-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣ ଲୋକ ମହୋତ୍ସବ ପାଇଁ ସାଂସ୍କୃତିକ କମିଟି ର ବୈଠକ* - *ମହୋତ୍ସବ କୁ ସ୍ଵଚ୍ଛ,ସୁନ୍ଦର ଓ ସ୍ମରଣୀୟ କରିବାକୁ ସମସ୍ତ ଙ୍କ ସହଯୋଗ ଲୋଡିଲେ ଜିଲ୍ଲାପାଳ*

03-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ର ସୁବର୍ଣ୍ଣ ଲୋକ ମହୋତ୍ସବ ପାଇଁ ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସାଂସ୍କୃତିକ କମିଟି ର ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଡ଼.ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଲୋକ ମହୋତ୍ସବ ହେଉଛି ଲୋକଙ୍କର ମହୋତ୍ସବ, ପ୍ରଶାସନ କେବଳ କୋଡି ନେଟର ମାତ୍ର, ଅତୀତ ର ଦୋଷ ଦୁର୍ବଳତା କୁ ସମାଲୋଚନା ନ କରି ଏ ବର୍ଷ ମହୋତ୍ସବ ଟି କେମିତି ସ୍ଵଚ୍ଛ, ସୁନ୍ଦର ଓ ସ୍ମରଣୀୟ ହୋଇ ପାରିବ ସେ ଦିଗରେ ସମସ୍ତେ ଯାତ୍ନ ବାନ ହେବାକୁ ବୈଠକ ରେ ଜିଲ୍ଲାପାଳ ଅନୁରୋଧ  କରିଥିଲେ l  ଆସନ୍ତା ଜାନୁୟାରୀ ୭ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁଥିବା ଏହି ମହୋତ୍ସବ ର ପ୍ରତିଦିନ ସଂଧ୍ୟା ରେ ହେବାକୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଶୁଭାରମ୍ଭ ଦିନ ମା ସୁରେଶ୍ଵରୀ ଙ୍କ ମନ୍ଦିର ଠାରୁ ଏକ ଥିଏଟର ମାର୍ଚ୍ଚ ରେ ଜିଲ୍ଲା ର  ଏକ ହଜାର କଳାକାର ଯୋଗ ଦେବାପାଇଁ ବୈଠକରେ ପ୍ରସ୍ତୁତି ପାଇଁ ନିଷ୍ପତ୍ତି  ହୋଇଥିଲା। ଏଥିପାଇଁ ପ୍ରତି ବ୍ଲକର କଳାକାର ସଂସ୍କୃତି ସଂଘ ର ଉପ ସଭାପତିଙ୍କୁ ଦାୟିତ୍ଵ ଦିଆଗଲା। ପ୍ରତି କାର୍ଯ୍ୟକ୍ରମ ରେ ଲୋକ ସଂସ୍କୃତି ଆଧାରିତ ଲୋକଗୀତ, ଲୋକନୃତ୍ୟ ଉପରେ ଗୁରୁତ୍ବ ଦିଆଯିବ। ପ୍ରତିଦିନ ପଶ୍ଚିମ ଓଡ଼ିଶାର ଜଣେ ଜଣେ ବିଶିଷ୍ଟ ଲୋକଗାୟକ ମାନଙ୍କୁ ସୁଯୋଗ ଦେବା ସହ ସୁବର୍ଣ୍ଣପୁର ଜିଲ୍ଲା ର  ଲୋକଗୀତ କଳାକାର ଙ୍କୁ ମଧ୍ୟ ଅଗ୍ରାଧିକାର ଦିଆଯିବାପାଇଁ ନିଷ୍ପତ୍ତି ହେଇଥିଲା। ଜିଲ୍ଲା ର ଲୁକ୍କାୟିତ ପ୍ରତିଭା ତଥା କଳା କୁ ପ୍ରାଥମିକତା ଦେବାପାଇଁ ପ୍ରସ୍ତାବ ନିଆଗଲା। ଆଜିର ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅଞ୍ଜଲିନା ପ୍ରଧାନ ବୀରମହାରାଜପୁର ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର,  ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଜମୁନା ପ୍ରଧାନ, ନାଟ୍ୟଶ୍ରୀ ଗଦାଧର ବାରିକ, ଦିଲ୍ଲୀପ ପାତ୍ର,ସାସ୍ଵତ ତ୍ରିପାଠୀ, ଶ୍ରଦ୍ଧାଞ୍ଜଳି ମିଶ୍ର,ବେଣୀମାଧବ ବେଦବାକ, ମାନଭଞ୍ଜନ ମିଶ୍ର, ଦେବାଶିଷ ପଟ୍ଟନାୟକ,ଚୈ।ଧୁରୀ  ବିଭାର, ଅବିନାଶ ହୋତା, ରମେଶ ପ୍ରଧାନ , ସୁରେଶ ରଥ, ଶତୃଘ୍ନ ଲୁହା, ଉମେଶ କୁମ୍ଭାର, ନିରାକାର ଦେହେରୀ, ଲକ୍ଷ୍ମୀପ୍ରୀୟା ପାଣିଗ୍ରାହୀ ପ୍ରମୁଖ ବିଭିନ୍ନ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like