-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ -୨୦୨୫ ପାଳିତ*

03-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ -୨୦୨୫ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନ ୯.୩୦ ଟା ବେଳେ ସୁବର୍ଣ୍ଣପୁର ଡି.ଡି.ଆର୍.ସି କାର୍ଯ୍ୟାଳୟ ଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ତହସିଲ ଅଫିସ ଛକ, ପୁରୁଣା ଡାକ୍ତରଖାନା ଛକ,  ନଳିନୀ ଛକ ଦେଇ ନୂତନ ଟାଉନ ହଲ ଠାରେ ପହଞ୍ଚିଥିଲା । ଏହି ଶୋଭାଯାତ୍ରାରେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍ଵତନ୍ତ୍ର ଭିନ୍ନକ୍ଷମ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ ଓ ବିଭିନ୍ନ ପ୍ରକାର ସ୍ଲୋଗାନ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଇଥିଲେ । ଏହି ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଟାଉନହଲ ଠାରେ ପୂର୍ବାହ୍ନ ୧୦.୩୦ ଟା ବେଳେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଵତନ୍ତ୍ର ଭିନ୍ନକ୍ଷମ ବିଦ୍ୟାଳୟ ଗୁଡିକରୁ ଆସିଥିବା ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ସେମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭା ଗୁଡିକୁ ଗୀତ, ନାଚ, ଅଭିନୟ ଏକାକୀ ଓ ଦଳଗତ ଭାବରେ ପ୍ରଦର୍ଶନ କରିଥିଲେ । ମଧ୍ୟାହ୍ନ ଭୋଜନ ପରେ ଏକ ସଭା ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ, ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ସଚିବ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଦେବାଶିଷ ଦାଶ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ, ଡ଼. ଉଷାରାଣୀ ଦାଶ ଓ ଅର୍ଜୁନ ମାଝୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ । ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ - ୨୦୨୫ ଉପଲକ୍ଷେ ସେମାନଙ୍କର ବାର୍ତ୍ତା ଅଭିଭାଷଣ ମାଧ୍ୟମରେ ପ୍ରକାଶ କରିଥିଲେ । ଶେଷରେ ଗତ ୦୨ ତାରିଖ ଦିନ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା କ୍ରୀଡ଼ା ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି ଦିବସ ପାଳନ ପାଇଁ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟର କର୍ମଚାରୀମାନଙ୍କ ସମେତ ଜିଲ୍ଲାର ସମସ୍ତ ବ୍ଲକର ବ୍ଲକ ସ୍ତରୀୟ  ସାମାଜିକ ସୁରକ୍ଷା ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ । ଏହି ଅବସରରେ ଜିଲ୍ଲାର ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like