-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଆୟୁଷ ଛାତ୍ରଙ୍କ ଆନ୍ଦୋଳନ ସମର୍ଥନରେ ସରକାରଙ୍କୁ ନାଗରିକ କମିଟି ର ଦାବିପତ୍ର

02-Dec-2025



ବଲାଙ୍ଗିର(ପ୍ରେରଣା ଖବର)- ୩ ଦଫା ଦାବି ନେଇ ଆୟୁଷ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ୯ ଦିନରେ ପହଂଚିଛି । କଳା ବ୍ୟାଚ ପରିଧାନ ସହିତ ରାଜ୍ୟର ୭ଟି ଆୟୁଷ ଭେଷଜ ମହାବିଦ୍ୟାଳୟରେ ଛାତ୍ରୀ ଛାତ୍ରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ସରକାର ଙ୍କ ପକ୍ଷରୁ ଛାତ୍ର ଛାତ୍ରୀଙ୍କ ଦାବି ପୁରଣ ଦିଗରେ କୌଣସି ଆନ୍ତରିକତା ପ୍ରକାଶ ନ ପାଇବା ଛାତ୍ର ଛାତ୍ରୀ ଓ ହାଉସ ସର୍ଜନ ଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ତେଜିବାରେ ଲାଗିଛି । ସୂଚନାଯୋଗ୍ୟ ଯେ ଛାତ୍ର ଛାତ୍ରୀଙ୍କ ଆନ୍ଦୋଳନକୁ ବିଭିନ୍ନ ମହଲ ତଥା ସଂଗଠନ ପକ୍ଷରୁ ସମର୍ଥନ ଜାରି ରହିଛି । ଏହି କ୍ରମରେ ବଲାଙ୍ଗିର ନାଗରିକ କମିଟି ପକ୍ଷରୁ ସଭାପତି ତଥା ବିଶିଷ୍ଟ ସମାଜସେବୀ ଶ୍ରୀକର ମିଶ୍ର ଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳି ସ୍ଥାନୀୟ ତୁଳସିନଗର ସ୍ଥିତ ଆୟୁର୍ବେଦ ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ଆନ୍ଦୋଳନରତ ଛାତ୍ର ଛାତ୍ରୀଙ୍କୁ ଭେଟି ଆଲୋଚନା କରାଯିବା ସହିତ ସମର୍ଥନ ଜ୍ଞାପନ କରାଯାଇଥିଲା ।

ପରବର୍ତ୍ତି ପର୍ଯ୍ୟାୟରେ ବଲାଙ୍ଗିର ଜିଲ୍ଲାପାଳଙ୍କୁ ସାକ୍ଷାତ କରି ନାଗରିକ କମିଟି ପକ୍ଷରୁ ଆୟୁଷ ଛାତ୍ରଙ୍କ ଦାବି ପୁରଣ ନିମନ୍ତେ ଆଲୋଚନା କରାଯାଇଥିଲା ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରେରଣ କରାଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ଆୟୁଷ ଛାତ୍ର ଛାତ୍ରୀଙ୍କ ନ୍ୟାର୍ଯ୍ୟ ଦାବି ପୁରଣ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାନଯିବା ବିଷୟକୁ ନାଗରିକ କମିଟି ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରାଯାଇଛି । ଛାତ୍ର ସଂଗଠନ ପକ୍ଷରୁ ସଭାପତି ଓମ୍ ପ୍ରକାଶ ବେହେରା, ସଂପାଦକ ଅଭିଳାଷ ପଟ୍ଟନାୟକ, ଛାତ୍ର ସଂଘ କର୍ମକର୍ତ୍ତା ଧର୍ମେନ୍ଦ୍ର ଜାଲ, ଅଭିଷେକ ରଥ, ତୃପ୍ତିମୟୀ ମହାପାତ୍ର ପ୍ରମୁଖ ନାଗରିକ କମିଟି ର କର୍ମକର୍ତ୍ତାଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହିତ ଦାବି ପୁରଣ ନ ହେଲେ ଆଗାମୀ ଦିନରେ ଛାତ୍ର ଆନ୍ଦୋଳନ ଭୟାବହ ରୂପ ନେବ ବୋଲି ସରକାରଙ୍କୁ ଚେତାବନି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like