-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

"ଦିବ୍ୟାଙ୍ଗ ଶିଶୁ ମାନେ ଆମ ସମାଜର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ "

03-Dec-2025



ବଲାଙ୍ଗୀର( ପ୍ରେରଣା ଖବର): ସମଗ୍ର ଶିକ୍ଷା ବଲାଙ୍ଗୀର ତରଫରୁ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ସକାରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଜିଲ୍ଲା ସ୍ତରୀୟ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା ସମାରୋହ-୨୦୨୫ ଅନୁଷ୍ଠିତ ହୋଇଯାଇଛି।ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ତଥା ଏହି କାର୍ଯ୍ୟକ୍ରମର ନୋଡାଲ ଅଫିସର ସେବାଶ୍ରୀ ଭୋଇ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ,ସମ୍ମାନୀତ ଅତିଥି ଭାବେ ବଲାଙ୍ଗୀର ସଦର ବ୍ଳକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ,ବିଇଡି କଲେଜ ର

ଆସିଷ୍ଟାଣ୍ଟ ପ୍ରଫେସର ଡ.ସୁଧାଂଶୁଵାଲା ତ୍ରିପାଠୀ,ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର,ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜକ ପ୍ରଶାନ୍ତ ସରାଫ ଯୋଗଦେଇଥିଲେ।ମୁଖ୍ୟ ଅତିଥି ଶ୍ରୀ ନାଗ ନିଜ ବକ୍ତବ୍ୟରେ ଦିବ୍ୟାଙ୍ଗ ଶିଶୁ ମାନେ ଆମ ସମାଜର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ସମାଜର ସକ୍ରିୟ ଓ ସମାନ ସଦସ୍ୟ ଭାବେ ସେମାନଙ୍କୁ ଗଢି ତୋଳିବା ପାଇଁ ଶିକ୍ଷା ସହ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତାର ଭୂମିକା ଅତ୍ୟନ୍ତ ଗ୍ରୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।ଏହି ଅବସରରେ ଆୟୋଜିତ ଜୁନିଅର ବିଭାଗର ସଂଗୀତ ପ୍ରତିଯୋଗିତାରେ ପ୍ରଥମ ସମୀର ଷାଣ୍ଢ,ଦ୍ଵିତୀୟ ମମିତା ସାହୁ ଏବଂ ତୃତୀୟ ବବିତା ତ୍ରିପାଠୀ,ମ୍ୟୁଜିକ ଚେୟାର ରେ ପ୍ରଥମ ଶ୍ରଦ୍ଧାଞ୍ଜଳି ଜାଲ, ଦ୍ଵିତୀୟ ହେମନ୍ତ ଦେଓ,ତୃତୀୟ ପୁଷ୍ପେନ୍ଦ୍ର ବଛା,ବକ୍ତୃତା ରେ ପ୍ରଥମ ସଗୁନ କୁଅଁର, ଦ୍ଵିତୀୟ ଅନୁଭବ ସାହୁ,ତୃତୀୟ ପ୍ରାଚୀ ସ୍ୱାଇଁ,ଚାମଚ ଦୌଡ ପ୍ରତିଯୋଗିତାରେ ପ୍ରଥମ କେଶବ ସା,ଦ୍ଵିତୀୟ ମୋହନ ଦଳାଇ,ତୃତୀୟ ସ୍ଥାନ ପରମେଶ୍ୱର ପଧାନ ଅଧିକାର କରିଥିବା ବେଳେ ସିନିଅର ବିଭାଗର ବକ୍ତୃତା ପ୍ରତିଯୋଗିତାରେ ପ୍ରଥମ ଆରାଧ୍ୟା ବିଶି,ଦ୍ଵିତୀୟ ହରିପ୍ରିୟା ଛାତ୍ରୀୟା, ତୃତୀୟ ଅନ୍ବେଷ କୁମ୍ଭାର ସେହିପରି ସଂଗୀତ ପ୍ରତିଯୋଗିତାରେ ପ୍ରଥମ ଈଶ୍ୱର ହରପାଳ,ଦ୍ଵିତୀୟ ନେହା ପୁଟେଲ,ତୃତୀୟ ଅଲିଶା ଛତ୍ରିଆ,ଚାମଚ ଦୌଡ ପ୍ରତିଯୋଗିତା ରେ ପ୍ରଥମ ମୋହିନୀ ମାଝୀ,ଦ୍ଵିତୀୟ, ତିଲୋତ୍ତମ ଜାନି,ତୃତୀୟ ରାହୁଲ କୁମାର ଖୁଆସ,ମ୍ୟୁଜିକ ଚେୟାରରେ ପ୍ରଥମ ରମାକାନ୍ତ ସୁନାନୀ,ଦ୍ଵିତୀୟ ଭଂଜନୀ ମାଝୀ ଏବଂ ପୁଷ୍ପାଞ୍ଜଳି ମେହେର ତୃତୀୟ ସ୍ଥାନ ଅଧିକାର କରିଥିଲେ।ଉଦଯାପନୀ ଉତ୍ସବରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ,ପ୍ରବୀର କୁମାର ପଣ୍ଡା,ରୀନା କୁମାରୀ ବେହେରା,

ସଇଁତଳା ବିଇଓ ଦିଲୀପ ଯୋଶୀ,ବଲାଙ୍ଗୀର ସଦର ବ୍ଲକ ବିଇଓ ନୀଳମଣି ପଟେଲ ପ୍ରମୁଖ ଯୋଗଦେଇ କୃତୀ ଛାତ୍ରଛାତ୍ରୀମାନଙ୍କୁ  ପୁରସ୍କୃତ କରିଥିଲେ।କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ବିଆରଟି ଅଳକା ଦାଶ। ଜିଲ୍ଲାର ୧୪ଗୋଟି ବ୍ଲକ ର ସମସ୍ତ ବ୍ଲକ ସାଧନକର୍ମୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସହ ତାଙ୍କ ଅଭିଭାବକ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like