-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ରାହ୍ମଣ ସମାଜ ପକ୍ଷରୁ ଗୀତା ଜୟନ୍ତୀ

04-Dec-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ ବୁଧବାର ସମାଜର ଅସ୍ଥାୟୀ କାର୍ଯ୍ୟାଳୟ ନଳିନୀ ନିବାସ ଠାରେ ଗୀତା ଜୟନ୍ତୀ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି  l   ସମାଜର ସଭାପତି ସନ୍ତୋଷ କୁମାର ବିଶି ଙ୍କ ତତ୍ୱାବଧାନ ଓ ପୂର୍ବତନ ସଭାପତି ବସନ୍ତ ମିଶ୍ରଙ୍କ ସଂଯୋଜନା ରେ ଆଡମ୍ବର ଭାବେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l  କଣ୍ଟାମାଳ ବ୍ରହ୍ମ ସମାଜର ସମସ୍ତ ସଦସ୍ୟ ମାନଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ଓ ଗୋପାଳ ସହସ୍ର ନାମ ପାଠ କରାଯାଇଥିଲା  l 

ଏଥିରେ ସିଦ୍ଧେଶ୍ୱର ପାଣିଗ୍ରାହୀ ଓ ପତ୍ନୀ ଶ୍ରୀମତୀ ଅଙ୍କିତା ପାଣିଗ୍ରାହୀ ଯଜ୍ଞ କର୍ତ୍ତା ଦାୟିତ୍ୱ ତୁଲାଇଥିବାବେଳେ ରାଜକିଶୋର ମିଶ୍ର ଓ ଯଜ୍ଞସେନ ମିଶ୍ର ଯଜ୍ଞ କାର୍ଯ୍ୟରେ ପୌରୋହିତ୍ୟ କରିଥିଲେ  l  ସେହିପରି ବ୍ୟାସ ଭାବେ ପଣ୍ଡିତ ସନତ କୁମାର ମିଶ୍ର ଭଗବତ ଗୀତା ପାଠ କରିଥିଲେ  l  ବ୍ରାହ୍ମଣ ସମାଜର ସର୍ଵଶ୍ରୀ ବସନ୍ତ କୁମାର ମିଶ୍ର, ଘନଶ୍ୟାମ ମିଶ୍ର, ବେଦବର ପାଣି,ପୂର୍ଣଚନ୍ଦ୍ର ମିଶ୍ର, ନବୀନ କୁମାର ବିଶି, ଶିବ ଚରଣ ବିଶି, ରମେଶ କୁମାର ପାଣିଗ୍ରାହୀ, ରଘୁନାଥ ପାଣିଗ୍ରାହୀ, ବସନ୍ତ ପାଢ଼ୀ, ଆନନ୍ଦ ଚନ୍ଦ୍ର ପାଢ଼ୀ,ହରିବନ୍ଧୁ ପୁରୋହିତ, ବିଜୟ କୁମାର ପାଣିଗ୍ରାହୀ ସମେତ ବହୁ ମହିଳା ଓ ପୁରୁଷ ସଦସ୍ୟ /ସଦସ୍ୟା ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l  କାର୍ଯ୍ୟକ୍ରମ ଶେଷରେ ସାମୁହିକ ପ୍ରସାଦ ସେବନ ହୋଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like