-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||     

HOME   ଜିଲ୍ଲା

ମା ଭଗବତୀ ଫୁଟ୍‌ବଲ୍‌ ପ୍ରତିଯୋଗିତା |

03-Dec-2025



କୁରସୁଡ  (ମନୋଜ କୁମାର ଜୈନ ) ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁରସୁଡ଼ସ୍ଥିତ ମା’ ଭଗବତୀ ମିନି ଷ୍ଟାଡିୟମରେ ମା’ ଭଗବତୀ ଫୁଟ୍‌ବଲ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଫାଇନାଲ ଖେଳ କୁରସୁଡ଼ ଓ ବୋର୍ତା ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଟାଇବ୍ରେକର ଜରିଆରେ କୁରସୁଡ଼ ଦଳ ବିଜୟୀ ହୋଇଥିଲା । ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଜିଲ୍ଲା ପରିଷଦ ସଦସ୍ୟା ଗୀତା ବିଶି ଏବଂ ସମ୍ମାନିତ ଅତିଥି ଜିଲ୍ଲା ପରିଷଦ ସଦସ୍ୟ ସଞ୍ଜୟ ବେହେରା, ରାଜ୍ୟ ସରପଞ୍ଚ ସଂଘ କାର୍ଯ୍ୟକାରୀ ସଭାପତି ବୀରବର ସାହୁ, ଖୋଲାନ ସରପଞ୍ଚ ନରେଶ ଅଗ୍ରୱାଲ, ପୂର୍ବ କୁଶକେଲା ସରପଞ୍ଚ ହରିନାରାୟଣ ମିଶ୍ର, ସାମ୍ବାଦିକ ଅନିଲ ତ୍ରିପାଠୀ, ସାମ୍ବାଦିକ ମନୋଜ କୁମାର ଜୈନ, କୁରସୁଡ଼ ସମିତିସଭ୍ୟ ପପଲୁ ନାଏକ, ସମାଜସେବୀ ସୁଦାମ ମହାରଣା, ଗୋବିନ୍ଦ ଅଗ୍ରୱାଲ, ସଞ୍ଜୀବ ଜୈନ,  ରମେଶ ବିଶି, ମୁନା ସାହୁ, ରାଜୁ ନାଏକ ପ୍ରମୁଖ ଯୋଗଦେଇ ଉଭୟ ଦଳକୁ ପୁରସ୍କୃତ କରିଥିଲେ। ସ୍ବାଗତ ବେହେରା ଖେଳ ପରିଚାଳନା କରିଥିବା ବେଳେ ମୋହନ ସାହୁ ଓ ସଂକୀର୍ତ୍ତନ ଜାନି ଲାଇନ୍‌ରେ ସହଯୋଗ କରିଥିଲେ। ଗୌତମ ସାହୁ ଧାରା ବିବରଣୀ ଦେଇଥିଲେ। ଆୟୋଜକ କମିଟିର ପିଙ୍କୁ, ରାମ, ଧନଞ୍ଜୟ, ଆକାଶ, ନରେନ, ମାନସ, ସୁଜିତ, ପ୍ରକାଶ, ଯାଦବ, ବନମାଳୀ, କୁଳମଣି, ରୁମାନ, ତପନ, ବୁଲୁ, ବିକାଶ, କୃପତି, ଜଗନ, ବିଜୁ, ଜନ୍, ରୁଦ୍ର, ଫାଲ୍‌ଗୁନୀ, ସୁଜା, ଜଟ, ରିକୁ, ଟୁନୁ, ଗୋଳାପ, ଗୋପୀକାନ୍ତ, ଘିନୁ, ଆକାଶ, ଦୀପକ ପ୍ରମୁଖ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026

You Might Also Like