. ଶ୍ରୀକର ମିଶ୍ର ଛାତ୍ରଛାତ୍ରୀ ମାନଙ୍କ ଦାବିକୁ ସମର୍ଥନ ଜଣାଇ ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇଶଲୱାରଙ୍କୁ ଏକ ସ୍ମରକପତ୍ର ପ୍ରଦାନ କରିବା ସହ ଆଗାମୀ ଦିନରେ ସରକାର ଏହି ଏହାକୁ ଗୁରୁତର ସହ ଗ୍ରହଣ କରିବା ପାଇଁ ଅନୁରୋଧ କରିଛନ୍ତି । ସୂଚନାଯୋଗ୍ୟ ଯେ, ନେସନାଲ ଆୟୁସ ମିସନ୍‌ର ଗାଇଡଲାଇନ୍ ଅନୁଯାୟୀ ସରକାର ବିଭିନ୍ନ ମେଡିକାଲ ପଦପଦବୀ ସୃଷ୍ଟି କରିବା କଥା ତେବେ ଆୟୁର୍ବେଦିକ କଲେଜ ଛାତ୍ରଛାତ୍ରୀଙ୍କ ଅଭିଯୋଗ ହେଲ, ଦୀର୍ଘ ୨୩ ବର୍ଷ ହେଲା ସରକାର ସ୍ଥାୟୀ ଆର‌୍ୟୁବେଦିକ ମେଡିକାଲ ଅଫିସର ପଦବୀ ସୃଷ୍ଟି କରି ନାହାନ୍ତି । ଏହି ସବୁ ଦାବିକୁ ନେଇ ମେଡିକାଲ ଛାତ୍ରଛାତ୍ରୀ ମାନେ ଧାରଣାରେ ବସିଥିବା ବେଳେ ଏ ପର୍ଯ୍ୟନ୍ତ ରାଜ୍ୟସରକାରଙ୍କ ତରଫରୁ କୌଣସି ନିର୍ଦ୍ଦିଷ୍ଟ ପ୍ରତିଶୃତି ନମିଳିବା ଛାତ୍ରଛାତ୍ରୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like