-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ଦିବ୍ୟାଙ୍ଗ ଦିବସ ପାଳିତ

03-Dec-2025



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ):   ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗର ପ୍ରଧାନ ଶିକ୍ଷକ ରାମ ନାରାୟଣ ଦାଶଙ୍କ ମାର୍ଗଦର୍ଶନ ଓ ବରିଷ୍ଠ ଶିକ୍ଷକ ଲିଙ୍ଗରାଜ ନନ୍ଦଙ୍କ ପରିଚାଳନାରେ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅବସର ପ୍ରାପ୍ତ ପୂର୍ବତନ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କେରମେଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ ମିଶ୍ର ଓ ସମ୍ମାନିତ ଅତିଥି ଭାବେ ଡେଙ୍ଗ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଝଶକେତନ ମେହେର ଯୋଗଦେଇଥିଲେ ।ଦିବ୍ୟାଙ୍ଗମାନେ ସମାଜର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ଅତିଥିଗଣ ମତ ରଖିଥିଲେ। ଚଳିତ ବର୍ଷର ବିଷୟବସ୍ତୁ ସାମାଜିକ ପ୍ରଗତିକୁ ଆଗକୁ ବଢ଼ାଇବା ପାଇଁ ବିକଳାଙ୍ଗ-ସମାବେଶୀ ସମାଜକୁ ପ୍ରୋତ୍ସାହିତ କରିବା ଉପରେ ଆଲୋଚନା କରାଯାଇଥିଲା। ପୂର୍ବରୁ ବିଦ୍ୟାଳୟରୁ ମ୍ୟାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ମାର୍କ ରଖିଥିବା ଦୁଇଜଣ ଦିବ୍ୟାଙ୍ଗ ସତ୍ୟନାରାୟଣ ବକୁଳ ଓ ସ୍ବାଧୀନ ଜାନୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଶିକ୍ଷକ ସୁଦର୍ଶନ ଦାଶ ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ତପସ୍ଵିନୀ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷକ କୃପାସିନ୍ଧୁ ମିଶ୍ର, ସମୀର ସେଠି, ଦୀପକ ସେନ ଧରୁଆ, ବୃନ୍ଦାବନ ଭୂଏ, ଅବିନାଶ ଭୋଇ, ଦେବେଶ ହୋତା, ମନରଞ୍ଜନ ପରିଡ଼ା, ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, କାନ୍ତି ଭୋଇ, ଦ୍ରୌପଦୀ ଭୋଇ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like