-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

୩୨ତମ ଅମରପାଲି କ୍ରିକେଟ କପ୍ - ତେଲିପାଲି ସେମିଫାଇନାଲ ରେ

04-Dec-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସାହୁ ଗ୍ରାଉଣ୍ଡ ରେ ଫ୍ରେଣ୍ଡସ କ୍ଲବ ଆନୁକୂଲ୍ୟରେ  ହେଉଥିବା ୩୨ ତମ ଅମରପାଲି କ୍ରିକେଟ କପ୍ ର ଗୁରୁବାର ଥିଲା  ଦ୍ଵିତୀୟ ଦିବସ। ଗୁରୁବାର ପ୍ରଥମ ମ୍ୟାଚ୍ ଟି ତେଲିପାଲି ଓ କେନ୍ଦୁପାଲି ମଧ୍ୟରେ ହୋଇଥିଲା। ଏଥିରେ କେନ୍ଦୁପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭର ରେ ୩ ଉଇକେଟ ହରାଇ ୮୮ ରନ କରିଥିଲା। ଜବାବରେ ତେଲିପାଲି ଦଳ ଆବଶ୍ୟକୀୟ୮୯ ରନ କୁ ୭.୪ ଓଭର ରେ ୫ ଉଇକେଟ ହରାଇ ସଂଗ୍ରହ କରି ବିଜୟୀ ହୋଇଥିଲା। ଏହି ମ୍ୟାଚ୍ ରେ ତେଲିପାଲି ର ଆକାଶ ସାହୁ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଘୋଷଣା କରାଯାଇଥିଲା। ଦ୍ଵିତୀୟ ମ୍ୟାଚ୍ ଟି ହଳଦୀନାଲି ( ରେଢାଖୋଲ) ଓ ଗରଗଡବାହାଲ (ସୋନପୁର) ମଧ୍ୟରେ ହୋଇଥିଲା। ଏଥିରେ ହଳଦୀନାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭର ରେ ୫ ଉଇକେଟ ହରାଇ ୯୭ ରନ କରିଥିଲା। ଜବାବରେ ଗରଗଡବାହାଲ ଦଳ ନିର୍ଦ୍ଧାରିତ ୮ ଓଭର ରେ ୫ ଉଇକେଟ ହରାଇ ୭୫ ରନ କରି ପରାସ୍ତ ହୋଇଥିଲା। ଏହି ମ୍ୟାଚ୍ ପାଇଁ ହଳଦୀନାଲି ର ଆଇଏସପିଏଲ ଅଣ୍ଡର -୧୯ ରେ ଚୟନ ହୋଇଥିବା ଆୟୁଷ ଛେତ୍ରୀ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଘୋଷଣା କରାଯାଇଥିଲା। ତୃତୀୟ ମ୍ୟାଚ୍ ଟି ପ୍ରଥମ ମ୍ୟାଚ୍ ର ବିଜେତା ତେଲିପାଲି ଓ ଦ୍ଵିତୀୟ ମ୍ୟାଚ୍ ର ବିଜେତା ହଳଦୀନାଲି ମଧ୍ୟରେ ହୋଇଥିଲା। ଏଥିରେ ହଳଦୀନାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭର ରେ ୬ ଉଇକେଟ ହରାଇ ୧୦୦ ରନ କରିଥିଲା। ଜବାବରେ ତେଲିପାଲି ଦଳ ଆବଶ୍ୟକୀୟ ୧୦୧ ରନ କୁ ୭.୫ ଓଭର ରେ ୪ ଉଇକେଟ ହରାଇ ସଂଗ୍ରହ କରି ବିଜୟୀ ହୋଇ ସେମିଫାଇନାଲ ରେ ପ୍ରବେଶ କରିଛି। ପୀତାମ୍ବର ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତାରଣୀ ଉତ୍ସବରେ ଭାଜପା  ସୁବଳୟା ମଣ୍ଡଳ ସଭାପତି ଅଶୋକ କୁମାର ସାହୁ,ଆୟୋଜକ ସଭାପତି ବିମ୍ବାଧର ସାହୁ ଓ ବିଶିଷ୍ଟ ବ୍ୟବସାୟୀ ପ୍ରହଲ୍ଲାଦ ସାହୁ ପ୍ରମୁଖ  ଅତିଥିଭାବେ ଯୋଗଦେଇ ତେଲିପାଲି ର ବିଷ୍ଣୁ ନାଏକ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ କରିଥିଲେ। ମ୍ୟାଚ୍ ଗୁଡିକରେ ରଘୁବୀର ମିଶ୍ର,ସୁରେଶ ବିଶି, ତଥାଗତ ସାହୁ ଓ ସମ୍ବିତ ମାଝୀ ଅ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like