-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ହରି ଓଁ ମୋଟର୍ସ ଉଦ୍ଘାଟନ ଅବସରରେ ରକ୍ତଦାନ ଶିବିର

04-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା-ସୋନପୁର ମୁଖ୍ୟରାସ୍ତା (ଏନଏଚ ୧୨୬ଏ) ପାର୍ଶ୍ଵରେ ହରି ଓଁ ହିରୋ ମୋଟର୍ସର ଶୁଭ ଉଦ୍ଘାଟନ ବୁଧବାର ଅନୁଷ୍ଟିତ ହୋଇଥିଲା ରହିଲା ଗ୍ରାମର ବିଶିଷ୍ଟ ସମାଜସେବୀ ସ୍ବର୍ଗତ ନାରାୟଣ ହୋତାଙ୍କ ଧର୍ମପତ୍ନୀ ବିଜୁଳି ହୋତା ଫିତା କାଟି ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିବା ବେଲେ ହିରୋ ସର୍ଭିସ ସେଣ୍ଟରକୁ ହିରୋ ମୋଟସର୍ସ ଏରିଆ ମ୍ୟାନେଜର ନୀତେଶ କୁମାର ଦୀପ ପ୍ରଜ୍ବଳନ କରି ଆରମ୍ଭ କରିଥିଲେ।ଏହି ଅବସରରେ ଜୟ ଯବାନ ହିରୋ ସୋନପୁରର ଅସିତ କୁମାର ପୁଝାରୀ,ବିନିକା ହିରୋ ସୋ ରୁମ ଡିଲଲ ପ୍ରଦୀପ ହୋତା,ସହଯୋଗୀ ପ୍ରବୀର ବଡ଼ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।ପରେ ଉଦ୍ଘାଟନୀ ସମାରୋହକୁ ନେଇ ଭରସା ପରିବାର ତରଫରୁ ୨୦୧ତମ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଏଥିରେ ପୁରୁଷ/ମହିଳା ମିଶି ମୋଟ ୬୪ଜଣ ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ।ସୂଚନା ଯୋଗ୍ୟ ଯେ ବୁର୍ଲା ରକ୍ତ ଭଣ୍ଡାରରେ କମ୍ପୋନେଣ୍ଟ ଆଦୋ ନଥିବା ଯୋଗୁଁ କମ୍ପୋ ନେଣ୍ଟ ପ୍ୟାକରେ ସଂଗୃହିତ ହୋଇ ୬୪×୩=୧୯୨ଜଣ ରୋଗୀଙ୍କ ହିତରେ ଏହି ରକ୍ତ ନିୟୋଜିତ ହେଉଥିବାରୁ ସ୍ଵେଚ୍ଛାକୃତ ରକ୍ତଦାନ କରିଥିବା ରକ୍ତଦାତା ମାନଙ୍କୁ ଆୟୋଜକ ଏବଂ ଭରସା ପରିବାର ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like