-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

୭୬ ତମ ଭାରତୀୟ ସମ୍ବିଧାନ ଦିବସ ପାଳିତ

03-Dec-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ  ପକ୍ଷରୁ କଣ୍ଟାମାଳ ବ୍ଲକ ପଲଶାଗୋରା  କଲ୍ୟାଣ ମଣ୍ଡପ ଠାରେ ଦପଲା ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ତଥା ସଂଗଠନର ବରିଷ୍ଠ ଉପ ସଭାପତି ମକରଧ୍ବଜ ମହାନନ୍ଦିଆ ଙ୍କ ଅଧ୍ୟକ୍ଷତାରେ ୭୬ ତମ  " ଭାରତୀୟ ସମ୍ବିଧାନ ଦିବସ "  ପାଳିତ ହୋଇଯାଇଛି  । କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକର ଙ୍କ ଫୋଟ ଚିତ୍ରରେ ପ୍ରଦୀପ ପ୍ରଜ୍ଜ୍ୱଳନ ତଥା ପୁଷ୍ପମାଲ୍ୟ ଅର୍ପଣ ପରେ ସଂଗଠନର ଜିଲ୍ଳା ସାଧାରଣ ସମ୍ପାଦକ ସୁଧାଂଶୁ ଡାଙ୍ଗ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ  ସାମ୍ବିଧାନିକ ଅଧିକାର ଉପରେ ଆଲୋକପାତ କରିଥିଲେ ।  କନ୍ଧମାଳ ଜିଳ୍ଲାର ବିଶିଷ୍ଟ ସମାଜସେବୀ ସୂଜନ ବେହେରା ମୂଖ୍ୟ ଅତିଥି ଭାବେ ଯୋଗଦେଇ ଓଡିଶାର ନକଲି ଦେୱାର ତଥା କେଉଟ , ଧୀବର , କୈବର୍ତ୍ତ ( କେ ଡି କେ ) ମାନଙ୍କୁ ଅନୁସୂଚିତ ଜାତି  ତାଲିକାରୁ ହଟାଇବା ସହିତ ଭାରତୀୟ ସମ୍ବିଧାନ ଉପରେ ଗୁରୁତ୍ୱାରୋପ କରିଥିଲେ  ।  କନ୍ଧମାଳ ଜିଲ୍ଲାର ବରିଷ୍ଠ ସମାଜସେବୀ ତଥା ଆମ୍ବେଦକରର ସ୍ମୃତି କମିଟି ର ସାଧାରଣ ସମ୍ପାଦକ ଡ଼ଃ ସୋମନାଥ ବାଘ ମୁଖ୍ୟବକ୍ତା  ଭାବେ ଯୋଗଦେଇ ଓଡ଼ିଶା ର ନକଲି ଦେୱାର ମାନଙ୍କ ଅନୁସୂଚିତ ଜାତି ତାଲିକା ରେ ଅସାମ୍ବିଧାନିକ ତଥା ଅଗଣତାନ୍ତ୍ରିକ ଭାବେ ସାମିଲ ସହିତ ଅନୁପ୍ରବେଶ କରି ହଡ଼ପ କରୁଥିବା ସାମ୍ବିଧାନିକ ଅଧିକାର ଉପରେ ଗୁରୁତ୍ୱାରୋପ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲାର ବିଶିଷ୍ଟ ଶିକ୍ଷାଵିତ କ୍ଷୀରସାଗର ବିଭାର ସମ୍ମାନୀତ ବକ୍ତା ଭାବେ ଯୋଗଦେଇ ନ୍ୟାୟିକ ବ୍ୟବସ୍ଥା ସହିତ ରାଜରାସ୍ତାରେ ଗଣତାନ୍ତ୍ରିକ ପଦ୍ଧତିରେ ଆରକ୍ଷଣ ର ସୁରକ୍ଷା ଉପରେ ଲଢ଼େଇ ଜାରି ରଖିବାକୁ ଉପସ୍ଥିତ କାର୍ଯ୍ୟକର୍ତ୍ତା ଙ୍କୁ ପରାମର୍ଶ ଦେଇଥିଲେ । ବୌଦ୍ଧ  ଜିଲ୍ଲାର ବରିଷ୍ଠ ସମାଜସେବୀ ତଥା  ଅବସରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଶମ୍ଭୁ ପ୍ରସାଦ ମହାନନ୍ଦିଆ  ଏବଂ ବୌଦ୍ଧ ଜିଲ୍ଲାର ବରିଷ୍ଠ ସମାଜସେବୀ ତଥା  ଅବସରପ୍ରାପ୍ତ ବରିଷ୍ଠ ରାଜସ୍ବ ଅଧିକାରୀ ଦୀନବନ୍ଧୁ ସୁନା  ସମ୍ମାନୀତ ଅତିଥି ଭାବେ ଯୋଗଦେଇ ସଂଗଠନ କୁ ସୁଦୃଡ଼ କରିବା ସହିତ କେ ଡି କେ ମାନଙ୍କୁ ଅନୁସୂଚିତ ଜାତି  ତାଲିକାରୁ ସଂପୂର୍ଣ୍ଣ ହଟାଇବା ପାଇଁ ଜୋରଦାର ଲଢେ଼ଇ କରିବାକୁ ମତବ୍ୟକ୍ତ କରିଥିଲେ  ।  ଉକ୍ତ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ସଂଗଠନର ସହକାରୀ କୋଷାଧ୍ୟକ୍ଷ ଶ୍ରୀନିବାସ ହାତୀ , ଯୁଗ୍ମ ସମ୍ପାଦକ ମାର୍କଣ୍ଡ କଲତା , ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଧରଣୀଧର ବିଭାର , ବିଶ୍ଵନାଥ ସୁନା , ଜ୍ୟୋତି ରଞ୍ଜନ ମହାନନ୍ଦ ଯୋଗଦେଇ  ବାବାସାହେବ ଙ୍କ  ସାମ୍ବିଧାନିକ ଅଧିକାର ଏବଂ  ଅନୁସୂଚିତ ଜାତି  ତାଲିକା ରେ କେ ଡି କେ ମାନଙ୍କ ଅନାଧିକାର ପ୍ରବେଶ ଉପରେ ଆଲୋକପାତ କରିଥିଲେ ।  ଅନ୍ୟମାନଙ୍କ ମଧ୍ୟରେ  ସଂଗଠନର ପଲଶାଗୋରା ପଞ୍ଚାୟତ କମିଟି ସଭାପତି ନରେନ୍ଦ୍ର ଦୀପ , ସମ୍ପାଦକ ପିତାମ୍ବର ବିଭାର , ବରଗାଁ ପଞ୍ଚାୟତ କମିଟି ସଭାପତି ପରମେଶ୍ବର ଛତ୍ରିଆ , ସମ୍ପାଦକ ସୁବାଷ ମହାନନ୍ଦ , ରୁଣ୍ଡିମହୁଲ ପଞ୍ଚାୟତ ବ୍ଲକ ସଂଯୋଜକ ରାଜେନ୍ଦ୍ର ବାଘ , ସମ୍ପାଦକ ପୁରୁଷୋତ୍ତମ ନାଗ , କଣ୍ଟାମାଳ ବ୍ଲକ ସଂଯୋଜକ ରୁଦ୍ର ପ୍ରସାଦ କୁମ୍ଭାର , ବରିଷ୍ଠ ସମାଜସେବୀ ଦିଲ୍ଲିପ ମହାନନ୍ଦିଆ , ଧୃବ ଚରଣ ମହାନନ୍ଦ , ଗଣପତି ନାଗ , ହରିବୋଲ ସୁନା , ଜଗନ୍ନାଥ ସୁନା, ପ୍ରମୁଖ ଶତାଧିକ ସମାଜସେବୀ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ସଂଗଠନର ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ତଥା ଯୁବ ଶିକ୍ଷା ଵିତ  ସଂଜିତ୍ କୁନାର ଜେନା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଶେଷରେ  ଅନ୍ୟତମ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ବିଶ୍ୱଜିତ ହରିପାଲ ଧନ୍ୟବାଦ ଅର୍ପଣ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like