-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

୩୭ତମ ସବ ଜୁନିଅର ଜାତୀୟ ବେଡ଼ମିଣ୍ଟନ ଚମ୍ପିୟାନସିପ

04-Dec-2025



 ଭୁବନେଶ୍ୱର - ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମ ପରିସରସ୍ଥ ଡାଲମିଆ ଭାରତ ଗୋପିଚାନ୍ଦ ବେଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ରେ ଆୟୋଜିତ ୩୭ ତମ ଜାତୀୟ ସବ ଜୁନିଅର ବେଡ଼ମିଣ୍ଟନ ଚମ୍ପିୟାନସିପ ର ଚତୁର୍ଥ ଦିନ ରେ ଉଭୟ ବୟସ ବର୍ଗରେ ସମସ୍ତ ବିଭାଗ ର ସେମିଫାଇନାଲ ଲାଇନ ଚୂଡାନ୍ତ ହୋଇଯାଇଅଛି l
ଚତୁର୍ଥ ଦିନ ର ଖେଳରେ ଓଡ଼ିଆ ଖେଳାଳୀ ତନଭି ପତ୍ରି 
୧୫ବର୍ଷ ରୁ କମ ବୟସ ବର୍ଗ ର କ୍ୱାର୍ଟର ଫାଇନାଲ ରେ ଉତ୍ତରପ୍ରଦେଶ ର ଅଗ୍ରୀମା ସିଂ ଙ୍କୁ 21-14ଓ 21-14ପଏଣ୍ଟ ର ଦୁଇଟି ଗେମ ରେ ପରାଜିତ କରି ସେମି ଫାଇନାଲ ରେ ପହଞ୍ଚିଛନ୍ତି l ଏହି ବୟସ ବର୍ଗରେ ତେଲେଙ୍ଗାନା ର ଅବନି ବିକ୍ରମ ଗୋବିନ୍ଦ, ହାମସିନୀ ଚନ୍ଦରମ ଓ ପଞ୍ଜାବ ର ଇନାୟତ ଗୁଲାଟି ନିଜ ନିଜ ପ୍ରତିଦ୍ବନ୍ଦୀ ଙ୍କୁ ହରାଇ ସେମି ଫାଇନାଲ ରେ ପହଂଚି ଛନ୍ତି l
ବାଳକ 15 ବର୍ଷ ରୁ କମ ବିଭାଗ ର କ୍ୱାର୍ଟର ଫାଇନାଲ ଲଢେଇ ରେ ତେଲେଙ୍ଗାନା ର ଶ୍ରୀଚେତନ ସୌର୍ୟ ସାମଲା ଟପ ସିଡ ପଞ୍ଜାବ ର ୱାଜିର ସିଂ ଙ୍କୁ 21-19,21-23,ଓ 21-18 ପଏଣ୍ଟ ରେ ହରାଇ ସେମି ଫାଇନାଲ ପହଞ୍ଚିଛନ୍ତି l ଏହିବିଭାଗ ରେ କର୍ଣ୍ଣାଟକ ର ପୁଷ୍କର ସାଇ, ଦିଲ୍ଲୀ ର ହର୍ଷିତ ଖତ୍ରୀ ଓ ରାଜସ୍ଥାନ ର ଅଂଶୁମାନ ଚୌଧୁରୀ ନିଜ ନିଜ ପ୍ରତିଦ୍ବନ୍ଦୀ ଙ୍କୁ

