-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ନୂଆପଡାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ l

04-Dec-2025



(ରାମନାଥ ପଣ୍ଡା)
ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ନୂଆପଡା ପୋଲିସ ପଡିଆଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ଏକ ପଦ ଯାତ୍ରାର ଆୟୋଜନ କରାଯାଇଥିଲା l ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଏହି ପଦଯାତ୍ରା ଜିଲ୍ଲାପାଳ  ମଧୁସୂଦନ ଦାଶଙ୍କ ନେତୃତ୍ୱରେ ଶୁଭାରମ୍ଭ ହୋଇଥିଲା l ଏଥିରେ ଜିଲ୍ଲାର ପ୍ରାୟ ୩୦୦ ଦିବ୍ୟାଙ୍ଗ ଭାଇ ଭଉଣୀ ସାମିଲ ହୋଇ ଏକତା ଛକ  ଦେଇ ପୋଲିସ ପଡିଆ ଠାରେ ପହଞ୍ଚିଥିଲେ । ପରେ ଦିନ ୧୧ଘଣ୍ଟା  ସମୟରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବିଶେଷ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ   ଲୋକସଭା ସଦସ୍ୟା ଙ୍କ ପ୍ରତିନିଧି ପ୍ରେମ ଅଗ୍ରୱାଲ, ସ୍ଥାନୀୟ ବିଧାୟକଙ୍କ ପ୍ରତିନିଧି ରାମଲାଲ ହଂସ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ,  ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଅନନ୍ତ ହେମ୍ବ୍ରମ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ମୃତିରେଖା ନନ୍ଦ ଏବଂ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ   ସଭାରେ ଯୋଗଦାନ କରିଥିଲେ । ଜିଲ୍ଲାର ପ୍ରତ୍ୟୋକ କୋଣ ଅନୁକୋଣରୁ ଅନୁନ୍ୟ 600 ଜଣ ଦିବ୍ୟାଙ୍ଗ ଭାଇ ଭଉଣୀ ସଭାରେ ଉପସ୍ଥିତ ଥିଲେ । ଉକ୍ତ ସଭାରେ ଜିଲ୍ଲାପାଳ ତଥା ଅତିଥି ମାନେ ଦିବ୍ୟାଙ୍ଗ ଭାଇ ଭଉଣୀ ମାନଙ୍କର ସମସ୍ୟା ସଂପର୍କରେ ଆଲେଚନା କରିଥଲେ ଏବଂ ଏହାର ସମାଧାନ ସଂପର୍କରେ ସୁଚିନ୍ତିତ ମତଦାନ ପ୍ରଦାନ କରିଥିଲେ ।ଏହି ଅବସରରେ  ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ  ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରଷ୍କାର ବଣ୍ଟନ କରାଯାଇଥିଲା । ବିଭାଗ ତରଫରୁ ମିଳୁଥିବା ବିଭିନ୍ନ ସହାୟତାର ରାଶି ମଧ୍ୟ ହିତାଧିକାରୀ ମାନଙ୍କୁ ବଣ୍ଟନ କରାଯାଇଥିଲା । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like