-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଗଞ୍ଜପା ର ପ୍ରସ୍ତୁତି କୈ।ଶଳ ତାଲିମ ଶିବିର ଉଦଯାପିତ

04-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସହରର ଘୋଡାଘାଟପଡା ସ୍ଥିତ ମହାରଣା ପଡା ଠାରେ ଦୀର୍ଘ ଏକମାସ ଧରି ବ୍ରାଇଟ୍ ହ୍ୟୁମାନ  ଏକ୍ସନ  ଏଣ୍ଡ ଭଏସ୍  ଭୂବନେଶ୍ଵର ପକ୍ଷରୁ  ଚାଲିଥିବା ଗଞ୍ଜପା ତିଆରି କରିବାର କୈ।ଶଳ ଶିକ୍ଷା ଦିଆଯାଇ  ଆତ୍ମନିର୍ଭରଶୀଳ ହେବାକୁ ଯେଉଁ କାର୍ଯ୍ୟକ୍ରମ ଚାଲିଥିଲା ଆଜି ତାହା ଉଦଯାପିତ ହୋଇଯାଇଛି। ଏଥିପାଇଁ ଆୟୋଜିତ ଏକ ସଭାରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼.ନୃପରାଜ ସାହୁ ଯୋଗଦେଇ ଗଞ୍ଜପା ଏକ ପାରମ୍ପାରିକ ରାଜକୀୟ ଖେଳ। ଏହା ଆମ ଅଞ୍ଚଳରେ ଏବେ ପ୍ରାୟ ଲୁପ୍ତ ହେବାକୁ ବସିଲାଣି ଏହାର ପୁନରୁଦ୍ଧାର  ଆବଶ୍ୟକ ହୋଇପଡିଛି। ଏହାର କଳା କୈ।ଶଳ କୁ ବଞ୍ଚାଇ ରଖିବା ସହ  ଏହାର ପ୍ରସ୍ତୁତି ନିଶ୍ଚିତ ଭାବରେ ଅନେକ ଙ୍କ ପାଇଁ ଆତ୍ମନିର୍ଭରଶୀଳ ର ସୁଯୋଗ ସୃଷ୍ଟି କରିପାରିବ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟତମ ଅତିଥି ଭାବରେ ସୁବର୍ଣ୍ଣପୁର ପୈ।ରାଧ୍ୟକ୍ଷା ତାମସି ତାମସ୍ମୀତା ନାଏକ , ସମ୍ବଲପୁର ହେଣ୍ଡିକ୍ରାଫ୍ଟ ଅଧିକାରୀ କୁମାରୀ ଶୈଳଜା, ଡାଇରେକ୍ଟର ସୈ।ରଭ କର,ଓଡିଶା ରାଜ୍ୟ କୋଅର୍ଡିନେଟର ଜଗନ୍ନାଥ ରାଉଳ , ପଶ୍ଚିମ ଓଡ଼ିଶା କୋଅର୍ଡିନେଟର ଲଳିତ ମେହେର , ସୁବର୍ଣ୍ଣପୁର ଓରମାସ୍ ସିଇଓ ସମୀର ନାୟକ, ଡିଜାଇନର ଜ୍ୟୋତି ରଞ୍ଜନ ସାହୁ ଓ ଶିକ୍ଷକ ଭାବରେ ଗୁରୁ ସତ୍ୟନାରାୟଣ ମହାରଣା ପ୍ରମୁଖ ଯୋଗଦେଇଥିଲେ ଏହି ଆବସରରେ ଗଞ୍ଜପା ଟ୍ରେନିଂ ନେଇଥିବା ସମସ୍ତ ୩୦ ଜଣଙ୍କୁ ଅତିଥି ଙ୍କ ଦ୍ଵାରା ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like