ହରାଇ ସେମି ଫାଇନାଲ ରେ ପହଂଚି ଯାଇଛନ୍ତି l
15ବର୍ଷ ରୁ କମ ବାଳିକା ଡବଲସ ରେ ଓଡ଼ିଆ ଯୋଡି ସ୍ଵାତି ନାୟକ ଓ ନିମିଶା ଓଝା ନିଜ ପ୍ରତିଦ୍ବନ୍ଦୀ କର୍ଣ୍ଣାଟକ ଯୋଡି ଶ୍ରେୟା କାନ୍ଦିବିଲ୍ଲା  ଓ ଶ୍ରୀ ନାଗଲକ୍ଷ୍ମୀ. ପି. ଙ୍କୁ22-20,14-21,21-11 ପଏଣ୍ଟ ରେ ପରାସ୍ତ କରି ସେମିଫାଇନାଲ ରେ ପହଂଚି ଛନ୍ତି l ଏହି ବିଭାଗ ର ଅନ୍ୟ ଏକ କ୍ଵାଟର ରେ ତାମିଲନାଡୁ ଯୋଡି ନୟୋନିକା. ଏ. ଏବଂ ଧନ୍ୟା. ଏସ. ଜେ.  ଆନ୍ଧ୍ର-ହରିଆଣା ଯୋଡି ତ୍ରିସିଥା ଓ ଜୋଏଲ ରଣା ଙ୍କୁ ହରାଇ ସେମିଫାଇନାଲ ରେ ପହଂଚିଛନ୍ତି l
୧୭ ବର୍ଷ ରୁ କମ ବାଳିକା ସିଙ୍ଗଲ ବିଭାଗ ରେ ତନଭି ପତ୍ରି ନିଜ ପ୍ରତିଦ୍ବନ୍ଦୀ କେରଳ ର ହିଥା ମାରିଆ ଜୋସ ଙ୍କୁ ଙ୍କ 21-15,21-12 ଦୁଇଟି ଗେମ ରେ ପରାସ୍ତ କରି ପ୍ରତିଯୋଗୀତା ର ସେମି ଫାଇନାଲ ରେ ପ୍ରବେଶ କରିଛନ୍ତି l   ଏହି ବିଭାଗ ର ଅନ୍ୟ କ୍ଵାଟର ଫାଇନାଲ ଲଢେଇ ରେତାମିଲନାଡୁ ଖେଳାଳୀ ଦୀକ୍ଷା ଏସ. ଆର, ଦିଲ୍ଲୀ ଖେଳାଳୀ ଋଷିକା ନନ୍ଦୀ ନିଜ ନିଜ ପ୍ରତିଦ୍ବନ୍ଦୀ ଙ୍କୁ ପରାସ୍ତ କରି ସେମି ଫାଇନାଲ ରେ ପହଂଚି ଛନ୍ତି l
17 ବର୍ଷ କମ ବାଳକ ବିଭାଗ ରେ ଟପ ସିଡ ଜଗସେର ସିଂ ଖାଙ୍ଗୁରା କର୍ଣ୍ଣାଟକ ର ପ୍ରଣବ ଏମ ଙ୍କୁ 21-14,21-17 ହରାଇ ସେମି ଫାଇନାଲରେ ପହଞ୍ଚିଛନ୍ତି l
ଏହି ବିଭାଗ ରେ ଆସାମ ର ବର୍ଣ୍ଣିଲ ଆକାଶ ଚେଙ୍ଗମାଇ, ପଞ୍ଜାବ ର ବିରାଜ ଶର୍ମା, ମହାରାଷ୍ଟ୍ରର ଦେବ ରୂପରେଲିଆ ନିଜ ନିଜ ପ୍ରତିଦ୍ବନ୍ଦୀ ଙ୍କୁ ହରାଇ ସେମିଫାଇନାଲ ରେ ପହଂଚି ଛନ୍ତି l
  ୫ ତାରିଖ ଦିନ ସମସ୍ତ ବିଭାଗ ର ସେମି ଫାଇନାଲ ଏବଂ ଆଗାମୀ ୬ ତାରିଖ ଦିନ ଏହି ଜାତୀୟ ଚମ୍ପିୟାନସିପ ର ସମସ୍ତ ଫାଇନାଲ ଖେଳ ଅନୁଷ୍ଠିତ ହେବ ବୋଲି ଓସବା ତଥା ଆୟୋଜନ କମିଟୀ ସମ୍ପାଦକ ନିଲିନ କୁମାର ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like