-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଚରଦା ଶୈବପୀଠରେ ନବକୁଣ୍ଡିୟ ଗୀତା ଜୟନ୍ତୀ(ବ୍ରାହ୍ମଣ ପାଠ କଲେ ଭାଗବତ ଗୀତା)

03-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଏ ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ବିନିକା ବ୍ଲକ ଅନ୍ତର୍ଗତ ଚରଦା ବାବା କପିଳେଶ୍ୱର ପୀଠରେ ବୁଧବାର ୬୩ତମ ଗୀତା ଜୟନ୍ତୀ ପାଳନ ଅବସରରେ ନବକୁଣ୍ଡିୟ ଗୀତା ଜୟନ୍ତୀ ପୂଜାର୍ଚ୍ଚନା ଭକ୍ତିମୟ ପରିବେଶରେ ଅନୁଷ୍ଟିତ ହୋଇଯାଇଛି । ଗୀତା ଜୟନ୍ତୀ ପରିପ୍ରେକ୍ଷୀରେ ବ୍ରହ୍ମ ସମାଜ ପକ୍ଷରୁ ପୀଠରେ ଯଜ୍ଞ ମନ୍ତ୍ର ପାଠ ସହ ଭାଗବତ ପଠନ କାର୍ଯ୍ୟକ୍ରମରେ ସାରା ଅଞ୍ଚଳ ପ୍ରକମ୍ପିତ ହେବା ସହ ଭକ୍ରିମୟ ପରିବେଶ ସୃଷ୍ଟି କରିଥିଲା  ଆଖ ପାଖ ଅଞ୍ଚଳରୁ ବହୁ ବ୍ରାହ୍ମଣ ଏଥିରେ ଯୋଗଦେଇ ଭଗବତ ଗୀତା ପଠନ କରିଥିଲେ ।ଗୀତାର ୧୮ଅଧ୍ୟାୟ ପର୍ଯ୍ୟନ୍ତ ପଠନ ହେବା ସହ ପ୍ରତି ଶ୍ଳୋକରେ ଆହୁତି ପ୍ରଦାନ କରାଯାଇଥିଲା।ଘରେ ଘରେ ଭଗବତ ଗୀତାରେ ରହିଥିବା ପ୍ରଭୁଙ୍କ ବାଣୀ ପ୍ରଚାର ପ୍ରସାର କରିବା ସହ ଶାନ୍ତି, ମୈତ୍ରୀ,ପ୍ରୀତି,ସଂଯମତା ରକ୍ଷା ପାଇଁ ଓ ସମାଜର ମଙ୍ଗଳ ପାଇଁ  ବାର୍ତ୍ତା ବୋଲି ଗୀତା ଜୟନ୍ତୀରେ ଯୋଗଦେଇଥିବା ଶ୍ରୀକ୍ଷେତ୍ର ପୁରୀ ରାମଜୀ ମଠର ମହନ୍ତ ବଂଶୀଧର ଜୀ ମହାରାଜ ପ୍ରକାଶ କରିଛନ୍ତି ।ଦୀର୍ଘ ୧୨ବର୍ଷରେ ଚଳିତ ବର୍ଷ ନବକୁଣ୍ଡିୟ ମହାଯଜ୍ଞ ହୋଇଥିବାରୁ ଶୈବପୀଠରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ଓ ଆଧ୍ୟାତ୍ମିକ ପ୍ରେମୀଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା ଏଥିରେ କର୍ତ୍ତା ଭାବେ ଜବଦା ଗ୍ରାମର ପ୍ରମୋଦ ପଣ୍ଡା ଓ ତାଙ୍କ ଧର୍ମପତ୍ନୀ ରିତା ପଣ୍ଡା,କଇନ୍ତରା ଗ୍ରାମର ପ୍ରେମରାଜ ପତି ଓ ରଞ୍ଜିତା ପତି,ଭଣ୍ଡାର ଗ୍ରାମର ସୁରଥ ପତି ଓ ଝରଣା ପତି,ଶଙ୍କରା ଗ୍ରାମର ବିକ୍ରମାଦିତ୍ୟ ଶତପଥୀ ଓ ସୁସ୍ମିତା ଶତପଥୀ, ସିଲାଟି ଗ୍ରାମର କୃତାର୍ଥ ପୁରୋହିତ ଓ ସସ୍ମିତା ପୁରୋହିତ,ଘୋଡାଧର ଗ୍ରାମର ମନୋଜ ପୂଜାହାରୀ ଓ ପ୍ରମିଳା ପୁଜାହାରୀ,କୌଡ଼ିଆମୁଣ୍ଡା ଗ୍ରାମର ଦୀନବନ୍ଧୁ ନାୟକ ଓ ଅନସୁୟା ନାୟକ,ସେଲେଡି ଗ୍ରାମର ସନ୍ତୋଷ ତ୍ରିପାଠୀ ଓ ତପସ୍ଵିନୀ ତ୍ରିପାଠୀ,ଘୋଡାଧାର ଗ୍ରାମର ନରସିଂହ ପୂଜାହାରୀ ଓ ଶାନ୍ତିଲତା ପୂଜାହାରୀ ପ୍ରମୁଖ କର୍ତ୍ତା ଦାୟିତ୍ଵ ନିର୍ବାହ କରିଥିଲେ।ଗୀତା ଜୟନ୍ତୀ କମିଟି ସଭାପତି ସୋମିତ୍ରି ପତି,ସମ୍ପାଦକ ହୃଷୀକେଶ ହୋତା,ଉପ ସଭାପତି ଗୋପାଲଜି ହୋତା,ସହ ସମ୍ପାଦକ ଅଜିତ ଦାଶ ପ୍ରମୁଖଙ୍କ ସମେତ କମିଟି କର୍ମକର୍ତ୍ତାଙ୍କ ପ୍ରତେକ୍ଷ ତତ୍ତ୍ୱାବଧାନରେ ଏବଂ ମନ୍ଦିର କମିଟି,ସେବାୟତ ଓ ଅଞ୍ଚଳର ବହୁ ଶ୍ରଦ୍ଧାଳୁ ଭକ୍ତମାନଙ୍କ ସହଯୋଗରେ ଏହି ମହାଯଜ୍ଞ ମହାସମାରୋହରେ ସମ୍ପନ୍ନ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like