-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

୫ ଏନ୍ ଏ ସି ଓ ୧ ମୁ୍ନିସିପାଲିଟି ଗଠନ ପାଇଁ ଅଧିସୂଚନା ଜାରୀ ହୋଇନାହିଁ । ସରକାରଙ୍କ ଆନ୍ତରିକତା ଉପରେ ସନେ୍ଦହ- ହେମନ୍ତ ପଣ୍ଡା

04-Dec-2025



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟସରକାର ଇତିମଧ୍ୟରେ ୩୦ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ ଏ ସି ) ଓ ୮ ଟି ମୁ୍ନିସିପାଲିଟି ଗଠନ କରିଥିବା ତଥ୍ୟ ସୂଚନା ଅଧିକାର  କର୍ମୀ  ହେମନ୍ତ କୁମାର ପଣ୍ଡାଙ୍କୁ  ପ୍ରଦାନ କରିଛନ୍ତି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନିର୍ବାଚନ ଶାଖା ପକ୍ଷରୁ ପ୍ରଦାନ କରାଯାଇଥିବା ତଥ୍ୟକୁ ଆଧାର କରି ପଣ୍ଡା କହିଛନ୍ତି ଯେ, ନୂତନ ୩୦ଟି ଏନ୍ ଏ ସି ଓ ୮ଟି ମୁ୍ନିସିପାଲିଟି  ଗଠନ କରାଯାଇଥିବା କଥା ସରକାର ଘୋଷଣା କରିଥିଲେ ମଧ୍ୟ ୪ଟି ଏନ ଏ ସି ଓ ୧ ଟି ମୁ୍ନିସିପାଲିଟି ପାଇଁ ଅଧିସୂଚନା ଜାରୀ କରାଯାଇ ନଥିବା ଜଣାଯାଇଛି। ସୂଚନା ଅଧିକାର ତଥ୍ୟକୁ ଆଧାର କରି ପଣ୍ଡା କହିଛନ୍ତି ଯେ, ପୌର ଆଇନ ୧୯୫୦ ଅନୁଯାୟୀ ଗତ ୧୬ ଅଗଷ୍ଟ ଦିନ ୧୨ଟି ନୂତନ ଏନଏସି ଯଥା ପାଲଲହଡା, ସିମୂଳିଆ, ବସ୍ତା, ତିହିଡି, ଧୂସୁରି, ବେତନଟି, ବାଙ୍ଗିରିପୋଷି, ଚିତ୍ରଡା, ବିଷମକଟକ, ବାମରା, ରେଙ୍ଗାଲି, ବୀରମହାରାଜପୁର ପାଇଁ ସରକାରୀ ଅଧିସୂଚନା ଜାରି କରିଥିବା ବେଳେ ୧ ସେପ୍ଟେମ୍ବର ଦିନ ୧୩ଟି ଯଥା – ସୋହେଲା, ସାଲେପୁର, ବଡମ୍ବା, ନରସିଂହପୁର, ଗଁଦିଆ, ଜଗନ୍ନାଥପ୍ରସାଦ, ପାତ୍ରପୁର, ନର୍ଲା, ଜୟପାଟଣା, ଟାଙ୍ଗି, ବରିଗୁମ୍ମା ଓ ୨ଟି ମୁ୍ନିସିପାଲିଟି ପୋଲସରା, କରଞିଆ ଗଠନ ପାଇଁ ଅଧିସୂଚନା ଜାରୀ କରିଥିଲେ । କପ୍ତିପଦା ଏନ ଏ ସି ପାଇଁ ୮ ସେପ୍ଟେମ୍ବର ଦିନ, ନୂତନ ମୁ୍ନିସିପାଲିଟି ଆସ୍କା ପାଇଁ ୧୭ ସେପ୍ଟେମ୍ବର, କବିସୂର୍ଯ୍ୟନଗର ୧୦ ଅକ୍ଟୋବର, ଭଞନଗର ୧୪ ଅକ୍ଟୋବର, ବୌଦ୍ଧଗଡ ୧୬ ଅକ୍ଟୋବର, ଛତ୍ରପୁର ପାଇଁ ଯଥାକ୍ରମେ ୩୦ ଅକ୍ଟୋବର ଦିନ ରାଜ୍ୟ ସରକାର ଅଧିସୂଚନା ଜାରୀ କରିଥିଲେ । ଅଧିସୂଚନାରେ ସମ୍ପୃକ୍ତ ଏନ ଏ ସି ଓ ମ୍ୟୁନିସିପାଲିଟି ଅଞ୍ଚଳରେ ସାମିଲ ହେବାକୁ ଥିବା ରାଜସ୍ୱ ଗ୍ରାମ ଗୁଡିକୁ ଚିହ୍ନଟ କରାଯାଇ ସାମିଲ କରିବା ପାଇଁ ପ୍ରସ୍ତାବ ରଖା ଯାଇଛି । କିନ୍ତୁ ବଲାଙ୍ଗିର ଜିଲ୍ଲାର ଲୋଇସିଂହା, ଯାଜପୁରର ଚଣ୍ଡିଖୋଲ, ନୁଆପଡା ଜିଲ୍ଲାର ସିନାପାଲି, କୋମନା, ମୟୁରଭଞ ଜିଲ୍ଲାର ଯଶିପୁର ଏନ ଏ ସି ଏବଂ ନୁଆପଡାର ଖରିଆର ରୋଡ ମୁ୍ୟନିସିପାଲିଟି ଗଠନ ପାଇଁ ଅଧିସୂଚନା ଜାରୀ କରାଯାଇନଥିବା ତଥ୍ୟରୁ ଜଣା ପଡିଛି ବୋଲି ସୂଚନା କର୍ମୀ ପଣ୍ଡା କହିଛନ୍ତି । ନୁଆପଡା ନିର୍ବାଚନ ପ୍ରକ୍ରିୟା ସମାପ୍ତ ହୋଇଥିଲେ ମଧ୍ୟ କେତେକ ଏନ ଏ ସି ଓ ମୁ୍ନିସିପାଲିଟି ଗଠନ ପାଇଁ ପୌର ଆଇନ ଅନୁଯାୟୀ ଅଧିସୂଚନା ଜାରୀ କରାଯାଇ ନାହିଁ । ସିନାପାଲି, କୋମନା ଏନ ଏ ସି ଓ ଖରିଆର ରୋଡ ମୁ୍ନିସିପାଲିଟି ପାଇଁ  ନୁଆପଡା ଜିଲ୍ଲାପାଳଙ୍କ ରିପୋର୍ଟ ପ୍ରଦାନ କରି ନଥିବା ତଥ୍ୟରୁ ଜଣାଯାଇଛି । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like