-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ ରେଡ଼କ୍ରସ ପରାମର୍ଶଦାତା ପ୍ରଶିକ୍ଷଣ ଶିବିର

02-Dec-2025



ବୀରମହାରାଜପୁର,  (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି  ଉଚ୍ଚ ବିଦ୍ୟାଳୟଠାରେ ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକସ୍ତରୀୟ ଜୁନିଅର ରେଡ଼କ୍ରସ ପରାମର୍ଶଦାତା ମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି I ଏହି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ସଭାପତିତ୍ୱ କରିଥିଲେ I ଉଦଘାଟନୀ ଉତ୍ସବରେ ପରିଚାଳନା କମିଟି ସଭାପତି ଅଶୋକ କୁମାର ସାହୁ  ଅତିଥି ଭାବରେ ଯୋଗଦେଇ ରେଡ଼କ୍ରସ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ I ପରେ ଆୟୋଜିତ ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷଧିକାରୀ ଶ୍ରୀଯୁକ୍ତ ଘନଶ୍ୟାମ ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବି୍ରାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ l ସମ୍ମାନିତ ଅତିଥି ଭାବରେ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନିରଞ୍ଜନ ଦାଶ, ହିଙ୍ଗିମା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପାଢ଼ୀ,ପୂର୍ବତନ ସରପଞ୍ଚ ଶ୍ରୀଯୁକ୍ତ ଡମ୍ବରୁଧର ସାହୁ, ସାମ୍ବାଦିକ ପିତାମ୍ବର ସାହୁ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ସ୍ୱାସ୍ଥ୍ୟ ସେବା ବନ୍ଧୁତାର ବାର୍ତ୍ତା ପ୍ରଦାନ କରିଥିଲେ lକାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ଜୁନିଅର ରେଡ଼କ୍ରସ ଅଫିସର ଶ୍ରୀଯୁକ୍ତ ରବିଚନ୍ଦ୍ର ପଶାୟତ ପ୍ରଶିକ୍ଷଣ ଶିବିରକୁ ମାର୍ଗଦର୍ଶନ କରିଥବା ବେଳେ ବରିଷ୍ଠ ସାଧନକର୍ମୀ ଚନ୍ଦ୍ରମଣି ବାଘ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l ସାଧନକର୍ମୀ ହୃଷିକେଶ ଚାନ୍ଦ ସଭା ପରିଚାଳନା କରଥିବାବେଳେ ବିସିସି ବୈକୁଣ୍ଠ ନାୟକ   ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ ଓ ବିସିସି ବିଶ୍ୱନାଥ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ । ସାଧନକର୍ମୀ ଚନ୍ଦ୍ରଶେଖର ମହାପାତ୍ର, ବଳରାମ ପୁରୋହିତ, ଜଗଦୀଶ ଦାଶ ଓ ଅମରପାଲି ଉଚ୍ଚ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l ଏହି ଅବସରରେ ଗ୍ରାମରେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା l ସାଧନକର୍ମୀ ଚନ୍ଦ୍ରଶେଖର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ I ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକ ର ପ୍ରାୟ ୫୬ ଟି ସ୍କୁଲ ର�


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like