-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଦେଶ ବିଦେଶ

ବଜେଟ୍ ୨୦୨୧ : କୋଭିଡ୍ ଟିକା ପାଇଁ ୩୫ ହଜାର କୋଟି

01-Feb-2021



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ) ଚଳିତ ବର୍ଷର ସାଧାରଣ ବଜେଟ୍ ଆଗତ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କରୋନା ମହାମାରୀ କାଳରେ ଏହା ମୋଦି ସରକାରଙ୍କ ପ୍ରଥମ ବଜେଟ୍ । ଚଳିତ ଥର ଡିଜିଟାଲ ବଜେଟ୍ ଉପସ୍ଥାପନ ହୋଇଛି । ୨୦୨୧ ଐତିହାସିକ ବର୍ଷ । ଚଳିତ ବଜେଟ୍ ଉପରେ ସାରା ଦେଶର ନଜର ରହିଛି । ସାଧାରଣ ଲୋକଙ୍କୁ ସହାୟତା ଯୋଗାଇବାକୁ ମୋଦି ସରକାର କାମ କରୁଛନ୍ତି । କରୋନା ସଙ୍କଟ ସମୟରେ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗକୁ ସରକାର ସହାୟତା ପ୍ରଦାନ କରିଛନ୍ତି । ବିଶ୍ବ ଅର୍ଥନୀତିରେ ଏକ ଅଦ୍ଭୁଦପୂର୍ବ ମନ୍ଥରତା ଦେଖାଦେଇଛି ।

ଆତ୍ମନିର୍ଭର ଭାରତ ପ୍ୟାକେଜ ଫଳରେ ଢାଞ୍ଚାଗତ ସୁଧାର ବୃଦ୍ଧି ହୋଇଛି । ୨୦୨୧ରେ ମଧ୍ୟ କରୋନା ସହ ସଂଘର୍ଷ ଜାରି ରହିବ । ସ୍ବାଧିନ ଭାରତର ଏହା ଅଷ୍ଟମ ଜନଗଣନା ବର୍ଷ । କୃଷକଙ୍କ ଆୟ ଦୁଇ ଗୁଣ ବୃଦ୍ଧି କରିବା ଲକ୍ଷ୍ୟ ରହିଛି । ଚଳିତବର୍ଷ ବଜେଟ୍ ପ୍ରସ୍ତାବ ଛଅ ଆଧାର ରହିଛି । ସ୍ବାସ୍ଥ୍ୟରେ ତିନି କ୍ଷେତ୍ରରେ ଧ୍ୟାନ ରଖାଯାଇଛି । ସ୍ବାସ୍ଥ୍ୟ ଏବଂ ସମୃଦ୍ଧି ପ୍ରସ୍ତାବର ପ୍ରଥମ ଆଧାର । ପ୍ରତିରୋଧ, ଚିକିତ୍ସା ଏବଂ ଅନୁସନ୍ଧାନ ଉପରେ ଗୁରୁତ୍ବ । ସମନ୍ବିତ ସ୍ବାସ୍ଥ୍ୟ ସୂଚନା ପୋର୍ଟାଲ ପ୍ରସ୍ତୁତ ହେବ ।

ସମଗ୍ର କୋଭିଡ୍ ପ୍ୟାକେଜ୍ ଜିଡିପିର ୧୩% ରହିଛି । ଆତ୍ମନିର୍ଭର ଭାରତ ପ୍ୟାକେଜରେ ମୋଟ୍ ୨୭.୧ ଲକ୍ଷ କୋଟି ଟଙ୍କାର ସହାୟତା ଜାରି କରାଯାଇଛି । ବାୟୁ ପ୍ରଦୂଷଣରୁ ରକ୍ଷା ପାଇବା ପାଇଁ ୨୦୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରାଯାଇଛି । ସ୍ବାସ୍ଥ୍ୟ ପାଇଁ ୨.୨୩ ହଜାର କୋଟିର ବ୍ୟବସ୍ଥା କରାଯାଇଛି । କୋଭିଡ୍ ଟିକାକରଣ ପାଇଁ ୩୫ ହଜାର କୋଟି ଟଙ୍କା ଘୋଷଣା କରାଯାଇଛି । ଆତ୍ମନିର୍ଭର ସ୍ବାସ୍ଥ୍ୟ ଭାରତ ଯୋଜନାର ଘୋଷଣା କରାଯାଇଛି । ଏହା ଅଧିନରେ ସହରରେ ଅମୃତ ଯୋଜନାକୁ ଆଗକୁ ବଢାଯିବ । ଏଥିପାଇଁ ୨,୮୭,୦୦୦ କୋଟି ଟଙ୍କା ଜାରି କରାଯାଇଛି ।

ମହାମାରୀ ସମୟରେ ୮୦ କୋଟି ଲୋକଙ୍କୁ ମାଗଣାରେ ଶଷ୍ୟ ଯୋଗାଇ ଦିଆଯାଇଛି । ୪୦ କୋଟି ଲୋକଙ୍କ ଖାତାରେ ଟଙ୍କା ଆସିଛି । ଭାରତରେ କରୋନା ମୃତ୍ୟୁ ହାର କମିଛି । ସମସ୍ତଙ୍କୁ ଶିକ୍ଷା ଦେବା ସରକାରଙ୍କ ଲକ୍ଷ୍ୟ ।

ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞମାନେ କହିଛନ୍ତି ଯେ, କରୋନା ମହାମାରୀ ଦ୍ବାରା ପ୍ରଭାବିତ ହୋଇଥିବା ଅର୍ଥନୀତିକୁ ପୁନଃଉଦ୍ଧାର କରିବାକୁ ଏହି ବଜେଟ୍ ସହାୟକ ହେବ । ଆହୁରି ମଧ୍ୟ କହିଛନ୍ତି ଯେ, ନୂତନ ବଜେଟରେ କେବଳ ବହି କିମ୍ବା ଆକାଉଣ୍ଟ କିମ୍ବା ପୁରୁଣା ଯୋଜନା ଉପସ୍ଥାପନ କରିବାଠାରୁ ଏହି ବଜେଟ୍ ଭିନ୍ନ ହେବା ଉଚିତ୍ । ବିଶେଷଜ୍ଞମାନେ ଚାହୁଁଛନ୍ତି ଯେ ଏହି ବଜେଟ୍ କିଛି ଉପାୟରେ ହେଉ ଯାହା ଭବିଷ୍ୟତର ରାସ୍ତା ଦେଖାଇବା ଏବଂ ବିଶ୍ବର ଦ୍ରୁତ ଅଭିବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତିକୁ ଫେରାଇ ଆଣିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like