-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସମାଜସେବାରେ ମା ରମାଦେବୀଙ୍କ ଭୂମିକା ସମ୍ପର୍କରେ ଆଲୋଚନା

04-Dec-2025



 କଟକ(ପ୍ରେରଣା ଖବର): ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ହେଉଛନ୍ତି ମା ରମାଦେବୀ। ପାରିବାରିକ ସମସ୍ତ ପ୍ରକାର ଭୋଗବିଳାସ ତ୍ୟାଗକରି ସେ ନିଜକୁ ସେବା କ୍ଷେତ୍ରରେ ଉତ୍ସର୍ଗ କରିଥିଲେ।
ଗାନ୍ଧିଜୀ ଓ ଉତ୍କଳମଣି ଗୋପବନ୍ଧୁ ଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ସ୍ଵାଧିନତା ସଂଗ୍ରାମରେ ଯୋଗ ଦେଇ ବହୁବାର କାରାବରଣ କରିଥିଲେ।ମହିଳା ମାନଙ୍କୁ ଶିକ୍ଷିତl କରି ସେମାନଙ୍କୁ ସ୍ବାବଲମ୍ବୀ କରିବା କ୍ଷେତ୍ରରେ ମା ରମାଦେବୀ ଙ୍କ ଅବଦାନ ଅତୁଳନୀୟ।
ଏକ  ନିଶା ମୁକ୍ତ ସମାଜ ଗଠନ ତାଙ୍କ ଜୀବନର ଏକମାତ୍ର ଲକ୍ଷ୍ୟ ଥିଲା ଅସ୍ପୃଶ୍ୟତା ନିବାରଣ ଏଵଂ ନିଶା ବିରୁଦ୍ଧରେ ଆଜୀବନ ସଂଗ୍ରାମ କରିଆସି ଥିଲେ। ନିଶା ମୁକ୍ତ ସମାଜ ଗଠନ ହେଲେ ତାହା ହେଵ ମା ରମାଦେବୀ ଙ୍କ ପ୍ରତି ପ୍ରକୃତ

ଶ୍ରଦ୍ଧାଞ୍ଜଳୀ। ହେବ ବୋଲି ବହୁ ବିଶିଷ୍ଟ ବକ୍ତା ମାନେ ଗାନ୍ଧୀ ଭବନ ଠାରେ ଅନୁଷ୍ଠିତ ମା ରମାଦେବୀ ୧୨୬ତମ ଜୟନ୍ତୀ ଅବସରରେ ଏକ ସ୍ମୃତି ସଭାରେ ପ୍ରକାଶ କରିଛନ୍ତି । ମା ରମାଦେବୀ ଚୌଧୁରୀ ଟ୍ରଷ୍ଟ ପକ୍ଷରୁ   ମl ରମାଦେବୀ ଙ୍କ ସ୍ମୃତି ସଭା ଅନୁ ଷ୍ଟିତ ହୋଇଯାଇଛି। ମା ରମାଦେବୀ ଙ୍କ ସମାଜ ସେବାରେ ଭୂମିକା ବିଷୟ ବସ୍ତୁକୁ ନେ଼ଇ ଆଲୋଚନଚକ୍ର ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟ ର ସଭାପତି ସୀତା ସାହୁ ସଭାପତିତ୍ୟ କରିଥିଲେ। ମେୟର ସୁଭାଷ ସିଂହ, ଡଃ ଜୟନ୍ତ କୁମାର ଦାସ ଅତିଥି ଭାବରେ ଯୋଗଦେଇ ମା ରମାଦେବୀଙ୍କର ସେବା ଓ ତ୍ୟାଗ ଉପରେ ଆଲୋକପlତ କରିଥିଲେ। ପ୍ରlରମ୍ଭରେ ସମ୍ପାଦିକା ଅନ୍ନପୂର୍ଣ୍ଣା ସାହୁ କାର୍ଯକ୍ରମ

ସମ୍ପର୍କରେ ସୂଚନା ଦେଇଥିଲେ।ବିଦ୍ୟାଳୟ ସ୍ତର ରେ ଅନୁଷ୍ଟିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ  କରାଯାଇଥିଲା। ପ୍ରରମ୍ଭ ରେ ପ୍ରାର୍ଥନା କରାଯାଇଥିଲା। ଉପସଭାପତି ନାମିତl  ପଣ୍ଡା  ସମସ୍ତ କାର୍ଯକ୍ରମ କୁ ପରିଚାଳନା କରିଥିଲେ। ଗାନ୍ଧୀବା ଦୀ ମିହିର ପ୍ରସାଦ ଦାସ୍  ଅତିଥି ପରିଚୟ ଦେଇଥିଲେ। ଡ. ପ୍ରଭା ପଣ୍ଡା, ଇନ୍ଦିରା ଆରୋରl , ସ୍ତମ୍ଭକlର ମୀରା ବେଉରା, ବିଦ୍ୟୁତ୍ କୁମାରୀ ଲାଲା ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ନିଜର ବକ୍ତବ୍ୟ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like