-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଓଷ୍ଟା ର ଆହ୍ଵାନ ରେ ଆନ୍ଦୋଳନ ପାଇଁ ରଣସଜ୍ଜା ପ୍ରସ୍ତୁତି ନେଇ ଅତାବିରା ବ୍ଲକ ସ୍ତରୀୟ କନଭେନସନ୍

03-Dec-2025



ଅତାବିରା(ଆକାଶ ମିଶ୍ର): ଶିକ୍ଷା ବ୍ୟବସ୍ଥା ଓ ଶିକ୍ଷାୟତନକୁ ସୁଦୃଢ଼ କରିବା ତଥା  ଶିକ୍ଷକ ଓ ଛାତ୍ର ମାନଙ୍କ ଅଧିକାର ପାଇଁ  କାର୍ଯ୍ୟ  କରି ଆସୁଥିବା, ସ୍ଵାଧୀନତା ର ପୂର୍ବରୁ ସଂଗଠିତ  ସର୍ବ ପୁରାତନ  ଶିକ୍ଷକ ସଂଘ /ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଗଠନ ଓଷ୍ଟା ର ସାଧାରଣ ସମ୍ପାଦକ ରଞ୍ଜନ ଦାଶଙ୍କ ଆହ୍ଵାନ ତଥା  ନିର୍ଦ୍ଦେଶ କ୍ରମେ ଦାବି ହାସଲକୁ ନେଇ  ଆସନ୍ତା ୧୦ତାରିଖରେ  ହେବାକୁ ଥିବା ଆନ୍ଦୋଳନ ପାଇଁ ଓଡ଼ିଶାର ପ୍ରତି ବ୍ଲକ ରେ ଆଜି ରଣସଜ୍ଜl ର ପ୍ରସ୍ତୁତି ଚାଲିଛି । ଏ ନେଇ ଆଜି ବରଗଡ଼ ଜିଲ୍ଲା ଅତାବିରା  ବ୍ଲକ ଅନ୍ତର୍ଗତ ଲାଦର ପାଲି ରାମଚଣ୍ଡୀ ମନ୍ଦିର  ପରିସରରେ ଅତାବିରା ବ୍ଲକ ସ୍ତରୀୟ କନଭେନସନ୍  ଅନୁଷ୍ଠିତ ହୋଇଥିଲା । ଓଷ୍ଟା ବ୍ଲକ ସଭାପତି ବାଳମୁକୁନ୍ଦ ସାହୁଙ୍କ  ସଭାପତିତ୍ବରେ ଆୟୋଜିତ ଏହି କନଭେନସନ୍  କ୍କୁ  ବ୍ଲକ ସମ୍ପାଦକ ପ୍ରସନ୍ନ ବେହେରା ପରିଚାଳିତ କରିଥିଲେ ।ଏହି  ସଭାରେ ଶିକ୍ଷକ ମାନଙ୍କ  ପାଇଁ ସଂଘ ପକ୍ଷରୁ ରଖାଯାଇଥିବା  ନ୍ୟାର୍ଯ୍ୟ ଦାବି ସମୂହ ଯଥା  ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପୁରୁଣା  ପେନସନ  ପ୍ରଦାନ, ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ ଓ ଅବସର ବୟସ ୬୦ ରୁ ୬୨ କୁ ବୃଦ୍ଧି ଆଦି ଉପରେ ଆଲୋଚନା କରିବା ସହ  ଆନ୍ଦୋଳନର ରୂପରେଖ ପ୍ରସ୍ତୁତ କରାଯାଇଥିଲା । ନିଜର ହକ ପାଇବା ପାଇଁ ସଂଘ ପକ୍ଷରୁ ଦିଆଯାଇଥିବା   ଆନ୍ଦୋଳନ   ଡାକରାରେ ସମସ୍ତେ ସାମିଲ ହୋଇ ଏହାକୁ ସଫଳ କରିବା ପାଇଁ ସମସ୍ତଙ୍କ ଯୋଗଦାନ ନିହାତି ଆବଶ୍ୟକ ବୋଲି ସଭାପତି ଶ୍ରୀଯୁକ୍ତ ସାହୁ କହିଥିଲେ ।ଅନେକ ଶିକ୍ଷକ ଆଜି ରିକ୍ତ ହସ୍ତରେ ଅବସର ନେଇ  ରାସ୍ତା କଡ଼ରେ ପରିବା ବିକ୍ରୀ କରି ପରିବାର ପ୍ରତିପୋଷଣ କରୁଥିବା ଶିକ୍ଷକ ସମାଜ ପାଇଁ ଏକ ଅବାନ୍ତର ,ଅଶୋଭନୀୟ  ତଥା ଶିକ୍ଷକ ପ୍ରତି ସରକାରଙ୍କ ବୈମାତୃକ ମନୋଭାବ ବୋଲି ସମସ୍ତେ  ପ୍ରତିକ୍ରିୟା ପ୍ରକାଶ କରିଥିଲେ ।
ଏହି ବୈଠକରେ ଓଷ୍ଟା ବ୍ଲକସ୍ତରୀୟ ଶିଶୁ ମେଳା ପାଇଁ ମଧ୍ୟ  ଯୋଜନା ପ୍ରସ୍ତୁତ କରାଯାଇଥିଲା ।ଜିଲ୍ଲା ଉପସଭାପତି ସଚ୍ଚିଦାନନ୍ଦ ପ୍ରଧାନ, ଅନୁସୂୟା ଦେବତା, ଜିଲ୍ଲା ଯୁଗ୍ମ ସମ୍ପାଦକ ଯାଦବ ପ୍ରଧାନ, ବ୍ଲକ   ଉପ ସଭାପତି ସରମା ନାଏକ, ଯୁଗ୍ମ ସମ୍ପାଦକ ପୁରନ୍ଦର ପ୍ରଧାନ, ଜିଲ୍ଲା ସଂଯୋଜକ  ତଥା ବରିଷ୍ଠ ସଦସ୍ୟ ହିମାଂଶୁ ସାହୁ,  ବଳରାମ ସାହୁ,  ଲଳିତ ଗଡତିଆ, ଦୀପକ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।ଶେଷରେ ପୁରନ୍ଦର ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like