-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||     

HOME   ରାଜ୍ୟ

ସୁଟିଂ ଫ୍ଲୋରରେ ଓଡ଼ିଆ ଚଳଚ୍ଚିତ୍ର ‘ଲାଇନ୍‌ବାଲା’,ଏକ ସତ୍ୟ ଏବଂ ଜୀବନର ଗତାନୁଗତିକ କାହାଣୀ

04-Dec-2025



ଶ୍ରୀହରି ମୋସନ ପିକ୍ଚର୍ସ ବ୍ୟାନରରେ ଶ୍ରୀ ସୁଶାନ୍ତ ମହାନ୍ତିଙ୍କ ପ୍ରଯୋଜନାରେ ନିର୍ମାଣାଧୀନ ଚଳଚ୍ଚିତ୍ର ‘ଲାଇନ୍‌ବାଲା’ ଏକ ସତ୍ୟ ଏବଂ ଜୀବନର ଗତାନୁଗତିକ କାହାଣୀକୁ ନେଇ ସୁଟିଂ ଫ୍ଲୋରକୁ ଯାଇଛି l  ଏକ ନିଚ୍ଛକ କାହାଣୀକୁ ନେଇ ନିର୍ମାଣ ହେଉଛି 'ଲାଇନ୍‌ବାଲା’ l ସୁଶାନ୍ତ ମହାନ୍ତି କାହାଣୀ ରଚନା କରିଥିବା ବେଳେ ଚିତ୍ରନାଟ୍ୟ, ସଂଳାପ ଓ ନିର୍ଦ୍ଦେଶନା ଭାର କାନ୍ଧେଇଛନ୍ତି ବହୁ ଅଭିଜ୍ଞ ନିର୍ଦ୍ଦେଶକ ନିରଞ୍ଜନ ବେହେରା l ଓଲିଉଡ଼ର ଟ୍ରେଣ୍ଡିଂ ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଉଛନ୍ତି l
 ଅଭିନେତା ସମ୍ବିତ ଆଚାର୍ଯ୍ୟ ନାୟକ ଭୂମିକାରେ ଅଭିନୟ କରୁଛନ୍ତି ଏବଂ ତାଙ୍କ ବିପକ୍ଷରେ ନାୟିକା ଭାବେ ନଜର ଆସୁଛନ୍ତି ସ୍ବପ୍ନା ପ୍ରିୟଦର୍ଶିନୀ।
ତାଙ୍କ ବ୍ୟତୀତ ଅନ୍ୟାନ୍ୟ ଚରିତ୍ରରେ ଅଭିନୟ କରୁଛନ୍ତି ଅଶ୍ରୁମୋଚନ ମହାନ୍ତି, ଦେବୁ ବ୍ରହ୍ମା, ପ୍ରତିଭା ପଣ୍ଡା ଙ୍କ ସମେତ ଆହୁରି ଅନେକ କଳାକାର । କାର୍ଯ୍ୟନିର୍ବାହୀ ପ୍ରଯୋଜକ ତଥା

ପବ୍ଲିସିଟି ଡିଜାଇନ୍ ଦାୟିତ୍ୱରେ ଭରତ ପ୍ରଧାନ ରହିଛନ୍ତି। ଭୁବନେଶ୍ୱର, କଟକର ଅନେକ ସ୍ଥାନରେ ସୁଟିଂ ହେବା ସହିତ କିଛି ଦୃଶ୍ୟ ଓଡିଶା ବାହାରେ ସୁଟିଂ ହେବ ବୋଲି ପ୍ରଯୋଜନା ସଂସ୍ଥା ପ୍ରକାଶ କରିଛି l ଆମର ଦୈନନ୍ଦିନ ଜୀବନରେ ସେବା ଯୋଗାଇବା ପାଇଁ ଯେଉଁ ସବୁ ପବ୍ଲିକ ସର୍ଭେଣ୍ଟ କାମ କରିଥାନ୍ତି ସେମାନେ ନିଜ ଜୀବନକୁ ବାଜି ଲଗେଇବାକୁ ପଛଘୁଞ୍ଚା ଦେଇନଥାନ୍ତି,  ହେଲେ କେବେ ଥରେ ଆମେ ତାଙ୍କ ବ୍ୟକ୍ତିଗତ ଜୀବନ କଥା ଭାବି ନଥାଉ l ସେହି ଭଳି ଏକ ନିଚ୍ଛକ କାହାଣୀକୁ ନେଇ ନିର୍ମାଣ ହେଉଥିବା ଚଳଚ୍ଚିତ୍ର " ଲାଇନ୍‌ବାଲା" ର କାହାଣୀ ଆଗକୁ ଦର୍ଶକ ଜାଣିବାକୁ ପାଇବେ l ତେବେ ଓଲିଉଡ଼କୁ ଭଲ ସିନେମା ଦେବାରେ ଯେଉଁ ପ୍ରଯୋଜକମାନେ ଆଶା କରିଛନ୍ତି ସେହି ପ୍ରଯୋଜକ ମାନଙ୍କୁ ସାଧୁବାଦ ଜଣେଇବା ସହିତ ‘ଲାଇନ୍‌ବାଲା’ କୁ ଆଗାମୀ ଦିନରେ ଦର୍ଶକଙ୍କ ଢେର ଭଲ ପାଇବା ଦେବେ ବୋଲି ଆଶା କରିବା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026

You Might Also Like