-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପ୍ରି ମାଟ୍ରିକ ଓ ପୋଷ୍ଟ ମାଟ୍ରିକ ଛାତ୍ର ବୃତ୍ତି ପାଇଁ, ଶିକ୍ଷାନୁଷ୍ଠାନ ନୋଡାଲ ଅଧିକାରୀଙ୍କୁ ତାଲିମ

04-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା  ବୋଡ଼େନ ବ୍ଲକର ସମସ୍ତ ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ କଲେଜର ଶିକ୍ଷାନୁଷ୍ଠାନ ନୋଡାଲ ଅଧିକାରୀ ମାନଙ୍କୁ ନେଇ ପ୍ରି ମେଟ୍ରିକ୍ ଓ ପୋଷ୍ଟ ମେଟ୍ରିକ୍ ଛାତ୍ରବୃତ୍ତି ଉପରେ ଏକ ତାଲିମ ବ୍ଲକ ସଭାଗୃହରେ ଅନୁଷ୍ଠିତ ହେଇଥିଲା I ଏଥିରେ ପିରାମଲ ଫାଉଣ୍ଡେସନର କର୍ମଚାରୀ ଉପସ୍ଥିତ ରହି ଅଧିକାରୀ ମାନଙ୍କୁ ଛାତ୍ରବୃତ୍ତିର ଆବେଦନ ପ୍ରକ୍ରିୟା ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ବୁଝାଇଥିଲେ I ଆବେଦନ ସମୟରେ ଦେଖାଦେଉଥିବା ବିଭିନ୍ନ ସମସ୍ୟା  ଓ ତାର ସମାଧାନ ଉପରେ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମରେ ବ୍ଳକ କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ  କ୍ଷଣପ୍ରଭା ପାଣିଗ୍ରାହୀ, ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଅବନୀ କୁମାର ଖମାରୀ, ପିରାମଲ୍ ଫାଉଣ୍ଡେସନ ପ୍ରୋଗ୍ରାମ ଲିଡର ନର୍ଗିସ ପରବିନ,ଏସ୍ପାଇରେଶନଲ ବ୍ଲକ ଫେଲୋ ରାକେଶ କୁମାର ଷଡଙ୍ଗୀ,ଗାନ୍ଧୀ ଫେଲୋ ରାହୁଲ ରାଜ ମଞ୍ଚାସୀନ ରହି ଛାତ୍ରବୃତ୍ତିର ଗୁରୁତ୍ଵ ଓ କିପରି ସମସ୍ତ ଯୋଗ୍ୟ ଛାତ୍ର ଛାତ୍ରୀ ଏହି ସୁବିଧା ପାଇପାରିବେ ତା ଉପରେ ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇଥିଲେ । ଆକାଂକ୍ଷି ବ୍ଲକ ସହଯୋଗୀ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like