-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ସଂଗଠନ ତରଫରୁ ମହାନଦୀ ନେତ୍ର ଚିକିତ୍ସାଳୟ ଅଧିକ୍ଷକ ଙ୍କୁ ଦାବିପତ୍ର

05-Dec-2025



ବୀରମହାରାଜପୁର,(  ବିନୋଦ ପାଣ୍ଡେ): 
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପଣ୍ଡାପାଲି ସ୍ଥିତ ମହାନଦୀ ନେତ୍ର ଚିକିତ୍ସାଳୟ ର ଅଧିକ୍ଷକ ଙ୍କୁ ଶୁକ୍ରବାର ବରିଷ୍ଠ ନାଗରିକ ସଂଗଠନ ତରଫରୁ ଏକ ଦାବିପତ୍ର ପ୍ରଦାନ କରା ଯାଇଛି।ଏହି ଦାବିପତ୍ରରେ ଚକ୍ଷୁ ସଂପର୍କୀତ ଔଷଧ ଓ ଚଷମା ଉପରେ ୨୦% ରିହାତି ପ୍ରଦାନ, ବରିଷ୍ଠ ନାଗରିକ ମାନଙ୍କୁ ଚିକିତ୍ସା ତଥା ଅନ୍ୟାନ୍ୟ ସେବା କ୍ଷେତ୍ରରେ ଅଗ୍ରାଧିକାର ପ୍ରଦାନ,ପରିମଳ ଓ ପରିଚ୍ଛନ୍ନତା ପ୍ରତି ଧ୍ୟାନ ଦେବା, ଚିକିତ୍ସାଳୟର ବିଭିନ୍ନ ନିଯୁକ୍ତି କ୍ଷେତ୍ରରେ ସ୍ବଚ୍ଛତା ଆଦି ବିଷୟ ଉଲ୍ଲେଖ ରହିଛି। ବରିଷ୍ଠ ନାଗରିକ ସଂଗଠନର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ବରେ ଅନୁଷ୍ଠାନ ର ସଂପାଦକ ସନ୍ତୋଷ କୁମାର ଷଡଙ୍ଗୀ, ପୂର୍ବତନ ସଭାପତି ଭଗବାନ ମିଶ୍ର ଓ କୃଷ୍ଣଚନ୍ଦ୍ର ପାଢ଼ୀ, ସଦସ୍ୟ ଧନୁ ପଧାନ, ଭୂଷଣ କୁମାର ପାତ୍ର,ଦ୍ବିତୀକୃଷ୍ଣ ପଣ୍ଡା, ବାସୁଦେବ ପଣ୍ଡା, ଗୋପୀନାଥ ମହାକୁର, ଅକ୍ଷୟ ମିଶ୍ର, ବଳରାମ କାଣ୍ଡ, ଜ୍ଞାନେନ୍ଦ୍ର ତ୍ରିପାଠୀ, ତ୍ରିନାଥ ମିଶ୍ର,ଅକ୍ରୂର ଦନ୍ତା,ଚମରା ମହାକୁର, ଜୀତେନ୍ଦ୍ର ପଧାନ,ସତ୍ୟ ନାରାୟଣ ନାୟକ, ଜମ୍ବେଶ୍ଵର ପଧାନ , ପ୍ରମୁଖ ସାମିଲ୍ ହୋଇଥିଲେ ।ଏଇ ଉପଲକ୍ଷେ ଆୟୋଜିତ ସଭାରେ ଅଧିକ୍ଷକ ଦେବେନ୍ଦ୍ର କୁମାର ସାହୁ ଦାବିପତ୍ରକୁ ସମ୍ମାନ ଜଣାଇ ଏହାକୁ କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ । ନେତ୍ର ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ବିଭୁ ପ୍ରସାଦ ବଳିଆର ସିଂହ,କ୍ଲିନିକାଲ୍ ଷ୍ଟାଫ୍ ପ୍ରତ୍ୟୁଷ ରଞ୍ଜନ ଦାଶ,ଅମରେଶ ଦଣ୍ଡସେନା,ମନୋରଞ୍ଜନ ପଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଦୟାନିଧି ହୋତା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like