-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଡାକ୍ତରୀ ଛାତ୍ରୀଙ୍କୁ ଗ୍ରୀନ ପେସେଜ ସାର୍ଟିଫିକେଟ ପ୍ରଦାନ

04-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗୀର ତରଫରୁ ଡାକ୍ତରୀ ଛାତ୍ରୀ ଙ୍କୁ ଗ୍ରୀନ ପେସେଜ ସାର୍ଟିଫିକେଟ ପ୍ରଦାନ କରାଯାଇଛି।ଓଡ଼ିଶା ସରକାର ଙ୍କ ଉଚ୍ଛ ଶିକ୍ଷା ବିଭାଗ  ତରଫରୁ ପତ୍ର ସଂଖ୍ୟା ୪୩୮୦୦, ତା ୧୮.୧୨.୨୦୨୨ ଯଏଣ୍ଟ ସେକ୍ରେଟାରୀ  ସମସ୍ତ ଜିଲ୍ଲାପାଳ ମାନଙ୍କୁ ଗ୍ରୀନ ପାସେଜ୍ ସାର୍ଟିଫିକେଟ   କୋଭିଡ ୧୯ ରେ ମୃତ୍ୟୁ ବରଣ କରିଥିବା ଘରର ମୁଖ୍ୟ ହୋଇଥିଲେ  ଶିଶୁ ମାନଙ୍କୁ ଗ୍ରୀନ ପାସେଜ୍ ସାର୍ଟିଫିକେଟ ପ୍ରଦାନ କରିବାକୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଏହି ସାର୍ଟିଫିକେଟ ରେ ଜଣେ ଛାତ୍ର କିମ୍ବା ଛାତ୍ରୀ  ନାମ ଲେଖା ଫି,ପରୀକ୍ଷା ଫିଁ,ହଷ୍ଟେଲ ଫି, ଲାବୋରେଟରୀ ଫି,ଲାଇବ୍ରେରୀ ଫି,କଲେଜ ଫି ଛାଡ଼ କରିବାକୁ ସାଧାରଣ/ବୃତ୍ତି ଭିତ୍ତିକ/ ବୈଷୟିକ ଶିକ୍ଷା ଏବଂ ଉଚ୍ଚ ଶିକ୍ଷା ପାଇଁ ନିର୍ଦ୍ଦେଶ ନାମା କରି ହୋଇଅଛି। କୋଭିଡ୍ ସମୟରେ ଦାମୋଦର କଟୁଆ ଙ୍କ ମୃତୃ ହୋଇଥିଲା।ତାଙ୍କର ଝିଅ ଅନନ୍ୟା କଟୁଆ ଭାଙ୍ଗି ନ ପଡ଼ି ମା ଙ୍କ ଦୃଢ ପଦକ୍ଷେପ ,ସାହାସ , ଧର୍ୟ ଧରି ନିଷ୍ଟାର ସହ ପାଠ ପଢିବାକୁ ଝିଅ ଅନନ୍ୟା କୁ ପ୍ରବର୍ତାଇଥିଲେ ଏବଂ ଝିଅ ମଧ୍ୟ ଆତ୍ମ ବିଶ୍ବାସ ରଖି ନୀଟ ପରୀକ୍ଷା ପାଇଁ ପ୍ରସ୍ତୁତି ହୋଇ ସଫଳତା ପାଇଥିଲେ।ବର୍ତ୍ତମାନ ସେ  ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ୍ ଏବଂ ହସ୍ପିଟାଲ ,ଭବାନୀପାଟଣା ରେ ନାମ ଲେଖିଛନ୍ତି।ବର୍ତ୍ତମାନ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଠାରେ ଅବସ୍ଥାପିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆବଶ୍ୟକ ପ୍ରମାଣ ପତ୍ର  କାଗଜ ଦେଇ ଗ୍ରୀନ ପାସେଜ୍  ସାର୍ଟିଫିକେଟ  ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ଡ. ଅନୁପମା ପ୍ରଧାନ କରିଛନ୍ତି ଯାହା ଫଳରେ ମାଗଣାରେ ଶିକ୍ଷା ପାଇଁ ଜଣେ ଡକ୍ଟର ହୋଇପାରିବ ।ଏହା ସହିତ ରାଜ୍ୟ ସରକାରଙ୍କ  ଯଶୋଦା ଯୋଜନାରେ ମଧ୍ୟ ବାର୍ଷିକ ୫୦୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ବୋଲି ଅନ ଆନୁଷ୍ଠାନିକ ଅଧିକାରୀ ସୁଧାଂଶୁ ଶେଖର କୁମ୍ଭାର ପ୍ରକାଶ କରିଛନ୍ତି।ଏହା ଫଳରେ ଅନନ୍ନ୍ୟା ଓ ତାଙ୍କ ମା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ କୁ ଧନ୍ୟବାଦ୍ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like