-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ମା ସୁରେଶ୍ଵରୀ ଙ୍କ ମନ୍ଦିର ପ୍ରାଙ୍ଗଣ ରେ ପୁଷ୍ପ ଉଦ୍ୟାନ ଓ ବୃକ୍ଷ ରୋପଣ କାର୍ଯ୍ଯ କ୍ରମ

04-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଙ୍କ  ମନ୍ଦିର ପ୍ରାଙ୍ଗଣ ରେ ବୃକ୍ଷ ରୋପଣ ଓ ପୁଷ୍ପ ଉଦ୍ୟାନ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇ ଯାଇଛି l  ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ, ଏସପି ଶ୍ରୀ ନାରାୟଣ ନାଏକ ଯୋଗ ଦେଇ ଏହାକୁ ଶୁଭ ଉଦଘାଟନ କରି ମା ଙ୍କ ପୀଠ କୁ ସବୁଜ ବଳୟ ଓ ସବୁଜିମା ପରିବେଶ ସୃଷ୍ଟି କରିବାକୁ ସଂକଳ୍ପ ନେଇ ଭକ୍ତ ଓ ଜନ ସାଧାରଣ ଙ୍କୁ ସଚେତନତା ବାର୍ତ୍ତା ପହଞ୍ଚାଇ ଥିଲେ  l ଏହା ସହିତ ମା ଙ୍କ ପୀଠ ରେ ଆରମ୍ଭ ହୋଇଥିବା ଭବ୍ୟ କଲ୍ୟାଣ ମଣ୍ଡପ ର କାର୍ଯ୍ଯ ତଦାରଖ କରି ଏହାର ଗୁଣାତ୍ମକ କାର୍ଯ୍ଯ ହେବା ଜରୁରୀ ବୋଲି ସଂପୃକ୍ତ ଠିକାଦାର ଙ୍କୁ ନିର୍ଦ୍ଦେଶ କରିଥିଲେ ଓ ଏ ବିଷୟ ରେ ମନ୍ଦିର କମିଟି ସଦସ୍ୟ ଙ୍କ ସହ ଆଲୋଚନା କରିଥିଲେ l

ଏହି ଅବସର ରେ ମା ସୁରେଶ୍ଵରୀ ମନ୍ଦିର ର ପୂଜକ କାଳୀ ପ୍ରସାଦ ମିଶ୍ର, ଯଜ୍ଞ କମିଟି ର ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥୀ, ପ୍ରଦୀପ ପୁରୋହିତ, ପ୍ରକାଶ ସାହୁ, ଜିତେନ୍ଦ୍ର ପଟ୍ଟନାୟକ, ପଠାଣ କୁମାର ପଣ୍ଡା, ସତ୍ୟ ନାରାୟଣ ତ୍ରୀପାଠୀ, କମିଟି ସଦସ୍ୟ ମନୋରଞ୍ଜନ ତ୍ରୀପାଠୀ, ଶେଷ ଦେବ ମେହେର , ଲଡୁ କିଶୋର ମଲ୍ଲିକ, ଗୋପାଳ ନେଗୀ, ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର ପ୍ରମୁଖ କମିଟି ର ବହୁ ସଦସ୍ୟ , ମନ୍ଦିର ପୂଜକ ଓ ଭକ୍ତ ଉପସ୍ଥିତ ଥିଲେ l ପ୍ରଥମେ ଜିଲ୍ଲାପାଳ ଓ ଏସପି ମା ସୁରେଶ୍ଵରୀ ଙ୍କୁ ଦର୍ଶନ କରି  ସହର, ଜିଲ୍ଲା ତଥା ରାଜ୍ୟର ମଙ୍ଗଳ କାମନା ଓ ଦ୍ରୁତ ବିକାଶ କାମନା କରି ଥିଲେ l ଓ ମା ଙ୍କ ଠାରୁ ଆଜ୍ଞାମାଳ ନେଇ ବୃକ୍ଷ ରୋପଣ ଓ ପୁଷ୍ପ ଉଦ୍ୟାନ କାର୍ଯ୍ଯ କ୍ରମ କୁ  ଶୁଭାରମ୍ଭ କରିଥିଲେ l ଆଜି ଏହି କାର୍ଯ୍ଯ କ୍ରମ ରେ ଶହେ ରୁ ଊର୍ଦ୍ଧ୍ବ ପୁଷ୍ପ ଓ ପୋଷ୍ଟାଲ ପାମ ଗଛ ରୋପଣ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like